Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଓଡ଼ିଶାରେ ଜିଓଫାଇବର ହାଇସ୍ପିଡ୍ ବ୍ରଡ୍‌ବ୍ୟାଣ୍ଡ୍ ଗ୍ରାହକ ସଂଖ୍ୟା ୧ଲକ୍ଷ ଟପିଲା

ଭୁବନେଶ୍ୱର : ଜିଓଫାଇବର ଓଡିଶାରେ ଲୋକପ୍ରିୟତା ବଜାୟ ରଖିଛି । ଓଡିଶାର ଲୋକପ୍ରିୟ ଜିଓଫାଇବରର ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଗ୍ରାହକ ସଂଖ୍ୟା ୧ ଲକ୍ଷ ଟପିଲା ବୋଲି ସୂଚନା ମିଳିଛି । ରାଜ୍ୟରେ ୨୭ ଟି ସହର ଓ ନଗରକୁ ଜିଓଫାଇବର ତାର ସେବା ସମ୍ପ୍ରସାରଣ କରୁଛି ।ରିଲାଏନ୍ସ ଜିଓର ଲୋକପ୍ରିୟ ଅଲଟ୍ରା…

ଭୋଟ ଗଣତି ପାଇଁ ଗାଇଡଲାଇନ୍ ଜାରି କଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ଆଉ ଦୁଇଟି ପର୍ଯ୍ୟାୟ ମତଦାନ ପରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହେବ । ପରେ ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ଭୋଟ ଗଣତି । ନିର୍ବାଚନ ଭୋଟ ଗଣତିକୁ ନେଇ ନିର୍ବାଚନ କମିଶନ ଜାରି କରିଛନ୍ତି ଗାଇଡ଼ଲାଇନ୍ । ଏନେଇ କମିଶନଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପତ୍ର ଲେଖି…

ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତିଗ୍ରସ୍ତ ଏବଂ ଅପାରଗଙ୍ଗ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ଦୁର୍ନୀତିଗ୍ରସ୍ତ ଅଧିକାରୀ ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସ୍.ପି ଯୋଗାଯୋଗ ଶ୍ରୀ ତ୍ରିନାଥ…

ସାମ୍ବାଦିକଙ୍କ ଉପରେ ଆକ୍ରମଣ ଗଣତନ୍ତ୍ର ପାଇଁ ଅଶୁଭ : ଗଣେଶ୍ୱର ବେହେରା

ଭୁବନେଶ୍ୱର : ଗଣମାଧ୍ୟମ ପ୍ରତିନିଧିଙ୍କୁ ମରଣାତ୍ମାକ ଆକ୍ରମଣ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ଓଡିଶା ପିସିସି ଗଣମାଧ୍ୟମ ଓ ଯୋଗାଯୋଗ ବିଭାଗର ଅଧ୍ୟକ୍ଷ ଗଣେଶ୍ୱର ବେହେରା ।ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଯାଜପୁର ବିଞ୍ଝାରପୁର ବ୍ଲକରେ ୨ ନମ୍ବର ଓ ୪ ନମ୍ବର ବୁଥରେ…

ଏସଟିଏଫ୍ ପଞ୍ଝାରେ ଧଳାଜହର ବେପାରୀ , ୧ କେଜି ୨୨୭ ଗ୍ରାମ୍‌ ବ୍ରାଉନସୁଗର ଜବତ

ଭୁବନେଶ୍ୱର : ଏସଟିଏଫ୍ ପଞ୍ଝାରେ ବ୍ରାଉନସୁଗର ବେପାରୀ । ଜାତୀୟ ରାଜପଥ-୧୬ ପାହାଳ କ୍ରସିଂ ନିକଟରୁ ଜଣେ ମାଫିଆ ଶିବ ପ୍ରସାଦ ଦାସଙ୍କୁ ଗିରଫ କରିଛି ଏସଟିଏଫ୍ । ଅଭିଯୁକ୍ତ ଠାରୁ ୧ କେଜି ୨୨୭ ଗ୍ରାମର ବ୍ରାଉନସୁଗର ଜବତ ହୋଇଛି । ଜବତ ହୋଇଥିବା ବ୍ରାଉନସୁଗର ଆନୁମାନିକ ମୂଲ୍ୟ ୧ କୋଟି ୨୦ ଲକ୍ଷ…

ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ୧୯ଟି ବୁଥରେ ଭୋଟ ଜାଲିଆତି ଅଭିଯୋଗ

ଭୁବନେଶ୍ୱର: ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ୧୯ଟି ବୁଥରେ ଭୋଟ ଜାଲିଆତି ହୋଇଥିବା ନେଇ ଅଭିଯୋଗ ହୋଇଛି । ଏନେଇ ନିର୍ବାଚନ କମିଶନଙ୍କ ଦ୍ବାରସ୍ଥ ହୋଇଥିଲେ କଂଗ୍ରେସର ଜିଲ୍ଲା ପରିଷଦ ପ୍ରାର୍ଥୀନୀ ଅଞ୍ଜଳି ପ୍ରଧାନ । ସିଂଲା ଥାନାର ଭାରପ୍ରାପ୍ତ ଅଧିକାରୀ ଓ ବସ୍ତା ଈଊଙଙ୍କ ଅବହେଳା ଓ ସଂପୃକ୍ତି…

ଆଜି ଓଡ଼ିଶାରୁ କରୋନା ସଂକ୍ରମିତରୁ ସୁସ୍ଥ ହୋଇଛନ୍ତି ୧୦୪୯ ଜଣ

ଭୁବନେଶ୍ୱର: ଆଜି ରାଜ୍ୟରୁ ସଂରୋନା ସଂକ୍ରମିତରୁ ସୁସ୍ଥ ହୋଇଛନ୍ତି ୧୦୪୯ ଜଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଜଣ ଆଜି ସୁସ୍ଥ ହୋଇଛନ୍ତି । ଆଜି ସୁଦ୍ଧା କରୋନାରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୮ ହଜାର ୧୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ଦୁଇ ଦିନିଆ ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ୱର : ଦୁଇ ଦିନିଆ ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ ଓଡିଶାରୁ ହାଇଦ୍ରାବାଦ ଯାଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ନିର୍ବାଚନ କମିଶନଙ୍କୁ ଭେଟିଲେ ବରିଷ୍ଠ ସାମ୍ବାଦିକ

ଭୁବନେଶ୍ୱର: ସାମ୍ବାଦିକଙ୍କ ଉପରେ ଆକ୍ରମଣ ନେଇ ନିର୍ବାଚନ କମିଶନଙ୍କୁ ଭେଟିଲେ ରାଜ୍ୟର ବରିଷ୍ଠ ସାମ୍ବାଦିକ । ସାମ୍ବାଦିକଙ୍କୁ ସୁରକ୍ଷା ଦିଅ, ଦୋଷୀଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଅ । ରାଜ୍ୟର ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଦେଖା ଦେଇଛି । ଏହାରି ମଧ୍ୟରେ ବିଭିନ୍ନ ବୁଥରେ…

ସରିଲା ତୃତୀୟ ପର୍ଯ୍ୟାୟ ମତଦାନ: ୭୧ ପ୍ରତିଶତରୁ ଅଧିକ ଭୋଟିଂ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ସରିଛି । ଅପରାହ୍ନ ୧ଟା ସୁଦ୍ଧା ୭୧ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ନେଇ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି । ଯାଜପୁର ଜିଲ୍ଲାକୁ ଛାଡ଼ି ଅନ୍ୟ ପ୍ରାୟ ସବୁ ଜିଲ୍ଲାରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଥିବା…