Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସମ୍ ହସ୍ପିଟାଲ୍‌ରେ ପ୍ରଥମ ଥର ଷ୍ଟେମ୍ ସେଲ୍ ପ୍ରତ୍ୟାରୋପଣ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଜଣେ ଲିମ୍ଫୋମା ରୋଗୀଙ୍କ ଶରୀରରେ ସଫଳତାର ସହ ଅଟୋଲଗସ୍ ଷ୍ଟେମ୍ ସେଲ୍ ପ୍ରତ୍ୟାରୋପଣ କରାଯାଇଛି । ଜଟିଳ ବୋନ୍‌ମ୍ୟାରୋ ପ୍ରତ୍ୟାରୋପଣ ଦ୍ୱାରା ଓ ଅତ୍ୟାଧୁନିକ…

ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର: କଂଗ୍ରେସ ମହାସଚିବ ତଥା ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ଝିଅ ପ୍ରିୟଙ୍କା ଗାନ୍ଧୀ ଭାଡ୍ରା ଖୁବଶୀଘ୍ର ଓଡ଼ିଶା ଗସ୍ତରେ ଆସିବେ । ରାଜସ୍ଥାନ ଉଦୟପୁରରେ ଆୟୋଜିତ ଚିନ୍ତନ ଶିବିରରୁ ଫେରି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ବିମାନବନ୍ଦରରେ ଗଣମାଧ୍ୟମ…

ଖୋଲିବ ବରମୁଣ୍ଡା ଫାୟାର ପାର୍କ, ଲୋକେ ହେବେ ସଚେତନ

ଭୁବନେଶ୍ୱର: ବରମୁଣ୍ଡା ସ୍ଥିତ ‘ଫାୟାର ପାର୍କ’ ତଥା ଓଫଡ୍ରା (ଓଡ଼ିଶା ଫାୟାର ଆଣ୍ଡ୍ ଡିଜାଷ୍ଟର ରେସ୍ପନ୍ସ ଏକାଡେମୀ) ଆସନ୍ତା ଶନିବାର ମେ ୨୧ ଠାରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ । ଏନେଇ ଅଗ୍ନିଶମ ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି । ନୂଆ କରି ଯୋଗ ଦେଇଥିବା ମହାନିର୍ଦ୍ଦେଶକ ସନ୍ତୋଷ…

[ଦେଖନ୍ତୁ ଭିଡିଓ] ଟୋଲକପଡା ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଗିରଫ

ଭୁବନେଶ୍ୱର : ବାଲିଅନ୍ତା ପୋଲିସକୁ ମିଳିଛି ସଫଳତା । ଦୀର୍ଘ ଦିନ ହେବ ବେଆଇନ ଭାବରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢ଼ାଉ କରି ଗ୍ରାହକଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ରାଜଧାନୀ ଉପକଣ୍ଠ ତଥା ବାଲିଅନ୍ତା ଥାନା ଟୋଲକପଡା ନିକଟରେ ଦୀର୍ଘ ଦିନ ଧରି ବେଆଇନ ଭାବରେ ଚାଲିଥିଲା ଜୁଆଆଡ୍ଡା ।…

ଚନ୍ଦକା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ

ଭୁବନେଶ୍ୱର: ଚନ୍ଦକା ଡଁପଡ଼ା ଅଭୟାରଣ୍ୟରେ ଆଖି ବୁଜିଲା ପୋଷା ଦନ୍ତା ହାତୀ ନନ୍ଦ । ଅସୁସ୍ଥ ନନ୍ଦକୁ ବଞ୍ଚାଇବାକୁ ଚିକିତ୍ସକଙ୍କ ସମସ୍ତ ଉଦ୍ୟମ ବିଫଳ ହୋଇଛି । ନନ୍ଦର ଅସୁସ୍ଥତାର କାରଣ ସ୍ପଷ୍ଟ ହୋଇନାହିଁ । ଏବେ ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଆଜି ଭୋର୍ ୩ଟା ବେଳେ ନନ୍ଦର…

ଭୁବନେଶ୍ୱରରୁ ୯ ଲୁଟେରା ଗିରଫ, ୩୬ ମୋବାଇଲ୍ ଜବତ

ଭୁବନେଶ୍ୱର: ବିଗତ କେଇ ସପ୍ତାହ ଭିତରେ ରାଜଧାନୀ ଭୁବନେଶ୍ୱରରେ ବଢ଼ିଥିଲା ମୋବାଇଲ୍ ଲୁଟ୍ । ରାସ୍ତାରୁ ଝାମ୍ପୁଥିଲେ ଲୁଟେରା । ରାତି ନୁହେଁ କି ସଂଧ୍ୟା ନୁହେଁ । ଦିନ ଦି ପ୍ରହରରେ ବି ଟାଣି ନେଉଥିଲେ ମୋବାଇଲ୍ ଆଉ ସୁନା ଚେନ୍ । ତେବେ ରବିବାର ଧରାପଡ଼ିଛନ୍ତି ୯ ଲୁଟେରା । କମିଶନରେଟ…

[ଦେଖନ୍ତୁ ଭିଡିଓ] କାରରେ କଳା କାଚ ଲାଗିଲେ ଗଣିବେ ୫୦୦ ଟଙ୍କା ତଣ୍ଡ

ଭୁବନେଶ୍ୱର: ଏଣିକି କାରରେ ଲାଗିବନାହିଁ କଳା କାଚ । ରାଜଧାନୀରେ କଳା କାଚ ଲାଗିଲେ ମାଲିକ ଗଣିବେ ୫୦୦ ଟଙ୍କା ତଣ୍ଡ । ଅପରାଧ ରୋକିବାକୁ କମିଶନରେଟ ପୋଲିସ ଆରମ୍ଭ କଲା ଏପରି ସ୍ୱତନ୍ତ୍ର ଅଭିଯାନ । ତେବେ ବର୍ତ୍ତମାନ ଯାଏଁ ୫୧ଟି ଗାଡିର ଜୋରିମାନା ଆଦାୟ ହୋଇଛି । ଆଗାମୀ ଦିନରେ ଏହି ନିୟମକୁ…

ଚେତା ପଶିଲା ଗଣଶିକ୍ଷା ବିଭାଗର, ପିଲା କାହିଁକି ପାଠ ପଢା ଛାଡୁଛନ୍ତି ଅନୁଧ୍ୟାନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚେତା ପଶିଲା ଗଣଶିକ୍ଷା ବିଭାଗର । ଚାଳିଶ ହଜାରରୁ ଅଧିକ ପିଲା ଫର୍ମ ପୂରଣ କରି ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିବା ପରେ ଏବେ ନିଦ ଭାଙ୍ଗିଛି ଗଣଶିକ୍ଷା ବିଭାଗର । ଏବେ କେଉଁ କାରଣ ପାଇଁ ପିଲା ପାଠ ପଢା ଛାଡୁଛନ୍ତି ତାଙ୍କୁ କେମିତି ବୁଝାଇ ସୁଝାଇ ସ୍କୁଲ ପିଣ୍ଡାକୁ…

ବଡ଼ଗଡ଼ ବ୍ରିଟ୍ ରେ ଫଳକ ଭଙ୍ଗା ରାଜନୀତି

ଭୁବନେଶ୍ୱର: ବଡ଼ଗଡ଼ ବ୍ରିଟ୍ ୱାର୍ଡ଼ ନଂ-୫୭ ଅଞ୍ଚଳରେ ପୂର୍ବତନ କର୍ପୋରେଟର ବନ୍ଦନା ସାହୁଙ୍କ ସମୟରେ ହୋଇଥିବା ସ୍ୱେରେଜ ଲାଇନ କାମ ଓ ରାସ୍ତା ନବୀକରଣ ର କାର୍ଯ୍ୟଫଳକ ଭଙ୍ଗା କୁ ନେଇ ପ୍ରତିକ୍ରିୟା ପ୍ରକାଶ ପାଇଛି । ବିସିଜେଡି ମଧ୍ୟମ ଉପସଭାପତି ଶୁଭମ ସାହୁ ଏନେଇ ଫେସବୁକ୍ ରେ ଘଟଣା ସଂପର୍କରେ…

ନିଶା ଦେଇ ଦୁଷ୍କର୍ମ କଲେ ପବ୍ ସାଙ୍ଗ

ଭୁବନେଶ୍ୱର: ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ବ୍ୟବସାୟୀଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ପାହାଳ ଥାନା ପୋଲିସ୍ ଲୁହା ବ୍ୟବସାୟୀ କିଶନ ଅଗ୍ରୱାଲଙ୍କୁ ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ଗିରଫ କରିଛି । ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଅନୁସାରେ, ପାହାଳ ଥାନାରେ ଗତ ୬…