Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବୃଦ୍ଧାଶ୍ରମରେ ନିଃଶୁଳ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର କରି ଜନ୍ମଦିନ ପାଳିଲେ ବିଧାୟକ ଆକାଶ ଦାସନାୟକ

ଭୁବନେଶ୍ୱର: ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା ତଥା ବିଧାୟକ ଆକାଶ ଦାସ ନାୟକ ନିଜ ଜନ୍ମ ଦିନକୁ ନିଆରା ଢଙ୍ଗରେ ପାଳିଛନ୍ତି । ସେ ପ୍ରତିବର୍ଷ ତାଙ୍କ ଜନ୍ମଦିନକୁ ଅନାଥ ଆଶ୍ରମର କୁନି କୁନି ପିଲା, ସେବାଶ୍ରମର ଅନ୍ତେବାସୀ, ମୁକବଧୀର ବିଦ୍ୟାଳୟର ଛାତ୍ରଛାତ୍ରୀ, ବୃଦ୍ଧାଶ୍ରମର…

ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ମୋତେ ମର୍ମାହତ କରିଛି: ନବୀନ ପଟ୍ଟନାୟକ

ଭୁବନେଶ୍ବର: ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁଙ୍କ ମୃତଦେହ ଆଜି ପୋତା ହୋଇଥିବା ଅବସ୍ଥାରେ କେନ୍ଦୁଝର ଜିଲ୍ଲା ଘଟଗାଁ ସ୍ଥିତ ଏକ ଜଙ୍ଗଲରୁ ମିଳିଛି । ଏହି ଖବର ସାମ୍ନାକୁ ଆସିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସ ରେ ପୋଷ୍ଟ…

ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନ: ଓଡିଶାର ଦେଢ କୋଟି ମହିଳା ହେବେ ଉପକୃତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରଦେଶର ଧାର୍‌ ଠାରେ ସୁସ୍ଥ ନାରୀ-ସଶକ୍ତ ପରିବାର ଅଭିଯାନର ଦେଶବ୍ୟାପୀ ଶୁଭାରମ୍ଭ କରିଛନ୍ତି । ମହିଳାମାନଙ୍କ ସ୍ୱାସ୍ଥ୍ୟ, ପୋଷଣ ଉପରେ ଫୋକସ ହୋଇଥିବା ଏହି କାର୍ଯ୍ୟକ୍ରମ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ…

ଭୁବନେଶ୍ୱର ବିମାନବନ୍ଦରର ସିକ୍ୟୁରିଟି ହଲରୁ ସାଢେ଼ ୪ ଫୁଟ୍ ଲମ୍ବର ଢମଣା ସାପ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବିମାନ ବନ୍ଦର ଟର୍ମିନାଲ ୨ରେ ସିକ୍ୟୁରିଟି ହଲ୍ ରୁ ସାଢେ଼ ୪ ଫୁଟ ଲମ୍ବର ଢମଣା ସାପ ଉଦ୍ଧାର ହୋଇଛି । ସାପଟି କୌଣସି ଗଳା ବାଟ ଦେଇ ବିମାନ ବନ୍ଦରର ହାଇ ସିକ୍ୟୁରିଟି ଅଞ୍ଚଳ…

ଦଶହରା ସମୟରେ ପୂଜା ମଣ୍ଡପରେ ପ୍ଲାଷ୍ଟିକର ବ୍ୟବହାର ନ କରିବାକୁ ବିଏମସିର ଅପିଲ୍

ଭୁବନେଶ୍ୱର: ଚଲିଛି ପାର୍ବଣ ଋତୁ । ପୀଠ ମାନଙ୍କରେ ଶୋଡଷ ଉପଚାର ଚାଲିଥିବାବେଳେ ଆଉ ଦିନ କେଇଟା ପରେ ଆରମ୍ଭ ହୋଇଯିବ ଦଶହରା ପର୍ବ । ଦୁର୍ଗାପୂଜା ସମୟରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ନକରିବାକୁ ଲୋକଙ୍କୁ କହିଛି ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) । ବିଏମସି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୧ କୋଟି ୪ ହଜାର ପାର କଲା ବୃକ୍ଷରୋପଣ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସ । ଏହି ଅବସରରେ ଏକାମ୍ର କଲେଜ ପରିସରରେ ଗଛ ଲଗାଇ 'ଏକ୍‌ ପେ ମାକେ ନାମ୍‌' କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସାରା ରାଜ୍ୟରେ ୭୫ ଲକ୍ଷ ବୃକ୍ଷ ରୋପଣ କରିବେ ବୋଲି ଲକ୍ଷ୍ୟ ରଖିଥିଲେ…

ଡିଜେ ଗାଡ଼ି ନାଁରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ବିଗତ କିଛି ଦିନ ମଧ୍ୟରେ ବେଆଇନ ଡିଜେ ଗାଡ଼ି ଯୋଗୁଁ ସାମ୍ନାକୁ ଆସିଥିବା ଅଘଟଣକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଭୀର ଚିନ୍ତାପ୍ରକଟ କରିଛନ୍ତି । ଏହି ଡିଜେ ଯାନ ଗୁଡ଼ିକ ବେଆଇନ ଭାବେ ଯାନର ଷ୍ଟ୍ରକଚର୍ ବା ମୂଳଢାଞ୍ଚାରେ କରୁଥିବା ପରିବର୍ତ୍ତନ, ଯାନର…

ପ୍ରଧାନମନ୍ତ୍ରୀଙ୍କ ୭୫ତମ ଜନ୍ମଦିବସ: ଓଡ଼ିଶାରେ ଗୋଟିଏ ଦିନରେ ରୋପିତ ହେବ ୭୫ ଲକ୍ଷ ଚାରା

ଭୁବନେଶ୍ୱର: ସେପ୍ଟେମ୍ବର ୧୭ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିବସ । ଏହି ଅବସରରେ “ଏକ ପେଡ୍ ମା କେ ନାମ" ଦ୍ୱିତୀୟ ସଂସ୍କରଣ ଅଭିଯାନ ଅନ୍ତର୍ଗତ ସାରା ଦେଶରେ ୧.୫ କୋଟି ଚାରା ରୋପଣ କରାଯିବ । ଏହି ପ୍ରରିପେକ୍ଷିରେ ଓଡିଶା ସରକାର ରାଜ୍ୟର କୋଣ ଅନୁକୋଣରେ ଏକକାଳୀନ…

ଅବକାରୀ ବିଭାଗର ସ୍ୱତନ୍ତ୍ର ଅଭିଯାନ; ୧୫ ଦିନରେ ୧.୪୦ କୋଟି ମୂଲ୍ୟର ବେଆଇନ ସାମଗ୍ରୀ ଜବତ; ୧୧୭ ଗିରଫ

ଭୁବନେଶ୍ୱର: ଅବକାରୀ ବିଭାଗର ଏନଫୋର୍ସମେଣ୍ଟ ସ୍ପେସିଆଲ ଡ୍ରାଇଭ ଅଧୀନରେ ୧୫ ଦିନରେ ମଧ୍ୟ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରାଯାଇଛି I ଯେଉଁଥିରେ ୧.୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବେଆଇନ ସାମଗ୍ରୀ ଜବତ କରାଯାଇଛି । ରାଜ୍ୟବ୍ୟାପୀ ଚାଲିଥିବା ଅଭିଯାନରେ ୨୧୬ଟି ମାମଲା ରୁଜୁ ସହ ବେଆଇନ ମଦ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ; ବେଗୁନିଆ-ବୋଲଗଡ ଅଞ୍ଚଳକୁ…

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ଏହି ସମୟରେ ସେ ସଂସଦୀୟ କ୍ଷେତ୍ରର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ଶ୍ରୀମତୀ ଷଡ଼ଙ୍ଗୀ, ଟାଙ୍ଗି ଅଞ୍ଚଳକୁ…