Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କରୋନାର ଅନ୍ତ ହେବ ନାହିଁ :ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର :ରାଜ୍ୟରେ ଏବେ କରୋନା ସଂକ୍ରମଣ ତଳମୁହାଁ ହୋଇଛି । ରାଜ୍ୟରେ କରୋନା ସଂକ୍ରମଣର ସ୍ଥିତି ନେଇ ପ୍ରତିକ୍ରିୟା ରକିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ବିଜୟ ମହାପାତ୍ର କହିଛନ୍ତି କୋଭିଡ ଆମ ସାଥୀରେ ରହିବ । କୋଭିଡ -୧୯ର ଅନ୍ତ ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି…

ରାଜ୍ୟରେ ଗତ ୨୪ଘଣ୍ଟାରେ ୭ହଜାର ୪୨୬ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୭ହଜାର ୪୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୮୬୭ଜଣ ସଂକ୍ରମିତ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୪ହଜାର ୩୦୬ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୩ହଜାର ୧୨୦ ଆକ୍ଟିଭ୍ କେସ୍ ରହିଛି । ଏନେଇ ରାଜ୍ୟ ସୂଚନା ଓ…

ରାଜ୍ୟରେ ଆଉ ୧୦ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୦ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା କମୁଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୭ହଜାର ୪୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଦଶଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର…

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ୱର: ଆଜି ସାରା ଦେଶ ପାଳନ କରୁଛି ୭୩ତମ ସାଧାରଣତନ୍ତ୍ର ଦିବସ । ଏହି ଦିନ ସମସ୍ତଙ୍କ ପାଇଁ ବିଶେଷ ଦିନ । କରୋନା କଟକଣା ଭିତରେ ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ ହେଉଛି । ଓଡ଼ିଶାର ଗାନ୍ଧୀମାର୍ଗରେ ମଧ୍ୟ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି । ରାଜ୍ୟପାଳ ପ୍ରଫେସର…

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅବସରପ୍ରାପ୍ତ ଅଫିସରଙ୍କ କ୍ଳବ ହାଉସ : କଂଗ୍ରେସ ମୁଖପାତ୍ର

ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅବସରପ୍ରାପ୍ତ ଅଫିସରଙ୍କ କ୍ଳବ ହାଉସ ଏଭଳି ଅଭିଯୋଗ ଆଣିଛି କଂଗ୍ରେସ । ମୁଖ୍ୟମନ୍ତ୍ରୀ ନଂ-୧ କିନ୍ତୁ ଓଡ଼ିଶା ଗରିବୀରେ ନଂ-୧ । ମୁଖ୍ୟମନ୍ତ୍ରୀ ଆଗରେ କିନ୍ତୁ ରାଜ୍ୟବାସୀଙ୍କ ଆର୍ଥିକ ସ୍ଥିତି ବହୁ ପଛରେ । ମୁଖ୍ୟମନ୍ତ୍ରୀ ଲୋକପ୍ରିୟ କିନ୍ତୁ…

ଓଡିଶାରୁ ତିନିଜଣଙ୍କୁ ମିଳିବ ପଦ୍ମ ସମ୍ମାନ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ତିନିଜଣ ଓଡିଆଙ୍କୁ ମିଳିବ ପଦ୍ମ ସମ୍ମାନ । ଏହି ତାଲିକାରେ ରହିଛନ୍ତି ପାରାଲିମ୍ପିଆନ୍ ପ୍ରମୋଦ ଭଗତ, ଭାରତୀୟ ହକି ତାରକା ଅମିତ୍ ରୋହିଦାସ୍ ଓ ପ୍ରଖ୍ୟାତ ମୂର୍ତ୍ତୀକାର ତଥା ଶିଳ୍ପୀ ଅଦ୍ୱିତ ଗଡନାୟକ । ବିଶ୍ୱସ୍ତ ସୁତ୍ରରୁ ଏହି ସୂଚନା ଓଡିଶା…

ସାଧାରଣତନ୍ତ୍ର ଦିବସ ପାଳନ ଲାଗି ସରକାରଙ୍କ ଗାଇଡଲାଇନ୍

ଭୁବନେଶ୍ୱର: ରାଜ୍ୟରେ ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏଥିପାଇଁ ସ୍ୱତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ସ୍ବତନ୍ତ୍ର ଗାଇଡଲାଇନ ଜାରି କରାଯାଇଛି । ଏଥିରେ କୁହାଯାଇଛି ଯେ, ଯେଉଁମାନେ ବ୍ୟକ୍ତିଗତ ଭାବେ ନିଜ ଘରେ ପତାକା ଉତ୍ତୋଳନ କରିବେ ସେହି ସ୍ଥାନରେ ସର୍ବାଧିକ ପାଇଁ ୫…

ବିଜେପି ସାଂସଦ ଜୁଏଲ୍ ଓରାମଙ୍କ ପାଇଁ ବଢିଲା ଅଡୁଆ, ଥାନାରେ ଏତଲା

ସୁନ୍ଦରଗଡ଼: ସୁନ୍ଦରଗଡ଼ର ବିଜେପି ସାଂସଦ ଜୁଏଲ୍ ଓରାମଙ୍କ ପାଇଁ ବଢିଲା ଅଡୁଆ । ଖରାପ ଆଚରଣ ପ୍ରଦର୍ଶନ ବିରୋଧରେ ପୋଲିସର ଆଶ୍ରୟ ନେଲେ ନିଜ ଦଳର ଯୁବନେତ୍ରୀ । ଝିରପାଣି ଥାନାରେ ଅଭିଯୋଗ କରିବା ସହ ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି । ଏଥିସହ ତାଙ୍କ ଜୀବନ ପ୍ରତି…

ସ୍ପଳ୍ପ ଲକ୍ଷଣ ଥିଲେ ଘରେ ଆଇସୋଲେସନରେ ରୁହ :ବିଏମସି

ଭୁବନେଶ୍ୱର :ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ନେଇ ନୂଆ ଗାଇଡ ଲାଇନ ଜାରି କଲା ବିଏମସି । ଗୃହ ସଙ୍ଗୋରୋଧ ପାଇଁ ନୂଆ ଗାଇଡଲାଇନ ଜାରି କଲା ବିଏମସି । ଯାହାଠାରେ ସାମାନ୍ୟ ଲକ୍ଷଣ ପରିଲକ୍ଷିତ ହେଉଛି ଘରେ ରହିବା ପାଇଁ ବିଏମସି ପରାମର୍ଶ ଦେଇଛି । ଯେଉଁମାନେ ଘରେ ଆଇସୋଲେସନରେ ରହୁଛନ୍ତି…

୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ୧୦ ବର୍ଷିୟ ବାଳକ ଅଛନ୍ତି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି ପାଇଛି।…