Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପୁଣି ନ୍ୟାୟ ପାଇଁ ଶ୍ୱଶୁର ଘର ଆଗରେ ତପସ୍ୱିନୀଙ୍କ ଧାରଣା

ଭୁବନେଶ୍ୱର: ପୁଣି ଧାରଣାରେ ତପସ୍ଵିନୀ । ନ୍ୟାୟ ପାଇବାକୁ  ପୁଣି ଦ୍ୱିତୀୟ ଥର ପାଇଁ ତପସ୍ୱିନୀ ସମାଜସେବୀ ପ୍ରମିଳା ତ୍ରିପାଠୀଙ୍କ ସହ ମିଶି ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି । ପ୍ରବଳ ଶୀତ, କାକରରେ ବସି ନିଜ ହକ୍ ପାଇଁ ଲଢେଇ ଆରମ୍ଭ କରିଛନ୍ତି । ଆସନ୍ତା ୨୦ ତାରିଖରେ ଏହି ମାମଲାର…

କିଟ୍ ଓ କିସରେ କଳାକୁମ୍ଭ ଉଦଯାପିତ,ବିଭିନ୍ନ ରାଜ୍ୟରୁ ୨ଶହରୁ ଊର୍ଦ୍ଧ୍ୱ କଳାକାର ଯୋଗ ଦେଇଥିଲେ

ଭୁବନେଶ୍ୱର : କିଟ୍ ଓ କିସରେ କଳାକୁମ୍ଭ ଉଦଯାପିତ । ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରାହଳୟ ପକ୍ଷରୁ କିଟ ଓ କିସ୍ ସହଯୋଗରେ ଡିସେମ୍ବର ୧୨ ତାରିଖରୁ ଚାଲିଥିବା କଳାକୁମ୍ଭ ଶୁକ୍ରବାର ଉଦଯାପିତ ହୋଇଯାଇଛି । ପ୍ରଥମ ଥର ପାଇଁ ସମଗ୍ର ଭାରତରେ ଏତେ ବଡ଼ ଆକାରରେ ଓଡ଼ିଶାର କିଟ୍‍ ଓ କିସରେ ଅନୁଷ୍ଠିତ…

ଚିତ୍ତରଞ୍ଜନ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ବୋଲି ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର : ମମିତା ମେହେରକୁ ନ୍ୟାୟ ଦାବିରେ ଆନ୍ଦୋଳନ କରିଥିବା ଛାତ୍ର କଂଗ୍ରେସ କର୍ମକର୍ତ୍ତାଙ୍କୁ ପୋଲିସ ଆକ୍ରମଣ କରିଛି । ଅନ୍ୟପଟେ ପୁରୀର ଜନୈକ ଯୁବକ ଚିତ ରଞ୍ଜନ ପଲାଇ ହତ୍ୟାକାଣ୍ଡରେ ପରିବାର ପକ୍ଷରୁ ଯାହାଙ୍କ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ କରାଯାଇଛି ସେ ବିଜୁ ଜନତା ଦଳର ରାଜ୍ୟ…

ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବେ ବିଜେଡିର ଛାତ୍ର ଓ ଯୁବନେତା

ଭୁବନେଶ୍ୱର : ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ଆରମ୍ଭ ହେଲା ବିଜେଡିର ରଣନୀତି । ଘରେ ପହଁଞ୍ଚିବ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ।ଏହାକୁ ଲୋକଙ୍କ ପହଞ୍ଚାଇବ ବଜେଡି ଯୁବଛାତ୍ର ସଂଗଠନର କର୍ମକର୍ତ୍ତା । ଏନେଇ ରାଜଧାନୀ ଭୁବନେଶ୍ୱର ଜିଲ୍ଲା ଯୁବ ଓ ଛାତ୍ର ବିଜେଡିର ନେତୃତ୍ୱ…

[ଭିଡ଼ିଓ] ରାଜରାସ୍ତାରେ ପାଇକ ପୁଅର ରଣ ହୁଙ୍କାର

ଭୁବନେଶ୍ୱର: ରାଜରାସ୍ତାରେ ଗର୍ଜିଲେ ପାଇକପୁଅ । ବାଦ୍ୟର ତାଳେ ତାଳେ ବିଭିନ୍ନ ରଣ କୌଶଳ ପ୍ରଦର୍ଶନ କରିବା ସହିତ ଦାବି ପୂରଣ କରିବାର ଜିଦ୍ ଜୋର୍ ଧରିଛି । ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦାବିରେ ଜୋର ଧରିଲା ଆନ୍ଦୋଳନ । ତା ସହିତ ପାଇକ ସ୍ମାରକୀ ନିର୍ମାଣ…

ଆଇପିଏସ୍‌ ଅଫିସରଙ୍କ ପତ୍ନୀଙ୍କ ଆକାଉଣ୍ଟରୁ ୧୦ଲକ୍ଷ ଟଙ୍କା ଲୁଟିନେଲେ ସାଇବର ଠକ

ଭୁବନେଶ୍ୱର : ସାଇବର ଠକ ହାବୁଡରେ ଆଇପିଏସଙ୍କ ପତ୍ନୀ । ଗତ ଦୁଇ ବର୍ଷ ଭିତରେ ଆଇପିଏସ୍ ସୁଶାନ୍ତ ନାଥଙ୍କ ସ୍ତ୍ରୀଙ୍କ ଆକାଉଣ୍ଟରୁ ୧୦ ଲକ୍ଷ ଟଙ୍କା କୁଆଡେ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି । ଏନେଇ କଟକ ସାଇବର ଥାନାରେ ଅଭିଯୋଗ କରିଛନ୍ତି ସୁଶାନ୍ତ ନାଥଙ୍କ ପତ୍ନୀ ଅନୁଜା ତ୍ରିପାଠୀ । ଅନୁଜା…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ଜଣେ କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି । କଳାହାଣ୍ଡିରୁ ଜଣେ ୮୩ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୪୧କୁ…

୨୪ଘଣ୍ଟାରେ ରାଜ୍ୟରେ ୧୫୪ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ୨୪ଘଣ୍ଟା ଭିତରେ ରାଜ୍ୟରେ ୧୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୯୧ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ସଂକ୍ରମଣ କେସ୍ ରହିଛି ୬୩ଜଣ । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଡ଼ିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ିଲା ଇଞ୍ଜିନିୟରିଂ ଆଡ଼ମିଶନର ସମୟସୀମା

ଭୁବନେଶ୍ୱର: ଡ଼ିସେମ୍ବର ୩୧ ପର୍ଯ୍ୟନ୍ତ ବଢ଼ିଲା ଇଞ୍ଜିନିୟରିଂ ଆଡ଼ମିଶନ ସମୟସୀମା । ରାଜ୍ୟର ଇଞ୍ଜିନିୟରିଂ କଲେଜଗୁଡ଼ିକରେ ନାମ ଲେଖା ସମୟସୀମା ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ଧାର୍ଯ୍ୟ ସମୟ ସୀମା ୧୫ତାରିଖ ଯାଏଁ ରହିଥିଲା । ଏହି ସମୟ ସୀମାକୁ ବଢ଼ାଇବା ପାଇଁ ପ୍ରଥମେ ହାଇକୋର୍ଟ ଓ ପରେ…

ଆହୁରି ବଢ଼ିବ ଶୀତ, ରାଜ୍ୟରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ଖସିବ

ଭୁବନେଶ୍ୱର: ଜାଡ଼ରେ ଥରୁଛି ସାରା ଓଡ଼ିଶା । ଆଜିଠୁ ଆହୁରି ବଢ଼ିବ ଥଣ୍ଡା । ରାତି ତାପମାତ୍ରା ୨ରୁ ୩ଡ଼ିଗ୍ରୀ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ଏବେ ଥଣ୍ଡା କମିବ ନାହିଁ । ଆସନ୍ତା ୫ଦିନ ଯାଏଁ ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା । ଓଡ଼ିଶାକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଓ…