Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଜାଗର ପାଇଁ ଗାଇଡଲାଇନ୍‌ ଜାରି, କୋଭିଡ୍ ପ୍ରୋଟକଲ ପାଳନ ନିର୍ଦ୍ଦେଶ

ଭୁବନେଶ୍ୱର : ମହାଶିବରାତ୍ରୀ ଜାଗର ଲାଗି ସ୍ୱତନ୍ତ୍ର ରିଲିଫ କମିଶନର(SRC) ଗାଇଡଲାଇନ୍ ଜାରି କରିଛନ୍ତି। ମନ୍ଦିର, ମେଳା ଓ ଉତ୍ସବରେ ଏକାଠି ହେବା ବେଳେ କୋଭିଡ୍ ପ୍ରୋଟକଲ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ରାଜ୍ୟରେ କୋଭିଡ ସଂକ୍ରମଣର ହ୍ରାସ ପାଇଛି। ତେଣୁ ମହାଶିବରାତ୍ରୀ ଅବସରରେ…

କମ୍ପିଲା କଳିଙ୍ଗ : ଏଫଆଇଏଚ୍ ପ୍ରୋ-ଲିଗ୍‌ ହକି ଆରମ୍ଭ

ଭୁବନେଶ୍ୱର: କମ୍ପିଲା କଳିଙ୍ଗ ଷ୍ଟାଡିୟମ । ଆରମ୍ଭ ହେଲା FIH ପ୍ରୋ-ଲିଗ୍‌ ହକି । କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ପୁରୁଷ ଓ ମହିଳା ଟିମ୍ ସ୍ପେନକୁ ଭେଟିଛି । ପ୍ରଥମ ମ୍ୟାଚରୁ ବିଜୟ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ । ମହିଳା ମ୍ୟାଚ୍‌ ସଂଧ୍ୟାରୁ ଆରମ୍ଭ ହୋଇଥିବାବେଳେ ପୁରୁଷ ମ୍ୟାଚ୍‌…

ସମସ୍ତ ୩୧୫ଟି ଜିଲ୍ଲା ପରିଷଦ ଜୋନର ଟ୍ରେଣ୍ଡ: ୨୭୩ ଜୋନ୍‌ରେ ବିଜେଡି ଆଗରେ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ହୋଇଛି । ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିଥିବା ପ୍ରାୟ ୨ଲକ୍ଷ ୨୦ହଜାର ପ୍ରାର୍ଥୀଙ୍କ ମଧ୍ୟରୁ କିଏ ପିନ୍ଧିବ ବିଜୟ ମୁକୁଟ ସେ ନେଇ ବଢୁଛି ଦ୍ୱନ୍ଦ । ସମସ୍ତେ ବିଜୟ ଆଶାରେ ବସିଥିବାବେଳେ ଜନତା କାହାକୁ ଜିତାଉଛନ୍ତି ତାହା…

ବିଜେଡିରେ ମିଶିଲେ ୨ଶହରୁ ଅଧିକ ବିଜେପି କର୍ମୀ

ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି…

ଋଷ୍-ୟୁକ୍ରେନ ଯୁଦ୍ଧ :୨୧୯ ଜଣ ଛାତ୍ରଛାତ୍ରୀ ଭାରତ ଫେରୁଛନ୍ତି , ରୋମାନିଆରୁ ଉଡାଣ ଭରିଲା ବିମାନ

ଭୁବନେଶ୍ୱର : ଋଷ୍-ୟୁକ୍ରେନ ଯୁଦ୍ଧରେ ଫସିଥିବା ଭାରତୀୟ ଛାତ୍ରଛାତ୍ରୀମାନେ ଭାରତ ଫେରୁଛନ୍ତି ।୨୧୯ ଜଣ ଭାରତୀୟ ନାଗରିକଙ୍କ ସହ ମୁମ୍ବାଇକୁ ପ୍ରଥମ ବିମାନ ଶନିବାର ରୋମାନିଆର ବୁଖାରେଷ୍ଟ ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରିଛି । ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ନିରାପଦ ସ୍ଥାନାନ୍ତର…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଦିଆଗଲା ଅନ୍ତିମ ବିଦାୟ

ଭୁବନେଶ୍ୱର : ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତକାଲି ତାଙ୍କର ଦେହାନ୍ତ ହୋଇଛି । ୮୩ ବର୍ଷ ବୟସରେ ହେମାନନ୍ଦ ବିଶ୍ୱାଳ ଆରପାରିକୁ ଚାଲିଯାଇଛନ୍ତି । ଆଜି ବିଧାନସଭାରେ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଗାର୍ଡ ଅଫ୍ ଦିଆଯାଇଥିଲା ।…

ପିପିଲିରେ ଶାନ୍ତି ଶୃଙ୍ଖଳାରେ ଚାଲିଛି ଭୋଟ୍ ଗଣତି

ପିପିଲି : ପିପିଲିରେ ଶାନ୍ତି ଶୃଙ୍ଖଳାେରେ ଚାଲିଛି ଭୋଟ ଗଣତି । ପିପିଲି ବ୍ଲକ ୨୨ ନମ୍ବର ଜୋନର ୯ ଗୋଟି ପଞ୍ଚାୟତରେ ଗଣତି ପିପିଲି ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ଷ୍ଟଙ୍ଗରୂମ ଏବଂ ଡେଲାଙ୍ଗ ବ୍ଲକ ୧୫ ନମ୍ବର ଜୋନର ୭ ଗୋଟି ପଞ୍ଚାୟତ ଡେଲାଙ୍ଗ ବ୍ଲକର ଷ୍ଟ୍ରଙ୍ଗରୂମ ପାଶ୍ୱର୍ରେ ଥିବା …

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକବାର୍ତାରେ ସ୍ବର୍ଗତ ବିଶ୍ବାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଅବହେଳିତ ବର୍ଗର ଲୋକଙ୍କ…

ସେତୁ ନିକଟରୁ ଶିଶୁର ମୃତଦେହ ଉଦ୍ଧାର

ଭୁବନେଶ୍ୱର: କଟକ ଜିଲ୍ଲା ଜଗତପୁର ଥାନା ଅନ୍ତର୍ଗତ ଗୋପିନାଥପୁର ମଧୁସୂଦନ ବିଜୁ ସେତୁ ନିକଟରୁ ଏକ ଶିଶୁର ମୃତଦେହ ଉଦ୍ଧାର ହୋଇଛି । ମୃତ ଶିଶୁଟି ମୁହଁ ମାଡ଼ି ପଡ଼ିଛି । ଏହା ପୁତ୍ର ସନ୍ତାନ କି କନ୍ୟା ସନ୍ତାନ ଜଣାପଡ଼ି ନାହିଁ । ଶିଶୁର ମୃତଦେହଟିକୁ ଦେଖିବା ପରେ ସ୍ଥାନୀୟ ଲୋକେ ପୋଲିକୁ ଖବର…

ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ଉଦ୍ଧାର ପାଇଁ ଖୋଲିଲା ହେଲ୍ପ ଲାଇନ୍ ସେବା

ଭୁବନେଶ୍ୱର: ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କ ପାଇଁ ଖୋଲିଲା ସ୍ୱତନ୍ତ୍ର ସହାୟତା ସେଲ । ଏହା ଦିଲ୍ଲୀ ସ୍ଥିତ ଓଡ଼ିଶା ରେସିଡେଣ୍ଟ କମିଶନରଙ୍କ କାର୍ଯ୍ୟାଳୟରେ ଖୋଲା ଯାଇଛି । ଏହି ସହାୟତା କେନ୍ଦ୍ର ବିଦେଶ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସହ ସମନ୍ୱୟ ରଖିବ । ଏଥିପାଇଁ ନୋଡାଲ ଅଫିସର…