Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଇଗ୍ନୋ ଡିଇସିଇ ପାଠ୍ୟକ୍ରମର ଓଡ଼ିଆ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ବିଭିନ୍ନ ପାଠ୍ୟକ୍ରମକୁ ଓଡ଼ିଆରେ ପ୍ରଚଳନ କରିବା ପାଇଁ ବିଗତ ଜୁନ୍‌ ୯ ତାରିଖରେ ଉଚ୍ଚଶିକ୍ଷା ବିଭାଗ ଓ ଇଗ୍ନୋ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଥିଲା । ଏହି ବୁଝାମଣା ପତ୍ର ଅନୁଯାୟୀ ଇନ୍ଦିରା ଗାନ୍ଧୀ…

ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: ପୁଣି ମେଡିକାଲ ବେଡରୁ ବାର୍ତ୍ତା ଦେଲେ…

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ, ୧୯୯୨…

ଆସନ୍ତା ୪ରେ ରାଜ୍ୟ ନିର୍ବାଚନ କମିଶନ ଘେରିବ କଂଗ୍ରେସ

ଭବନେଶ୍ବର: ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ ବାହାରି ନିର୍ବାଚନ କମିଶନ ଯାଏଁ ପଦଯାତ୍ରାରେ ଯିବ । ଆଜି ଏନେଇ ଗଣାମାଧ୍ୟମକୁ ସୂଚନା…

ନଭେମ୍ବରରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା: ମନ୍ତ୍ରୀ

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଆବାସ ଗୃହ ବଣ୍ଟନକୁ ନେଇ ବଡ ସୂଚନା ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ । ନଭେମ୍ବର ମାସରୁ ପିଏମ୍‌ ଆବାସ ଗୃହ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ । ଭାଗ ହୋଇଥିବା ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ବି…

ମେଡିକାଲ ବେଡରୁ ସାମ୍ନାକୁ ଆସିଲା ନବୀନ ଭିଡିଓ; କହିଲେ ଏପରି କିଛି..

ଭୁବନେଶ୍ବର: ପୁଣି ଥରେ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଡିହାଇଡ୍ରେସନ୍‌ ଯୋଗୁଁ ସେ ରବିବାର ସଂଧ୍ୟା ସମୟରେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।ଏହି ସମୟରେ ମେଡିକାଲ ବେଡ୍ ରୁ ତାଙ୍କର ଏକ ଭିଡିଓ‌…

“ଗରୁଡ଼” ଅଭିଯାନ ଶେଷ: ଅପରେସନର ଦ୍ଵିତୀୟ ସପ୍ତାହରେ ବିପୁଳ ମାତ୍ରାରେ ନିଶା ଦ୍ରବ୍ୟ, ଗାଡି ଓ ଟଙ୍କା…

ଭୁବନେଶ୍ୱର: ଶେଷ ହେଲା ଅପେରସନ "ଗରୁଡ଼" ଅଭିଯାନ । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ "ଗରୁଡ଼" ଅଭିଯାନକୁ କାର୍ଯ୍ୟକାରୀ କରାଯାଇଥିଲା । ଏହି ଅଭିଯାନର…

ସୁରକ୍ଷା କାର୍ଯ୍ୟ ଯୋଗୁଁ ଅସ୍ଥାୟୀ ରୂପେ ଏହି ଟ୍ରେନ ସେବା ବାତିଲ…

ଭୁବନେଶ୍ୱର: ସୁରକ୍ଷା ବୃଦ୍ଧି, କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି ଏବଂ ଉତ୍ତମ ଟ୍ରେନ ପରିଚାଳନା କ୍ଷମତା ପ୍ରଦାନ କରିବା ପାଇଁ, ପୂର୍ବ ତଟ ରେଳପଥ ଖୋର୍ଦ୍ଧା ରୋଡ୍ ଡିଭିଜନର ରାହାମା, ବଡ଼ବନ୍ଧ ଏବଂ ପାରାଦୀପ ଷ୍ଟେସନରେ ପ୍ରି-ନନ୍ ଇଣ୍ଟରଲକିଂ (ପ୍ରି-ଏନ୍ଆଇ) ଏବଂ ନନ୍ ଇଣ୍ଟରଲକିଂ (ଏନ୍ଆଇ)…

ରେଟ୍ରୋ ରିଫ୍ଲେକ୍ଟିଭ୍ ଟେପ୍ ଲଗାଇ ନ ଥିବାରୁ ୨୨୭ ଗାଡ଼ିର ଫିଟନେସ୍ ପ୍ରମାଣପତ୍ର ରଦ୍ଦ

କଟକ/ଭୁବନେଶ୍ୱର: ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ ବିରୋଧରେ ରାଜ୍ୟ ପରିବହନ ପ୍ରାଧିକରଣ ନିର୍ଦ୍ଦେଶରେ ରାଜ୍ୟର ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ) ଦ୍ୱାରା କଡ଼ାକଡ଼ି ଏନଫୋର୍ସମେଣ୍ଟ ଜାରି ରହିଛି । ମାଲବାହୀ ଗାଡ଼ିରେ ଯାତ୍ରୀ ପରିବହନକୁ ନେଇ ମାରାଥନ୍ ଏନଫୋର୍ସମେଣ୍ଟ ପରେ ଏବେ…

ପରଲୋକରେ ପ୍ରସିଦ୍ଧ ଗଣିତଜ୍ଞ ଗୋକୁଳାନନ୍ଦ ଦାସ

ଭୁବନେଶ୍ୱର: ପ୍ରସିଦ୍ଧ ଗଣିତଜ୍ଞ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଉପ-କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ଶନିବାର ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଶେଷ ସମୟରେ ତାଙ୍କ ପାଖରେ ଧର୍ମପତ୍ନୀ, ଦୁଇ ପୁଅ…