Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବଡ଼ ବଡ଼ ହୋଟେଲରେ ଚାଲିଛି କି କୋକେନ କାରବାର ?

ଭୁବନେଶ୍ୱର: ବିଦେଶରେ ବଡ ବଡିଆ ଯେଉଁ ନିଶା (କୋକେନ) ବ୍ୟବହାର କରନ୍ତି ତାହା ଏବେ ଭୁୂବନେଶ୍ୱର ବଜାରରେ । ବିଦେଶୀ ପର୍ଯ୍ୟଟକ ଏବଂ ଆଗନ୍ତୁକଙ୍କ ଯିବା ଆସିବା ରାଜଧାନୀକୁ ରହୁଛି । ଏହି ସମୟରେ କୋକେନ ଭୁବନେଶ୍ୱରରୁ ୨୦୨ ଗ୍ରାମ ଜବତ ହେବା ଅନେକ ପ୍ରଶ୍ନ ଛିଡ଼ା କରିଛି । ମୁଖ୍ୟତଃ ଏହି…

ଚିଲିକା ଗସ୍ତରେ ମନ୍ତ୍ରୀ, ବିଧାୟକ ଓ ବାଚସ୍ପତି, ମା’କାଳୀଜାଇଙ୍କୁ ଦର୍ଶନ ସହ ନୌସେନାର ସମରାଭ୍ୟାସରେ ଯୋଗଦେବେ

ଭୁବନେଶ୍ୱର : ଚିଲିକା ଗସ୍ତରେ  ସମସ୍ତ ମନ୍ତ୍ରୀ ବିଧାୟକ ଓ ବାଚସ୍ପତି । ଓଟିଡିସି ପକ୍ଷରୁ ୪ ଟି ସ୍ୱତନ୍ତ୍ର ବସରେ ବିଧାନସଭାରୁ ଚିଲିକା ଗସ୍ତ କରିଛନ୍ତି ସମସ୍ତେ । ମା କାଳୀଜାଇଙ୍କୁ ଦର୍ଶନ କରିବେ ମନ୍ତ୍ରୀ ଓ ବିଧାୟକମାନେ । ନାଭାଲ ବେସରୁ ସିଡିଏ ଏବଂ ଓଟିଡିସି ବୋଟ ସାହାର୍ଯ୍ୟ ରେ ମା…

ଆନ୍ଦୋଳନ କରିବେ ୟୁକ୍ରେନ ଫେରନ୍ତା ମେଡିକାଲ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଆନ୍ଦୋଳନ କରିବେ ୟୁକ୍ରେନ ଫେରନ୍ତା ମେଡିକାଲ ଛାତ୍ରଛାତ୍ରୀ   । ଯୁଦ୍ଧ ପ୍ରଭାବିତ ୟୁକ୍ରେନରୁ ଫେରିଆସିଥିବା ଡାକ୍ତରୀ ଛାତ୍ରଛାତ୍ରୀମାନେ ଏପ୍ରିଲ ୧୭ରେ ନୂଆଦିଲ୍ଲୀର ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବେ । ପାଠପଢା ଅଧାରୁ ଛାଡି ସ୍ୱଦେଶ ଫେରି ଆସିଥିବା ପିଲାମାନେ…

ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ବନ୍ଧା ହୋଇଛି ମୃତଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ନାଲକୋ ଛକରେ ଗଛରେ ବନ୍ଧା ହୋଇଛି ମୃତଦେହ। ନାଲକୋ ଛକରେ ଥିବା ଏକ ବଡ଼ ଗଛରେ ବେକକୁ ଗାମୁଛାରେ ବନ୍ଧା ହୋଇ ବସିଥିବା ଅବସ୍ଥାରେ ଜନୈକ ଯୁବକର ମୃତଦେହ ଦେଖିବାକୁ ମିଳିଛି । ଏଯାଏ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି…

‘କରୋନା ଏଣ୍ଡେମିକ ପର୍ଯ୍ୟାୟରେ ନାହିଁ, ସତର୍କ ରହି ନିୟମ ପାଳନ କରିବା ଜରୁରୀ’

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମିତଙ୍କ ଯଦିଓ କମିଛି କିନ୍ତୁ ବର୍ତ୍ତମାନ ସୁଦ୍ଧା କରୋନା ଭାଇରସ ମହାମାରୀ ଶେଷ ହୋଇନି। ତେଣୁ ଲୋକେ ସତର୍କ ରହିବା ଆବଶ୍ୟକ। ଇନଷ୍ଟିଚ୍ୟଟ ଅଫ୍ ଲାଇଫ ସାଇନ୍ସ ବା ଆଇଏଲ୍ଏସର ନିର୍ଦ୍ଦେଶକ ଅଜୟ ପରିଡ଼ା ଗୁରୁବାର ଏପରି କହି ସମସ୍ତଙ୍କୁ ପୁଣିଥରେ ସତର୍କ କରାଇ…

ପ୍ରଭାତ ପଟ୍ଟନାୟକଙ୍କୁ ମିଳିବ ୨୦୨୨ ମାଲକମ୍ ଅଡିଶେଷିୟା ପୁରସ୍କାର

ଭୁବନେଶ୍ୱର : ପ୍ରଭାତ ପଟ୍ଟନାୟକଙ୍କୁ ମିଳିବ ୨୦୨୨ ବର୍ଷ ପାଇଁ ମାଲକମ୍ ଅଡିଶେଷିୟା ପୁରସ୍କାର । ଜଣାଶୁଣା ଭାରତୀୟ ଅର୍ଥନୀତିଜ୍ଞ ଓ ରାଜନୈତିକ ସମୀକ୍ଷକ ପ୍ରଭାତ ପଟ୍ଟନାୟକ ୨୦୨୨ ମଲକମ୍ ଆଡିଶିୟା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଏହି ପୁରସ୍କାର ପ୍ରତି ବର୍ଷ ମାଲକମ୍ ଏବଂ ଏଲିଜାବେଥ…

ଆଜି ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନୂଆ ବର୍ଷ

 ଭୁବନେଶ୍ୱର: ଓଡିଆରେ କଥା ଅଛି ‘ବାର ମାସରେ ତେର ପର୍ବ’ ଅର୍ଥାତ କାଳ ତୁଳନାରେ ଅନେକ ପର୍ବପର୍ବାଣି ଓଡିଶାରେ ଅନୁଷ୍ଠିତ ହୁଏ । ଉତ୍କଳର ପର୍ବପର୍ବାଣି ଗୁଡିକ ସାଧାରଣତଃ ଧର୍ମ ଓ ପୌରାଣିକ ଉପାଖ୍ୟାନ ଉପରେ ପ୍ରତିଷ୍ଠିତ । ଉତ୍କଳୀୟମାନେ ପର୍ବପର୍ବାଣିକୁ ବହୁତ ଆନନ୍ଦ ସହକାରେ ପାଳନ କରନ୍ତି ।…

ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିର ରାୟ

ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ଓ ସମାଜସେବୀ ମିହିରି ରାୟ ବିଜେଡିରେ ଯୋଗେଦେଇଛନ୍ତି । ରାଉରକେଲାର ଜଣାଶୁଣା ସମାଜସେବୀ ସଙ୍ଗଠକ ତଥା ବରିଷ୍ଠ ସାମ୍ବାଦିକ ମିହିର  ରାୟ ଆଜି ବିଜୁ ଜନତା ଦଳରେ ଯୋଗଦେଇଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ…

ପୂର୍ବତନ ପୋଲିସ ଡିଜିପି ଅଭୟ ହେଲେ ଓଡିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର : ପୂର୍ବତନ ପୋଲିସ ଡିଜିପି ଅଭୟ ହେଲେ ଓଡିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ । ରାଜ୍ୟ ସରକାର ଅଭୟଙ୍କୁ ଷ୍ଟାଫ୍‌ ସିଲେକ୍ସନ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।ଏହି ପଦବୀରେ ସେ ୫ ବର୍ଷ ଯାଏ କାମ…

ଉନ୍ନତ ନିରାପଦ ରୋଗୀସେବା ପାଇଁ ଜାତୀୟ ସ୍ତରରେ ସମ୍ମାନୀତ ହେଲା ଏମ୍‌ସର ସିଏସଏସଡି ୟୁନିଟ୍

ଭୁବନେଶ୍ୱର : ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଭୁବନେଶ୍ୱର ଏମସକୁ ସମ୍ମାନ ଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରଷ୍କାର । ଉନ୍ନତ ନିରାପଦ ରୋଗୀ ସେବା ପାଇଁ ଏମ୍‌ସ ଭୁବନେଶ୍ୱରକୁ ସମ୍ମାନଜନକ ସ୍ୱାସ୍ଥ୍ୟ ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। କେରଳର କୋଚିରେ ଅନୁଷ୍ଠିତ ସ୍ୱୀକୃତିପ୍ରାପ୍ତ…