Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ସଂକ୍ରମଣ ଉପରମୁହାଁ , ସତର୍କ ରୁହନ୍ତୁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

 ଭୁବନେଶ୍ୱର : ରାଜ୍ୟରେ କରୋନା ସ୍ଥିତି ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ରାଜ୍ୟରେ ସଂକ୍ରମଣ ସବୁବେଳେ ଉପରମୁହାଁ ରହୁଛି । । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସର୍ଭେଲାନ୍ସ , ଟେଷ୍ଟିଂ, ଟ୍ରିଟମେଣ୍ଟ, ଟିକାକରଣ ଚାଲିଛି । ସଂକ୍ରମଣ କେବେ କମିବ ତାହା ଏବେ…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ହେଉଛି । ଯାହା ଏବେ ଚିନ୍ତାର କାରଣ ପାଲଟିଛି । ଗତ ୨୪ଘଣ୍ଟା ଭିତରେ ୭୦୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଜଣେ କରୋନା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ବଲାଙ୍ଗିର ଜିଲ୍ଲାର…

ପ୍ରତିଷ୍ଠିତ ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ୱାଳଙ୍କ ପରଲୋକ

ସମ୍ବଲପୁର : ପ୍ରତିଷ୍ଠିତ ଲେଖକ, ସାହିତ୍ୟିକ ମଙ୍ଗଳୁ ଚରଣ ବିଶ୍ବାଳଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ଅସୁସ୍ଥ ଥିଲେ। ପରଲୋକ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ଜିଲ୍ଲା ମୋ ନଶ୍ବର ବ୍ଲକ୍ ବାରଡୁଙ୍ଗୁରୀସ୍ଥିତ ବାସଭବନରେ ତାଙ୍କର ପରଲୋକ…

ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: ସଂକ୍ରମଣ ବଢୁଛି । ତାସହ ଭୁବନେଶ୍ୱରରେ ବଢଚି କଟକଣା । ଏକାଧିକ ସଂକ୍ରମିତ ଚିହ୍ନଟ ପରେ କରୋନା ଚେନରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ ସ୍ଥାନକୁ କଣ୍ଟେନମେଣ୍ଟ ଘୋଷଣା କରୁଛି ବିଏମସି । ରାଜଧାନୀର ଆଉ ୧୨ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି…

କୋଭିଡ଼ ନିୟମ ଭାଙ୍ଗିଲେ ୫ଶହ ଟଙ୍କା ଜୋରିମାନା

ଭୁବନେଶ୍ୱର: କୋଭିଡ଼ର ନୂତନ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣ ବଢ଼ିବାରେ ଲାଗିଛି । ଏଥିପାଇଁ ସତର୍କ ରହିବା ସହ କୋଭିଡ଼ର ସମସ୍ତ ଗାଇଡ଼ଲାଇନ ମାନିବାକୁ ପରାମର୍ଶ ଦିଆଯାଇଛି । ସତର୍କ ରହିଲେ ହିଁ କରୋନା ମହାମାରୀଠାରୁ ସୁରକ୍ଷିତ ରହିପାରିବା । ଘରୁ ବାହାରକୁ ଯିବାବେଳେ ସଠିକଭାବେ ମାସ୍କ…

କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ବ୍ୟବସ୍ଥା, କରୋନା ସଂକ୍ରମଣ ରୋକିବାକୁ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଥିବା କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ନିଆଯାଉଛି । କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏନେଇ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି । କ୍ୟାପିଟାଲ ହସ୍ପିଟାଲରେ କରୋନା ସଂକ୍ରମଣକୁ…

ପଞ୍ଚାୟତ ନିର୍ବାଚନ ଲାଗି ଖୁବଶୀଘ୍ର ଗାଇଡଲାଇନ ପ୍ରସ୍ତୁତ କରିବ ରାଜ୍ୟ ନିର୍ବାଚନ କମିସନ

ଭୁବନେଶ୍ୱର : କୋଭିଡ ସମୟରେ ପଞ୍ଚାୟତ ନିର୍ବାଚନ ଚିନ୍ତା । ସୋମବାର ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବ ଦଳୀୟ ବୈଠକ ଶେଷ ହୋଇଛି । ଏହି ବୈଠକରେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ସହିତ ବିଭିନ୍ନ ଦଳର ପ୍ରତିନିଧିମାନେ ଯୋଗଦେଇଥିଲେ । ବୈଠକ ସରିବା ପରେ ଆଦିତ୍ୟ…

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ଆଇଏଲଏସ୍ । ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଶହେ ଟପିଲା । ଆଜି ୨୮ଜଣଙ୍କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଡ଼ିସେମ୍ବର…

ସୁନ୍ଦରଗଡରେ ୪୯୩ କୋଟି ଟଙ୍କାର ୨ଟି ବ୍ୟାରେଜ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ : ସୁନ୍ଦରଗଡବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସୁନ୍ଦରଗଡ ସଦର ବ୍ଲକ୍ ଅନ୍ତର୍ଗତ କୋପସିଂଗା ଓ କୁଡାବଙ୍ଗା ଠାରେ ୪୯୩ କୋଟି ଟଙ୍କା ବ୍ୟୟ ଅଟକଳରେ ଇବ୍ ନଦୀ ଉପରେ ନିର୍ମାଣ ହେବାକୁ ଥିବା ଦୁଇଟି ବ୍ୟାରେଜର…

କରୋନା ସଂକ୍ରମଣର ଭୟ: ସୋମବାରରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ବନ୍ଦ

ଭୁବନେଶ୍ୱର: ବଢ଼ୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ସୋମବାରଠାରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, କଲେଜ ବନ୍ଦ ରହିବ । କ୍ଲାସରୁମ୍ ପାଠପଢ଼ା ସହିତ ହଷ୍ଟେଲଗୁଡ଼ିକ ମଧ୍ୟ ବନ୍ଦ କରାଯାଇଛି । ଏନେଇ ଘୋଷଣା କରିବା ପରେ ଛାତ୍ରଛାତ୍ରୀ ରବିବାର ସନ୍ଧ୍ୟା ସୁଦ୍ଧା ହଷ୍ଟେଲ ଛାଡ଼ିଛନ୍ତି ।…