Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭୁବନେଶ୍ୱରରେ ଏକଜୁଟ ହେଲେ ହଜାର ହଜାର ଡ୍ରାଇଭର

ଭୁବନେଶ୍ୱର : ପୁଣି ଆନ୍ଦୋଳନକୁ ଓହ୍ଳାଇଛନ୍ତି ଓଡ଼ିଶା ଡ୍ରାଇଭର ଆସୋସିଏସନ୍ । ୧୦ ଦଫା ଦାବି ପୂରଣ ନେଇ ଆନ୍ଦୋଳନକୁ ଓହ୍ଳାଇଛି ସଂଘ । ୩୦ ଜିଲ୍ଲାର ଗାଡି ଚାଳକମାନେ ରାଜଧାନୀରେ କରୁଛନ୍ତି ବିଶାଳ ସମାବେଶ । ଗତକାଲି ରାତିରୁ ବିଭିନ୍ନ ଜିଲ୍ଲାରୁ ଡ୍ରାଇଭରମାନେ ଭୁବନେଶ୍ୱର ଆସିଥିବା ଦେଖିବାବୁ…

ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ

ଭୁବନେଶ୍ୱର: ଆଜିଠୁ ଜନସାଧାରଣ, ସାମ୍ବାଦିକଙ୍କ ପାଇଁ ଖୋଲୁଛି ଲୋକସେବା ଭବନ । ସ୍ୱୀକୃତିପ୍ରାପ୍ତ ସାମ୍ବାଦିକ ଯାଇପାରିବେ ଲୋକସେବା ଭବନ । କୋଭିଡ ସ୍ଥିତିରେ ସୁଧାର ଆସିବା ପରେ ଗୃହ ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଲୋକସେବା ଭବନ, ଖାରବେଳ ଭବନ ଓ ରାଜୀବ ଭବନ ଅଭ୍ୟର୍ଥନା…

ପ୍ରଫୁଲ୍ଲ କରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଦିଲ୍ଲୀ: ଓଡ଼ିଶାର ସ୍ବନାମଧନ୍ୟ ସଂଗୀତ ନିର୍ଦେଶକ, ଗୀତିକାର ତଥା କଣ୍ଠଶିଳ୍ପୀ ପ୍ରଫୁଲ୍ଲ କରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ । ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଓଡ଼ିଶାର ରାଜ୍ୟପାଳ ପ୍ରଫେସର୍ ଗଣେଶୀ ଲାଲ୍ ଓ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଶୋକ ପ୍ରକାଶ…

ଅଫେରା ରାଇଜରେ ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର : ପରଲୋକରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ପ୍ରଫୁଲ କର । ୮୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି । ଦୀର୍ଘ ୬ ଦଶନ୍ଧୀ ଧରି ଓଡ଼ିଆ ସଙ୍ଗୀତ ଦୁନିଆକୁ ଆଚ୍ଛାଦିତ କରି ରଖିଥିବା ଏହି ପ୍ରତିଷ୍ଠିତ ବ୍ୟକ୍ତିତ୍ୱଙ୍କ ଦେହାନ୍ତ ପରେ ସବୁ ମହଲରେ ଶୋକର ଛାୟା…

କିଏ ହେବେ ଆଗାମୀ ପିସିସି ସଭାପତି, ୨୨ରେ କଂଗ୍ରେସ ପ୍ରଭାରୀ କରିବେ ଆଲୋଚନା

ଭୁବନେଶ୍ୱର: ଏପ୍ରିଲ ୨୨ରେ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ପ୍ରଭାରୀ ଚେଲା କୁମାର । ପିସିସି ସଭାପତି ପରିବର୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ତେଣୁ ପରବର୍ତ୍ତୀ ପିସିସି ସଭାପତି କିଏ ହେବେ ଘୋଷଣା ପୂର୍ବରୁ ଚେଲ୍ଲା କୁମାରଙ୍କ ଏହି ଗସ୍ତ ବହୁ ଗୁରୁତ୍ୱପୂର୍ଣ୍ଣ । ଚେଲା କୁମାର…

ନିଦ ଭାଙ୍ଗିଲା ଅଗ୍ନିଶମ ବିଭାଗର, ଯାଞ୍ଚ ହେବ ସପିଂ ମଲର ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଶୁକ୍ରବାର ବିଳମ୍ବିତ ରାତିରେ ରାଜଧାନୀ ଭୁବନେଶ୍ୱର ସ୍ଥିତ ମାର୍କେଟ ବିଲଡିଂ ନିକଟରେ ଥିବା କେଶରୀ ସପିଂ ମଲରେ ନିଆଁ ଲାଗିଥିଲା । କେଉଁ କାରଣ ପାଇଁ ଅଗ୍ନିକାଣ୍ଡ ଘଟିଥିଲା ତାହା ଏବେ ବି ଅସ୍ପଷ୍ଚ ରହିଛି । କିନ୍ତୁ ପ୍ରାଥମିକ ତଦନ୍ତରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ…

ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣା: ସିନ୍ କ୍ରିଏସନ କରି ଦେଖାଇଲେ ବାଂଲାଦେଶୀ ଲୁଟେରା ଗ୍ୟାଙ୍ଗ

ଭୁବନେଶ୍ୱର: ଭୁବନେଶ୍ବର ଲିଙ୍ଗିପୁର ଏଟିଏମ ଲୁଟ୍ ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏଟ କରିଛି ପୋଲିସ । ୨ ଲୁଟେରାଙ୍କୁ ନେଇ ଲୁଟର ଡେମୋ କରିଛି ପୋଲିସ । ଏଟିଏମ୍ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରିଛି ପୋଲିସ । ଏଟିଏମ୍ ଭାଙ୍ଗିଥିବା ସ୍ଥାନରୁ ଶାବଳ,…

[ଦେଖନ୍ତୁ ଭିଡିଓ] ପ୍ରବାଦପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ମନେ ପଡ଼ନ୍ତି ବିଜୁ ବାବୁ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ…

[ଦେଖନ୍ତୁ ଭିଡିଓ] ଓଡ଼ିଆ ମାନଙ୍କର ଗର୍ବ ଗୌରବ : ଝଡ଼ର ଇଗଲ ତଥା ମହାନ ଜନନାୟକଙ୍କ ସ୍ମୃତିରେ . . .

ଭୁବନେଶ୍ୱର : ବିଜୟାନନ୍ଦ ପଟ୍ଟନାୟକ ବନାମ ବିଜୁ ପଟ୍ଟନାୟକ।  ବିଜୁ ପଟ୍ଟନାୟକ, ଓଡିଆମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା ତଥା ସ୍ଥପତି, ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ | ଏହି…

ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ

ଭୁବନେଶ୍ବର: ଆଜି ହେଉଛି ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରୁଛି। ଭୁବନେଶ୍ବର ଜିଲ୍ଲା ବିଜେଡି ତରଫରୁ ବିନ୍ଦୁସାଗରରେ ତିଳତର୍ପଣ କରାଯିବା ପରେ ଫରେଷ୍ଟ ପାର୍କରେ ଥିବା ବିଜୁ…