Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ତ୍ରିକୋଣୀୟ ପ୍ରେମରୁ ଛୁରାମାମଡ଼ !

ଭୁବନେଶ୍ୱର: ଅଶାନ୍ତ ହେବାରେ ଲାଗିଛି ରାଜଧାନୀ । ସିରିଜ ଲୁଟ୍ ପରେ ପୁଣି ରାଜଧାନୀରେ ଛୁରା ମାଡ଼ । ଭୁବନେଶ୍ୱର ଶୈଳଶ୍ରୀ ବିହାରରେ ଆଜି ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପାରକୁ ନେଇ ଯୁବକଙ୍କୁ ଛୁରା ମାଡ଼ ହୋଇଥିବା ସୂଚନା ମିଳିଛି । ଛୁରାମାଡ଼ ହୋଇଥିବା ଯୁବକଙ୍କୁ…

[ଭିଡିଓ] ଶାସକ ଦଳର ବିଫଳତା ଓ ଦୁର୍ନୀତି ପ୍ରସଙ୍ଗକୁ ନେଇ ବର୍ଷିଲା ବିଜେପି

ଭୁବନେଶ୍ୱର: ପଂଚାୟତ ନିର୍ବାଚନ ବେଳେ ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ଡି ପୁରନ୍ଦେଶ୍ୱରୀ । ପଞ୍ଚାୟତ ନିର୍ବାଚନରେ ଠିକ ଲୋକକୁ ନିର୍ବାଚିତ କରିବା ପାଇଁ ସେ ନିବେଦନ କରିଛନ୍ତି । ଲମ୍ବା ସମୟର ବିଜେଡି ଶାସନ ରାଜ୍ୟବାସୀ ଦେଖିଲେଣି ।…

ବିଜେପି ବିଧାୟକ ଓ କର୍ମୀ ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ଅଭିଯୋଗ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା…

ଭୁବନେଶ୍ୱର:ବିଜେପି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଥିବା ନେଇ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେଡି ।ବାରମ୍ବାର ଅଭିଯୋଗ ପରେ ମଧ୍ୟ ବିଜେପି ଶୁଣୁନଥିବା ଅଭିଯୋଗ କରି ନିର୍ବାଚନ କମିଶନରଙ୍କ ଆଗରେ ଫେରାଦ ହେଲା ବିଜେଡି । ଧାମନଗରରେ ବିଜେପି ବିଧାୟକ ବିଷ୍ଣୁ ଚରଣ ସେଠୀ ଏବଂ ବିଜେପି…

ଏକାଠି ଟିିଭି ପରଦାରେ ନଜର ଆସିବେ ସୁପରଷ୍ଟାର ଅନୁଭବଙ୍କ ସହ ରଚନା ବାନାର୍ଜୀ

ଭୁବନେଶ୍ୱର : ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଟିଭି ପରଦାରେ ଏକାଠି ନଜର ଆସିବେ ଅଭିନେତା ଅନୁଭବ ଓ ଅଭିନେତ୍ରୀ ରଚନା ବାନାର୍ଜୀ । କୌଣସି ବଡ ପରଦା ବା ନୂଆ  ଫିଲ୍ମ ପ୍ରୋଜେକ୍ଟରେ ନୁହେଁ ।ଏବେ ଆରମ୍ଭ ହୋଇଥିବା ପପୁଲାର ରିଆଲିଟି ସୋ ‘ଦାଦାଗିର ’ ରେ ଏକ ଏପିସୋଡରେ ରଚନା ବାନାର୍ଜୀଙ୍କୁ…

ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ କମୁଛି : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ  ଦିନକୁ ଦିନ ସଂକ୍ରମଣ ତଳମୁହାଁ ହବାରେ ଲାଗିଛି । ବର୍ତ୍ତମାନର କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର । ରାଜ୍ୟରେ ବର୍ତ୍ତମାନ କରୋନା ସଂକ୍ରମଣ ସ୍ଥିର ରହିଛି । ତା ସହ ଟିକାକରଣ ଅଧିକ ଥିବାରୁ ଲୋକଙ୍କ…

ରାଜଧାନୀରେ ଆତଙ୍କ ଖେଳାଉଥିବା କେବିଏନ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଗିରଫ

ଭୁବନେଶ୍ୱର :କେବିଏନ ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଗିରଫ । ଭୁବନେଶ୍ୱରରୁ ବୁବୁ ଜେନାକୁ ଗିରଫ କଲା ନୟାପଲ୍ଲୀ ଥାନା ପୋଲିସ । ଅଭିଯୁକ୍ତ ବୁବୁ ନିକଟରୁ ଗୋଟିଏ ଖଣ୍ଡା ଜବତ କରିଛି ପୋଲିସ । ରାଜଧାନୀରେ ବିଳମ୍ବିତ ରାତିରେ ଆତଙ୍କ ଖେଳାଉଥିଲା କେବିଏନ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ ବୁବୁ । ଆଗରୁ…

ବାହାଘରକୁ ଅତିଥି ହୋଇ ଆସି ଦୁଇ ଲକ୍ଷ ଟଙ୍କାର ଗହଣା ଭର୍ତି ବ୍ୟାଗ ଲୁଟିନେଲେ ଦୁବୃର୍ତ୍ତ

ଭୁବନେଶ୍ୱର : ରାଜଧାନୀରେ ମାତିଛନ୍ତି ଲୁଟାରେ । ରାଜଧାନୀ ଭୁବନେଶ୍ୱର ଅନ୍ତର୍ଗତ କେସୁରା ଅଞ୍ଚଳରୁ ଏକ ବିବାହ ମଣ୍ଡପରୁ ଗହଣା ଲୁଟିନେଲେ ଦୁବୃର୍ତ୍ତ । ପ୍ରାୟ ୨ ଲକ୍ଷ ଟଙ୍କାର ଗହଣା ଲୁଟ ହୋଇଥିବା ସୂଚନା ମିଳିଛି । ବାହାଘର ଚାଲିଥିବା ସମୟରେ ଘର ଲୋକ ଭଳି ବିବାହ ମଣ୍ଡପକୁ ପଶି ଆସି ଜଣେ…

ରାଜ୍ୟରେ ଆଜି ଆକ୍ରାନ୍ତ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ ହଜାର ୧୭୫ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୫୩ ଜଣ ସୁସ୍ଥ ହୋଇଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୬୩ହଜାର ୩୯୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ପଞ୍ଚାୟତ ନିର୍ବାଚନ: ଜିଲ୍ଲା ପରିଷଦରେ ୩୪୦୭ ଜଣ ପ୍ରାର୍ଥୀ

ଭୁବନେଶ୍ୱର: ଜିଲ୍ଲା ପରିଷଦ ପ୍ରାର୍ଥୀ ସଂଖ୍ୟା ଘୋଷଣା କଲେ ନିର୍ବାଚନ କମିଶନ । ଏଥର ପଞ୍ଚାୟତ ନିର୍ବାଚନ ମଇଦାନରେ ୮୫୨ଟି ଜିଲ୍ଲା ପରିଷଦ ଜୋନରୁ ୩୪୦୭ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ତାଲିକା ପ୍ରକାଶ ପାଇଛି । ସେଥିମଧ୍ୟରୁ ବିଜେଡିର ୮୫୧, ବିଜେପିର ୮୪୮ ଓ କଂଗ୍ରେସର ୮୩୬…

[ଭିଡ଼ିଓ] ବର୍ଷିଆନ୍ ଓଡ଼ିଶୀ କଣ୍ଠଶିଳ୍ପୀ ଶ୍ୟାମାମଣି ଦେବୀଙ୍କ ସଙ୍ଗୀତ ଯାତ୍ରା …

ଭୁବନେଶ୍ୱର : ସେ ଭକତ ଭାବରେ ବନ୍ଧା .. .ସେ ହେଉଛନ୍ତି ଜଗତର ନାଥ ଜଗନ୍ନାଥ । ତାଙ୍କରି ନାଁରେ ଏହି ଭବସାଗର ପାରି ହେବ । ଆଜି ଯାହା ବି ସଫଳତା ମିଳିଛି ସବୁ ସେଇ ଜଗନ୍ନାଥଙ୍କ ପାଇଁ। ନିଜ ଜୀବନର ସମସ୍ତ ସଫଳତାର ପଦ୍ମଶ୍ରୀ ସମ୍ମାନ ପାଇଁ ମଧ୍ୟ ସମସ୍ତ ଶ୍ରେୟ ଦେଇଛନ୍ତି ପ୍ରଭୁ ଜଗନ୍ନାଥଙ୍କୁ…