Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ବିଏମସି କାର୍ଯ୍ୟାଳୟର ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରାଯାଇଛି । ତେବେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଜାମିନ ଆବେଦନକୁ JMFC କୋର୍ଟ ଖାରଜ କରିଦେଇଛନ୍ତ । ଫଳରେ ତାଙ୍କୁ ୧୪ ଦିନିଆ ନ୍ୟାୟିକ ହାଜତକୁ ପଠାଇଦିଆଯାଇଛି । ଏହା…

ଜଳ ଓ ଜୀବାଣୁ ବାହିତ ରୋଗ ନିରାକରଣ ପାଇଁ ସ୍ଵତନ୍ତ୍ର ମିଳିତ ଅଭିଯାନ

ଭୁବନେଶ୍ୱର: ଚଳିତ ବର୍ଷା ଋତୁରେ ସମ୍ଭାବ୍ୟ ଜଳବାହିତ ଏବଂ ଜୀବାଣୁ (ଭେକ୍ଟର) ବାହିତ ରୋଗର ପ୍ରତିରୋଧ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ତରଫରୁ ସ୍ଵତନ୍ତ୍ର ମିଳିତ ଅଭିଯାନ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହି…

ସିଫୁଡ୍ ଏକ୍ସପୋ ଭାରତ-୨୦୨୫ରେ ଏକ୍ରିକ୍, ଓଡ଼ିଶା ହାତେଇଲା ପ୍ରଥମ ପୁରସ୍କାର

ଭୁବନେଶ୍ୱର: ଜୁଲାଇ ୧ରୁ ୩ ତାରିଖ ପର୍ଯ୍ୟନ୍ତ ଚେନ୍ନାଇ ବ୍ୟବସାୟିକ କେନ୍ଦ୍ର (ଟ୍ରେଡ୍ ସେଣ୍ଟର)ରେ ଅନୁଷ୍ଠିତ ହୋଇଥିଲା “ସିଫୁଡ୍ ଏକ୍ସପୋ ଭାରତ-୨୦୨୫ (ଏସଇବି-୨୫)” । ଏଥିରେ ଓଡ଼ିଶାରୁ ଅଂଶ ଗ୍ରହଣ କରିଥିବା ଇସିଆରଆଇସିସି(ଏକ୍ରିକ୍) ପ୍ରକଳ୍ପ ସରକାରୀ କ୍ଷେତ୍ର ବିଭାଗରେ ପ୍ରଥମ ସ୍ଥାନ…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାମଲା: ଗିରଫ ହେଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ଭୁବନେଶ୍ୱର ମୁନିସିପାଲ କର୍ପୋରେସନ (ବିଏମସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ଘଟଣାରେ ଗିରଫ ହେଲେ ଅଭିଯୁକ୍ତ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗୁରୁବାର ରାତିରେ ଜଗନ୍ନାଥ ଭୁବନେଶ୍ଵର ଡିସିପି ଅଫିସରେ ପହଞ୍ଚି ଆତ୍ମସମର୍ପଣ କରିବା ପରେ ପୋଲିସ ତାଙ୍କୁ…

WINDS ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସରକାରଙ୍କ ସ୍କାଏମେଟ୍ ୱେଦର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ ପାଣିପାଗ ସୂଚନା ନେଟୱାର୍କ ଡାଟା ସିଷ୍ଟମ (WINDS) ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ସ୍କାଇମେଟ୍ ୱେଦର୍ ସର୍ଭିସେସ୍…

“ଶବରୀ ସାଂସ୍କୃତିକ ଭବନ” ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଗୁରୁବାର ଶବରୀ ସାଂସ୍କୃତିକ ପରିଷଦର “ଶବରୀ ଭବନ”ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ଭୁବନେଶ୍ୱରସ୍ଥ ଆଇଆରସି ଭିଲେଜ ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ…

ଏହି ୩ ଜିଲ୍ଲା ନିମନ୍ତେ ସାଙ୍ଗଠନିକ ପାଇଁ ଷ୍ଟିଅରିଂ କମିଟି ଗଠନ କଲା କଂଗ୍ରେସ

ଭୁବନେଶ୍ୱର: ବଲାଙ୍ଗୀର, ନବରଙ୍ଗପୁର ଓ ଗଞ୍ଜାମ (ପୂର୍ବ) ସାଙ୍ଗଠନିକ ଜିଲ୍ଲାରେ ଜିଲ୍ଲା ସଂଯୋଜକ ନିଯୁକ୍ତି ହୋଇନଥିବାରୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ୩ଟି ପୃଥକ ଷ୍ଟିଅରିଂ କମିଟି ଗଠନ କରି ସେମାନଙ୍କ ନାମ ତାଲିକା ନିମ୍ନମତେ ଘୋଷଣା କରିଛନ୍ତି । ବଲାଙ୍ଗୀର…

ଟିଏସଜି ଗୁରୁକୂଳ ପରିସରରେ ସାହିତ୍ୟ ପତ୍ରିକା “ଅନ୍ନପୂର୍ଣ୍ଣା” ଉନ୍ମୋଚିତ

ଭୁବନେଶ୍ୱର: ସମ୍ ହସ୍ପିଟାଲ ନିକଟ ଗୋଠପାଟଣା ଠାରେ ଟିଏସ୍‌ଜି ଗୁରୁକୂଳ ପରିସରରେ ଅନ୍ନପୂର୍ଣ୍ଣା ସାହିତ୍ୟ ପରିଷଦ ଆନୁକୂଲ୍ୟରେ ଓଡ଼ିଆ ସାହିତ୍ୟର ନବମୂର୍ଚ୍ଛନା, “ଅନ୍ନପୂର୍ଣ୍ଣା” ପତ୍ରିକାର ରଥଯାତ୍ରା ବିଶେଷାଙ୍କ-୨୦୨୫ ଉନ୍ମୋଚିତ ହୋଇଯାଇଛି । ଭାଷା ହିଁ ଗୋଟିଏ ଜାତିର ପ୍ରାଣ ଏବଂ ସାହିତ୍ୟ…

RailOne ଆପ୍ ଉନ୍ମୋଚନ: ସମସ୍ତ ଅତ୍ୟାବଶ୍ୟକ ଯାତ୍ରୀ ସେବା ପାଇଁ ଏକ ୱାନ୍-ଷ୍ଟପ୍ ସମାଧାନ

ଭୁବନେଶ୍ବର: ଭାରତୀୟ ରେଳ ଯାତ୍ରୀ ସୁବିଧାରେ ଉନ୍ନତି ଆଣିବା ପାଇଁ ନିରନ୍ତର ପଦକ୍ଷେପ ନେଇ ଆସୁଛି । ନୂତନ ପିଢ଼ିର ଟ୍ରେନ ପ୍ରଚଳନ, ଷ୍ଟେସନଗୁଡ଼ିକର ପୁନଃବିକାଶ, ପୁରୁଣା କୋଚଗୁଡ଼ିକୁ ନୂତନ LHB କୋଚରେ ରୂପାନ୍ତରଣ ଏବଂ ଏହିପରି ଅନେକ ପଦକ୍ଷେପ ଗତ ଦଶନ୍ଧିରେ ଯାତ୍ରୀଙ୍କ ଅଭିଜ୍ଞତାକୁ ଉନ୍ନତ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର

କଟକ: ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା ପ୍ରତିବାଦରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର OAS, ORS ଅଫିସର । ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ନ ହେବା ଯାଏଁ ଛୁଟିରେ ରହିବେ । କଟକ, ଜଗତସିଂହପୁର, ଭଦ୍ରକ, ରାୟଗଡ଼ା, ଦେବଗଡ଼, ସୁବର୍ଣ୍ଣପୁର, ବାଲେଶ୍ୱର ଓ…