Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବିଜେପିରୁ ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ହେଲେ ଡକ୍ଟର ସୁନୀତି ମୁଣ୍ଡ୍

ଭୁବନେଶ୍ୱର : ବିଜେପି ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀଙ୍କ ନା ଘୋଷଣା କରିଛି । ବିଜେପିର ଭୁବନେଶ୍ୱର ମେୟର ପ୍ରାର୍ଥୀ ହେଲେ ସୁନୀତି ମୁଣ୍ଡ୍ । ଡକ୍ଟର ସୁନୀତି ମୁଣ୍ଡଙ୍କୁ ବିଜେପି ପକ୍ଷରୁ ମେୟର ପ୍ରାର୍ଥୀ ଘୋଷଣା କରାଯାଇଥିବା ନେଇ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି…

ବିଜେପିର ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀନୀ ହେଲେ ସୁନୀତି ମୁଣ୍ଡ୍‌

ଭୁବନେଶ୍ୱର : ବିଜେପି ଘୋଷଣା କଲା ଭୁବନେଶ୍ୱର ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ । ଡକ୍ଟର ସୁନୀତି ମୁଣ୍ଡ୍‌ ହେଲେ ବିଜେପିର ଭୁବନେଶ୍ୱର ମେୟର ପାର୍ଥୀନୀ । ଘୋଷଣା କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।

[ଦେଖନ୍ତୁ ଭିଡିଓ] ଆଧୁନିକ ଓଡ଼ିଶାର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ

ଭୁବନେଶ୍ୱର : ବିଜୁ ପଟ୍ଟନାୟକ  .... ଓଡିଆ ମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା । ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି । ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ ସମସ୍ତଙ୍କ ହୃଦୟରେ ଏବେ ବି ନିଜ ପାଇଁ ସ୍ୱତନ୍ତ୍ର ଜାଗା…

ପ୍ରବାଦ ପୁରୁଷ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୬ତମ ଜୟନ୍ତୀ । ଏହି ଅବସରରେ ବିଜୁବାବୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜୁ ପଟ୍ଟନାୟକ ପାର୍କ ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ…

୩ ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ରାଜ୍ୟର ୩ ମହାନଗର ନିର୍ବାଚନ ପାଇଁ ମେୟର ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଭୁବନେଶ୍ୱର ମହାନଗର ନିଗମ ପାଇଁ ସୁଲୋଚନା ଦାସଙ୍କ ନାଁରେ ମୋହର ମାରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ସୁଲୋଚନା ଦାସ ଏବେ ଭିନ୍ନକ୍ଷମ କମିସନର ଅଧ୍ୟକ୍ଷ ଅଛନ୍ତି । ସେହିପରି ବ୍ରହ୍ମପୁର…

ଭୁବନେଶ୍ୱର ,କଟକ ଓ ବ୍ରହ୍ମପୁର ପାଇଁ ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ବିଜେଡି ମେୟର ପ୍ରାର୍ଥୀଙ୍କ ନାଁ ଘୋଷଣା । ଭୁବନେଶ୍ୱର ମହାନଗର ନିଗମରୁ ସୁଲୋଚନା ଦାସ ହେଲେ ମେୟର ପ୍ରାର୍ଥୀ । ବ୍ରହ୍ମପୁର ମହାନଗର ନିଗମରୁ ସଂଘମିତ୍ରା ଦଳେଇ ଓ କଟକରୁ ସୁବାସ ସିଂ ହେଲେ ବିଜେଡିର ମେୟର ପ୍ରାର୍ଥୀ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ପାଳିତ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୬ ତମ ଜୟନ୍ତୀ ଭୁବନେଶ୍ବରରେ ଥିବା ରାଜ୍ୟ ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଛି। ଏଥିରେ ଦଳର ବରିଷ୍ଠ ନେତା ଦେବୀ ମିଶ୍ର, ସଞ୍ଜୟ ଦାସବର୍ମା, ଅଶୋକ ପଣ୍ଡା, ପ୍ରସନ୍ନ ପାଟଶାଣୀଙ୍କ ସମେତ ବହୁ ବିଧାୟକ ଯୋଗ ଦେଇଥିଲେ। ସେହିପରି ଫରେଷ୍ଟ…

ରାଜଧାନୀରେ ଚାଞ୍ଚଲ୍ୟ: ଇଟା ତଳୁ ମିଳିଲା ଯୁବକଙ୍କ ମୃତଦେହ

ଭୁବନେଶ୍ୱର : ଇଟା ତଳୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ। ବୀଭତ୍ସ ହତ୍ୟା ପରେ ଲୁଚା ଯାଇଥିଲା ମୃତଦେହ। ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କ ମୃତଦେହ ଇଟା ତଳୁ ମିଳିବା ପରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହି ସ୍ଥିତ ବିଏମ୍‌ସିର ଅର୍ଦ୍ଧ ନିର୍ମିତ…

କଂଗ୍ରେସ ଘୋଷଣା କଲା ଭୁବନେଶ୍ୱର ମହାନଗର ନିଗମର ପ୍ରଥମ ପର୍ଯ୍ୟାୟ କର୍ପୋରେଟର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ଚଳିତ ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ସମସ୍ତ ଦଳକୁ ପଛରେ ପକାଇ କଂଗ୍ରେସ ଆଜି ମେୟର ପ୍ରାର୍ଥୀନୀ ଶ୍ରୀମତୀ ମଧୁସ୍ମିତା ଆଚାର୍ୟ୍ୟଙ୍କ ନାମ ଘୋଷଣା କରିଛି । ସେହିପରି ଆଜି ଅପରାହ୍ନରେ ପ୍ରଥମ ପର୍ୟ୍ୟାୟରେ ୩୦ ଜଣିଆ କର୍ପୋରେଟର ପ୍ରାର୍ଥୀ ତାଲିକା ଘୋଷଣା କରିଛି ।…

ରାଜଧାନୀରେ ଆରମ୍ଭ ହେବ ମୋ ଇ-ରାଇଡ଼ ସେବା, ଇ-ରିକ୍ସା ଚଲାଇବେ କିନ୍ନର

ଭୁବନେଶ୍ୱର: କ୍ରୁଟ୍ (କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ) ଆଣିଛି ନୂଆ ସମ୍ଭାବନା । ରାଜଧାନୀରେ ଗଡ଼ିବ ମୋ ବସ ଭଳି ମୋ ଇ-ରିକ୍ସା ଓ ଇ-ବସ୍ । ତାହାକୁ ଚଳାଇବେ ମହିଳା ଓ କିନ୍ନର । ଏନେଇ ମହିଳା ଇ ଡ୍ରାନ୍ସଜେଣ୍ହରମାନଙ୍କୁ ୩ମାସ ହେବ ପ୍ରଶିକ୍ଷଣ ଦିଆଯାଉଛି । ବର୍ତ୍ତମାନ ରାଜ୍ୟ…