Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୫୬ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ସଂକ୍ରମଣରୁ ୬୩ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ…

ବଦଳିଲା ପାଗ, ରାଜ୍ୟରେ ଘନ କୁହୁଡ଼ି ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବଦଳିଛି ପାଗ । ବଙ୍ଗୋପସାଗରରୁ ରାଜ୍ୟକୁ ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ମ ଓ ଜଳୀୟବାଷ୍ପପୂର୍ଣ୍ଣ ସାମୁଦ୍ରିକ ପବନର ପ୍ରଭାବ ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ରାତିର ତାପମାତ୍ରା ବୃଦ୍ଧି ଘଟିଛି । ଏଥିପାଇଁ ଶୀତ କମିଛି । ହେଲେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି…

୪ ତାରିଖକୁ ଘୁଞ୍ଚିଲା ତପସ୍ୱିନୀ ମାମଲାର ଶୁଣାଣି

ଭୁବନେଶ୍ୱର : ୪ ତାରିଖକୁ ଘୁଞ୍ଚିଲା ତପସ୍ୱିନୀ ମାମଲାର ଶୁଣାଣି । ତପସ୍ୱିନୀ ଦାସ ଓ ଡାକ୍ତର ସୁମିତ ସାହୁ ମାମଲାର ଶୁଣାଣି ପୁଣି ଥରେ ଘୁଞ୍ଚିଛି । ଆସନ୍ତା ୪ ତାରିଖରେ ଏହି ମାମଲାର ଶୁଣାଣି ହେବ ବୋଲି ରାୟ ଦେଇଛନ୍ତି ମାନ୍ୟବର କୋର୍ଟ । ମାନ୍ୟବର ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଆସନ୍ତା ୪…

ଅନ୍ୟ ରାଜ୍ୟ ଅପେକ୍ଷା ଓଡ଼ିଶାର ସ୍ଥିତି ଭଲ ଅଛି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ସମଗ୍ର ଦେଶରେ ଓମିକ୍ରନ ଆକ୍ରାନଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଅନ୍ୟ ରାଜ୍ୟ ତୁଳନାରେ ଏବେ ଓଡ଼ିଶାରେ ସ୍ଥିତି ଭଲ ଅଛି । ବର୍ତ୍ତମାନ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ କିମ୍ବା ଲକଡ଼ାଉନ ଭଳି ପରିସ୍ଥିତି ନାହିଁ । ଏନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।…

‘ଓମିକ୍ରନ’ର ପ୍ରଥମ ଲକ୍ଷଣ କଣ ? ସଂକ୍ରମଣ ବ୍ୟାପିବା ପୂର୍ବରୁ ହୋଇଯାଆନ୍ତୁ ସାବଧାନ

ଭୁବନେଶ୍ୱର : ଦେଶରେ ଏବେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅନେକ ପଜିଟିଭ୍ କେଶ୍ ମଧ୍ୟ ପ୍ରତିଦନ ସାମ୍ନାକୁ ଆସିଛି । ଭାରତରେ ଓମିକ୍ରନ ସଂଖ୍ୟା ୫ଶହ ପାର ହୋଇସାରିଲାଣି । ହେଲେ ଡେଲଟା ତୁଳନାରେ ଓମିକ୍ରନର ଲକ୍ଷଣ କିଛି ଅଲଗା ରହିଛି । ଦକ୍ଷିଣ ଆଫ୍ରିକାର ହେଲଥ୍…

ପୁଣି ଜୋର ଧରିଲା ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧିନତା ସଂଗ୍ରାମ ମାନ୍ୟତା ଦାବି

ଭୁବନେଶ୍ୱର : ପୁଣି ଗର୍ଜିଲେ ପାଇକ । ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧିନତା ସଂଗ୍ରାମ ଦାବି ଜୋର ଧରିଲା । ଏନେଇ ଖୋର୍ଦ୍ଧା ବରୁଣେ ପୀଠରୁ ଶହଶହ ପାଇକ ମାନେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି । କେନ୍ଦ୍ର ବିରୋଧରେ ରଣହୁଙ୍କାର ଦେବେ ପାଇକମାନେ । କେନ୍ଦ୍ର ପାଇକ ବିଦ୍ରୋହକୁ…

ରାଜ୍ୟରେ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୧୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୭୨ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୫୧ଜଣ ଆକ୍ଟିଭ୍ କେସ୍ ରହିଛି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ…

ଆଜିଠୁ ରାଜ୍ୟରେ ପାଗ ପରିବର୍ତ୍ତନ: ସକାଳୁ ଘନ କୁହୁଡ଼ି, କିଛି ସ୍ଥାନରେ ହୋଇପାରେ ବର୍ଷା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପାଗ ପରିବର୍ତ୍ତନ ହୋଇଛି । ଶୀତରୁ ଲୋକଙ୍କୁ କିଛିଟା ଆଶ୍ୱସ୍ତି ମିଳିଛି । ଏକ ସପ୍ତାହ ଧରି ଓଡ଼ିଶାରେ ପ୍ରବଳ ଶୀତ ଅନୁଭୂତ ହୋଇଥିଲା । ଜାଡ଼ରେ ଜନଜୀବନ ଅସ୍ତବ୍ୟବସ୍ତ ହୋଇପଡ଼ୁଥିଲା । ଫଳରେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ୁଥିଲା । ସୋମବାରଠାରୁ କିଛି ସ୍ଥାନରେ…

କୁହୁଡ଼ି ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତ ମିଳିଛି । ରାଜ୍ୟରେ ଏକ ସପ୍ତାହ ଧରି ଶୀତର ପ୍ରବାହ ଜାରି ରହିଥିଲା । ଶନିବାର ରାତିରେ ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରିଥିବାବେଳେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ…

କମୁଛି ଶୀତ ଲହରୀ, କାଲିଠୁ ବଦଳିବ ପାଗ

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତି । କମୁଛି ଶୀତ ଲହରୀ । ଉପରମୁହାଁ ରହିଛି ପାରଦ । ରାଜ୍ୟରେ ରାତିର ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିଛି । ଯାହାଫଳରେ କିଛି ଶୀତ କମିଛି । ଗତ ୨୪ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ରାତିର…