Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ : ୱାର୍ଡ ମେମ୍ବର,ସରପଞ୍ଚ ଏବଂ ସମିତି ସଭ୍ୟଙ୍କ ପାଇଁ ଚିହ୍ନ ଜାରି

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ଚିହ୍ନ । ନିର୍ବାଚନ କମିଶନଙ୍କ ତରଫରୁ ଚିହ୍ନ ଗୁଡିକ ସମ୍ପର୍କରେ ଅବଗତ କରାଯାଇଛି । ୱାର୍ଡ ମେମ୍ବର , ସରପଞ୍ଚଏବଂ ସମିତି ସଭ୍ୟଙ୍କ ପାଇଁ ଚିହ୍ନ ଜାରି କରାଯାଇଛି । ୱାର୍ଡ ମେମ୍ବର ପାଇଁ ୧୫ ସରପଞ୍ଚ ପାଇଁ ୩୨ଏବଂ ସମିତି ସଭ୍ୟଙ୍କ ପାଇଁ ୧୯…

ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟରେ ୨୨୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ଆଉ ଜଣେ କରୋନା ସଂକ୍ରମିତ ହୋଇ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜଧାନୀରେ ହାତୀ: ରାତିରେ ଶୈଳଶ୍ରୀ ବିହାର ସରସ୍ୱତୀ ବସ୍ତିରେ ପଶି ଘର ଭଙ୍ଗିଲେ

ଭୁବନେଶ୍ୱର: ରାଜଧାନୀରେ ପଶିଲେ ହାତୀ । ଭୁବନେଶ୍ୱର ଶୈଳଶ୍ରୀ ବିହାର ସ୍ଥିତ ସରସ୍ୱତୀ ବସ୍ତିରେ ହାତୀ ଆତଙ୍କ । ଗତକାଲି ରାତିରେ ୩ଟି ହାତୀ ସରସ୍ୱତୀ ବସ୍ତିରେ ପଶିଥିଲେ । ଲୋକଙ୍କ ଘର ଭାଙ୍ଗିଛନ୍ତି । ହାତୀ ଆକ୍ରମଣରେ ଜଣେ ଆହତ ହୋଇଥିବା ସୂଚନା ମିଳିଛି । ଛୁଆ ହାତୀକୁ ନେବା ପାଇଁ ସରସ୍ୱତୀ…

ଆଜିଠୁ ପାଞ୍ଚ ଦିନ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର: ଆଜିଠୁ ବନ୍ଦ ରହିବ ନନ୍ଦନକାନନ । ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯାଇଛି । ଏପର୍ଯ୍ୟନ୍ତ ରାଜ୍ୟରେ ଓମିକ୍ରନର ୯ଟି ମାମଲା ଚିହ୍ନଟ ହୋଇସାରିଛି । ୩ତାରିଖ ଯାଏଁ ୫ଦିନ ବନ୍ଦ ରହିବ ନନ୍ଦନକାନନ । ବଢ଼ୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ନନ୍ଦନକାନନ…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ସମ୍ଭାବନା

ଭୁବନେଶ୍ୱର: ଆଜିଠୁ ପ୍ରବଳ ବର୍ଷା ଓ କୁଆପଥର ମାଡ଼ ସମ୍ଭାବନା ରହିଛି । ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଶେଷ କରି ୮ଟି ଜିଲ୍ଲା ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ଏନେଇ ଆକଳନ କରିଛି ଆଞ୍ଚଳିକ…

ଆସୁଛି ବାବୁସାନ୍‌ଙ୍କ ‘ଦମନ’, ପୋଷ୍ଟରର ପ୍ରଥମ ଲୁକ୍ ରିଲିଜ

ଭୁବନେଶ୍ୱର: ୨୦୨୧ ସରିଆସୁଥିବା ବେଳେ ଖ୍ରୀଷ୍ଟମାସରେ ନିଜ ଫ୍ୟାନ୍ସଙ୍କୁ ସରପ୍ରାଇଜ ଦେଇଛନ୍ତି ସୁପରଷ୍ଟାର ବାବୁସାନ୍ । ଖୁବଶୀଘ୍ର ସିନେ ପରଦାକୁ ଆସୁଥିବା ତାଙ୍କର ଏକ ଚଳଚିତ୍ର ପୋଷ୍ଟରର ପ୍ରଥମ ଲୁକ୍ ରିଲିଜ । ଫିଲ୍ମର ନାଁ ହେଉଛି ଦମନ । ଭିନ୍ନ ଓ ନୂତନ ଧରଣର କାହାଣୀ ଥିବା ଓଡିଆ…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଓ କୁଆପଥର ମାଡ଼

ଭୁୁବନେଶ୍ୱର: ଆସନ୍ତା ୧୬ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଭାରତୀୟ ପାଣିପାଗ ବିଭାଗ ଏନେଇ ବୁଧବାର ସୂଚନା ଦେଇଛି ଯେ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଏବଂ ମୟୁରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ…

ଦିନିକିଆ ନୂଆପଡା ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ

ନୂଆପଡା : ଦିନିକିଆ ନୂଆପଡା ଗସ୍ତରେ ମନ୍ତ୍ରୀ ଟୁକୁନି ସାହୁ । ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଦିନିକିଆ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ସହ ଶୁଭ ଉଦଘାଟନ କରିଛନ୍ତି ।ଆଜି ପ୍ରଥମେ ଶ୍ରୀମତି ସାହୁ ନୂଆପଡା ଜିଲ୍ଲା ଖଡିଆଳ…

୧୫ରୁ୧୮ ବର୍ଷ ପିଲାଙ୍କ ଟିକାକରଣ ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର : ୧୫ ରୁ ୧୮ ବର୍ଷ ପିଲାଙ୍କୁ ଟିକାକରଣ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି । ଯେଉଁ ପିଲାମାନଙ୍କ ଟିକାକରଣ କରାଯିବ, ସେଥିପାଇଁ ଆମେ ଜିଲ୍ଲା ମାନଙ୍କୁ ନିର୍ଦ୍ଦେଶ ଦେଇଛୁ । ସେମାନଙ୍କ ପାଇଁ ଡେଡିକେଟେଡ କୋଭିଡ ଟିକାରଣ…

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୨୨୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୨୯ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୯୨ଜଣ ଆକ୍ଟିଭ୍ କେସ୍ ରହିଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୩୪ଜଣ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…