Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଅଣଲେଉଟା ରୁକୁଣା ରଥ : ଆଜି ଅପରାହ୍ନ ୩ଟାରୁ ତିନିମୁଣ୍ଡିଆ ଛକରୁ ଟଣା ହେବ ରଥ

 ଭୁବନେଶ୍ୱର: ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଗଡ଼ିଛି ରୁକୁଣା ରଥ । ଗତକାଲି ତିନି ମୁଣ୍ଡିଆ ଛକରେ ରଥ ଅଟକି ରହିଥିଲା । ଆଜି ନୀତିକାନ୍ତି ପରେ ପୁଣି ସେଠାରୁ ରଥ ଟଣା ଆରମ୍ଭ ହେବ । ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ଗଡ଼ିଛି ରୁକୁଣା ରଥ । କୋଭିଡ ସ୍ଥିତି ଯୋଗୁଁ ବନ୍ଦ ରହିବା ପରେ ୨ ବର୍ଷ ପରେ…

ଆଜି ପବିତ୍ର ଶ୍ରୀରାମ ନବମୀ : ରାମ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର : ଆଜି ପବିତ୍ର ରାମନବମୀ । ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଦୁଇ ବର୍ଷ ଧରି କରୋନା କଟକଣା ଯୋଗୁଁ ଭଗବାନଙ୍କ ଠାରୁ ଦୁରେଇ ରହିଥିବା ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଆଜି ମିଳନ  । ରାମ ନବମୀ ପାଇଁ ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ…

ଗାଧୁଆ ଘରୁ ଉଦ୍ଧାର ହେଲା ୪୫ଟି ଧଣ୍ଡ ସାପ ଛୁଆ

ଭୁବନେଶ୍ୱର  : ଗାଧୁଆ ଘରୁ ଉଦ୍ଧାର ହେଲା ୪୫ଟି ଧଣ୍ଡ ସାପ ଛୁଆ । ଭୁବନେଶ୍ୱର ଉପକଣ୍ଠରେ ଥିବା ଗାଡକଣ ସ୍ଥିତ ଏକ ଘରୁ ଉଦ୍ଧାର ହୋଇଛି ୪୫ଟି ସାପ । ଗାଁରେ ରହୁଥିବା ଲବଣୀ ପ୍ରଧାନଙ୍କ ଗାଧୁଆ ଘରୁ ସାପ ଛୁଆ ଦେଖିବା ପରେ ସ୍ନେକ ହେଲ୍ପ ଲାଇନକୁ ଖବର ଦେଇଥିଲେ । ସ୍ନେକ ହେଲ୍ପ ଲାଇନ ସଦସ୍ୟ…

ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ : ଦୀର୍ଘ ୨ ବର୍ଷ ପରେ ଭକ୍ତଙ୍କ ଗହଳିରେ ରୁକୁଣା ରଥଯାତ୍ରା ।

ଭୁବନେଶ୍ୱର : ଗଡିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ । ମହାଆନନ୍ଦରେ ମହାପ୍ରଭୁଙ୍କ ରଥକୁ ଟାଣୁଛନ୍ତି ଭକ୍ତଗଣ । ଆଜି ପବିତ୍ର ଅଶୋକା ଅଷ୍ଟମୀ ଅବସରରେ ଦୀର୍ଘ ୨ ବର୍ଷ ପରେ ଭକ୍ତ ଟାଣୁଛନ୍ତି ରୁକୁଣା ରଥ । ମହାପ୍ରଭୁ ଶ୍ରୀଲିଙ୍ଗରାଜ, ଦୋଳଗୋବିନ୍ଦ ଓ ଭଗ୍ନୀ ରୁକ୍ମଣୀ ରଥରେ ବିରାଜିତ…

[ଦେଖନ୍ତୁ ଭିଡିଓ] ଝୁମ୍ପୁଡି ଘରେ ବିଡ଼ା ବିଡ଼ା ଟଙ୍କା : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଏହି କୁବେର ଯନ୍ତ୍ରୀଙ୍କ ସମ୍ପତ୍ତି ଯେତେ ଖୋଳିଲେ ସେତେ ବାହାରୁଛି ।  ଶୁକ୍ରବାର ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ ହୋଇଥିଲା । ଆଜି ସକାଳେ ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ…

[ଦେଖନ୍ତୁ ଭିଡିଓ] ଘର ଦୁଆର ମୁହଁରେ ପହଞ୍ଚିବ ସେବା, ଭୁବନେଶ୍ୱରର ବିକାଶ ଆମର ଲକ୍ଷ୍ୟ : ସୁଲୋଚନା

ଭୁବନେଶ୍ୱର: ଦୁଇ ମହିଳାଙ୍କ ହାତରେ ଭୁବନେଶ୍ୱର ଦାୟିତ୍ୱ । ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭  କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ତେବେ…

କମ୍ବିଂ ଅପରେସନ ପାଇଁ ଚାଲିଥିଲା ଟ୍ରେନିଂ: ଯବାନଙ୍କୁ କଚାଡି ଦେଲା ଦନ୍ତା,୬ ଗୁରୁତର

ବାରଙ୍ଗ: ଚନ୍ଦକା ଜଙ୍ଗଲରେ ଅଘଟଣ । ଟ୍ରେନିଂ ବେଳେ ହାତୀ କଲେ  ଆକ୍ରମଣ । ଏଥିରେ ୬ ଜଣ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି  । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦକା ଜଙ୍ଗଲ ଭିତରେ ଏସ୍‌ଓଜି ଯବାନମାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଲାଗି ଟ୍ରେନିଂ ଚାଲିଥିଲା ।…

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ପ୍ରାର୍ଥୀ ହେଲେ ମଞ୍ଜୁଲତା କହଁର

ଭୁବନେଶ୍ୱର  : ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟି ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର । ୬୭ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ବିଜେଡିର ହୋଇଥିବାରୁ ଡେପୁଟି ମେୟର ହେବା…

ମରିଚି କୁଣ୍ଡ ପାଣି: ୧ଲକ୍ଷ ୭୭ହଜାର ଟଙ୍କାରେ ନିଲାମ ହେଲା ୨ କଳସ

ଭୁବନେଶ୍ୱର : ସରିଛି ରୁକୁଣା ରଥ ପ୍ରତିଷ୍ଠା। ମହାଖଳାରେ ଠିଆ ହୋଇଥିବା ରଥରେନେତ ବନ୍ଧା ହେବା ସହିତ ମରୀଚି କୁଣ୍ଡର ଜଳରେ ପ୍ରତିଷ୍ଠା କରାଯାଇଛି। ଶନିବାର ବିଧି ଅନୁସାରେ ପୂଜାର୍ଚ୍ଚନା ହେବା ପରେ ରଥରେ ସଖି, ଘୋଡା ଯୋଚା ଯାଇଛି। ପବିତ୍ର ଅଶୋକାଷ୍ଟମୀରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ: ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥ ଟଣା

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ । ଅପରାହ୍ଣ ସାଢ଼େ ୩ଟାରେ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି । ଭୋର୍‌ ୫ଟାରେ ଠାକୁରଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହେବା ପରେ ସାଢ଼େ ୫ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ହୋଇଛି । ଏହାପରେ ରୋଷହୋମ,…