Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ଉପରମୁହାଁ ହେଉଛି । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୮୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ବାଲେଶ୍ୱର ଜିଲ୍ଲାର । ୫୦ ବର୍ଷୀୟ ବ୍ୟକ୍ତି…

ଓଡିଶା ବିଧାନସଭାକୁ ସମ୍ମାନଜନକ ଇ-ଗଭର୍ଣ୍ଣାନସ୍ ପୁରସ୍କାର

ଭୁବନେଶ୍ୱର: ଓଡିଶା ବିଧାନସଭାକୁ ସମ୍ମାନଜନକ ଇ-ଗଭର୍ଣ୍ଣାନସ୍ ପୁରସ୍କାର । ଓଡ଼ିଶା ବିଧାନସଭାକୁ ସମ୍ମାନଜନକ କମ୍ପ୍ୟୁଟର ସୋସାଇଟି ଅଫ୍‌ ଇଣ୍ଡିଆର ଇ-ଗଭର୍ଣ୍ଣାନସ୍‌ ପୁରସ୍କାର ପ୍ରଦାନ ପାଇଁ ମନୋନୀତ କରାଯାଇଛି । ବିନା କାଗଜରେ ଡିଜିଟାଲ୍‌ ମୋଡ୍‌ରେ ସୂଚାରୁ ରୂପେ ବିଧାନସଭା କାର୍ଯ୍ୟ…

ପରପାରିରେ ଶତାୟୁ ଭାଇସ ଆଡମିରାଲ ଏସ୍.ଏଚ୍ ଶର୍ମା, ବୁଧବାର ଶେଷକୃତ୍ୟ

ଭୁବନେଶ୍ୱର: ଭେଟେରାନ ଯୋଦ୍ଧାଙ୍କ ପରଲୋକ । ୧୯୭୧ ଭାରତ-ପାକ୍ ଯୁଦ୍ଧର ନାୟକ ଭାଇସ ଆଡମିରାଲ ଏସ.ଏଚ ଶର୍ମାଙ୍କ ସୋମବାରଦିନ ପରଲୋକ ହୋଇଯାଇଛି । ପାକିସ୍ତାନ ବିରୋଧରେ ୧୯୭୧ ମସିହାରେ ହୋଇଥିବା ଯୁଦ୍ଧରେ ଅସୀମ ବୀରତ୍ବ ପ୍ରଦର୍ଶନ କରିଥିବା ଶର୍ମାଙ୍କୁ ପରମ ବିଶିଷ୍ଟ ସେବା ମେଡାଲରେ ସମ୍ମାନିତ…

ଆନ୍ତର୍ଜାତିକ ମହିଳା ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର : ଆନ୍ତର୍ଜାତିକ ମହିଳା ବ୍ୟାଡମିଣ୍ଟନ ଖେଳାଳି ଋତପର୍ଣ୍ଣା ପଣ୍ଡାଙ୍କୁ ସମ୍ମାନଜନକ ଏକଲବ୍ୟ ପୁରସ୍କାର ମିଳିଲା । ପୁରସ୍କାର ବାବଦକୁ ନଗଦ ୫ଲକ୍ଷ ଟଙ୍କା ଅର୍ଥ ରାଶି ସାଙ୍ଗକୁ ଟ୍ରଫି ପ୍ରଦାନ କରାଯାଇଛି । ଭୁବନେଶ୍ୱରରେ ଏହି ସମ୍ମାନଜନକ କ୍ରୀଡା ପୁରସ୍କାରର ୨୯ତମ ସଂସ୍କରଣର…

ଆଜିଠୁ ଖୋଲିବ ନନ୍ଦନକାନନ, ଗାଇଡଲାଇନ୍ ମାନି ବୁଲିପାରିବେ ପର୍ଯ୍ୟଟକ

ବାରଙ୍ଗ : ଆଜିଠୁ ଖୋଲିବ ନନ୍ଦନକାନନ, ଗାଇଡଲାଇନ୍ ମାନି ବୁଲିପାରିବେ ପର୍ଯ୍ୟଟକ । ଓମିକ୍ରନ୍‌ ସଂକ୍ରମଣକୁ ଆଖି ଆଗରେ ରଖି ନନ୍ଦନକାନନର ଉଭୟ ଉଦ୍ୟାନକୁ ଗତ ଡିସେମ୍ବର ୩୦ ତାରିଖରୁ ଜାନୁୟାରୀ ୩ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଥିଲା । ତେବେ ମଙ୍ଗଳବାରଠାରୁ ଉଭୟ ଉଦ୍ୟାନ ଖୋଲିବ ।…

ଆଉ ୩ ଦିନ ପ୍ରବଳ ହାଡଥରା ଶୀତ

ଭୁବନେଶ୍ୱର: ରାଜ୍ୟରେ ଶୀତ ଜାରି ରହିବ । ଆସନ୍ତା ୩ ଦିନ ଯାଏ କିଛି ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ତଳକୁ ଖସିପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ପାରଦ ତଳମୁହାଁ ହୋଇଛି ଓ ଶୀତ ବଢ଼ିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି…

ବ୍ୟାଟେରୀ ଚୋରି କରି ୪ ଗିରଫ

ଭୁବନେଶ୍ୱର: ଫିଲ୍ମ ଷ୍ଟାଇଲରେ ଚୋରି । ନବବର୍ଷର ପ୍ରଥମ ରାତିରେ ଚୋରି । ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ । ବିଳମ୍ବିତ ରାତିରେ ଅପରାଧୀମାନେ ଖଣ୍ଡଗିରି ଥାନା ଅନ୍ତର୍ଗତ ଖାରବେଳ ହୋଟେଲ ନିକଟରେ ଥିବା ଇଣ୍ଡସ ଟାୱାର ଭିତରକୁ ପଛ ଗେଟର ତାଲା ଭାଙ୍ଗି ଏକ ବୋଲେରୋ ମ୍ୟାକ୍ସ…

ରାଜଧାନୀରେ ମାତିଛନ୍ତି ମୋବାଇଲ ଲୁଟେରା, ୩ ଗିରଫ

ଭୁବନେଶ୍ୱର: ରାଜଧାନୀରେ ଲୁଟେରାଙ୍କ ଦୌରାତ୍ମ୍ୟ । ମଦ ପିଇବା ପାଇଁ ଲୁଟିନେଲେ ମୋବାଇଲ । ଅଭିଯୁକ୍ତଙ୍କୁ ଗିରଫ କରି ଧରିକୋର୍ଟ ଚାଲାଣ କଲା ଖାରବେଳ ଥାନା ପୋଲିସ । ଅଭିଯୋଗକାରୀ ନବବର୍ଷ ଦିନ କୌଣସି ବ୍ୟକ୍ତଗତ କାମ ପାଇଁ କଟକରୁ ଭୁବନେଶ୍ୱର ଆସିଥିଲେ । ଶ୍ରୀୟା ସିନେମା ହଲ୍ ନିକଟରେ ସେ…

କୋରାପୁଟ ବନ୍ଧୁକ ଦେଖାଇ ଗଣଦୁଷ୍କର୍ମ ଘଟଣାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି

ଭୁବନେଶ୍ୱର : ପୁଣି ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି । କୋରାପୁଟ ଜିଲ୍ଲା ଜୟପୁର ବ୍ରାହ୍ମୋଣୀ ଗାଁରେ ବନ୍ଧୁକମୁନରେ ଗଣ ଦୁଷ୍କର୍ମ ଘଟଣା କୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ରାଜ୍ୟ ସରକାରଙ୍କ ନାରୀ ସୁରକ୍ଷା କେବଳ ସ୍ଳୋଗାନରେ ସୀମିତ । ବିଜେଡି ଶାଶନ କାଳରେ…

ପୌର ନିର୍ବାଚନ ନେଇ ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସଂରକ୍ଷଣ ପକ୍ରିୟା ଆରମ୍ଭ । ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ପାଇଁ ଦିଆଗଲା ନିର୍ଦ୍ଦେଶ । ସୀମା ପୁନଃନିର୍ଦ୍ଧାରଣ କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସପାଲଟି କମିଶନରଙ୍କୁ ଚିଠି ଲେଖିଛନ୍ତି ପୌର ପ୍ରଶାସନ ନିିର୍ଦ୍ଦେଶକ । ଓବିସି ମାନଙ୍କ…