Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଓଡ଼ିଶାରେ ଅଧାରୁ ସ୍କୁଲ ଛାଡିଥିବା ପିଲାଙ୍କ ତାଲିକା ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଓଡ଼ିଶାରେ ଅଧାରୁ ପାଠ ପଢ଼ା ଛାଡି ଥିବା ପିଲାଙ୍କ ତାଲିକ ଦାଖଲ କଲେ ରାଜ୍ୟ ସରକାର। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି କି ୨୦୨୦-୨୧ରେ ପିଲା ଅଧାରୁ ପାଠ ପଢ଼ା ଛାଡି ଦେଇଛନ୍ତି। କରୋନା କାଳରେ ପିଲାମାନେ ପାଠପଢ଼ା ଛାଡୁଛନ୍ତି। ଏହି ରିପୋର୍ଟ ଅନୁସାରେ…

“ଜୱାଦ” କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ଦାବିରେ ୧୫ ଡିସେମ୍ବରରେ ଧାରଣା ଦେବ କଂଗ୍ରେସ

ଭୁବନେଶ୍ୱର : ଜୱାଦ କ୍ଷତିଗ୍ରସ୍ତ ଚାଷୀଙ୍କୁ ରାଜ୍ୟ ସରକାର ତୁରନ୍ତ କ୍ଷତି ପୁରଣ ଦିଅନ୍ତୁ ବୋଲି କଂଗ୍ରେସ କହିଛି। ଆର୍ଥିକ ସହାୟତା, କୃଷିଋଣ ଛାଡ ସମେତ ବିଭିନ୍ନ ଦାବି ପୂରଣ ନହେଲେ ଚଳିତ ମାସ ୧୫ ତାରିଖରେ ରାଜଭବନ ସମ୍ମୁଖରେ ଧାରଣା ଦେବେ ପ୍ରଦେଶ କିଷାନ କଂଗ୍ରେସ। ଜୱାଦ ଜନିତ ଅଦିନିଆ…

ରୋଟାରୀ କ୍ଲବ ଓ ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର

ଭୁବନେଶ୍ୱର : ରୋଟାରୀ କ୍ଲବ ଅଫ୍ ଭୁବନେଶ୍ୱର ଏକ୍ସଲେନ୍ସ  ,ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟ ଏବଂ କ୍ୟାପିଟାଲ ହସ୍ପିଟାଲର ବ୍ଲଡ ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆସ୍ଥା ସ୍କୁଲ ଅଫ୍ ମ୍ୟାନେଜମେଣ୍ଟ ର କ୍ୟାମ୍ପସରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ…

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ଅଚଳ , ସର୍ବ ଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ୱର : ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସପ୍ତମ ଦିନରେ ବି ଚାଲିପାରିଲାନି ଗୃହ। ସାଢେ ୧୧ ଟାରେ ଗୃହ ଆରମ୍ଭ ହେବା ପରେ ପୁଣି ବିରୋଧୀଙ୍କ ମମିତା ପ୍ରସଙ୍ଗ ନେଇ ହୋ ହାଲ୍ଲାରେ କମ୍ପି ଉଠିଲା ଗୃହ। ସେପଟେ ଗୃହରେ ଗୋବିନ୍ଦ ସାହୁଙ୍କ ଫଟୋ ଦେଖାଇ ବିଜେପି ଘଣ୍ଟବାଡେଇଥିବା ଜଣାପଡ଼ିଛି।…

ରାଜ୍ୟରେ ପୁଣି ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ପୁଣି ଆଜି ୨ ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ କରୋନା ସଂକ୍ରମଣ ହାର କମିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିକିତ୍ସିତ ହେଉଥିବା ଦୁଇଜଣ ସଂକ୍ରମିତଙ୍କ ଆଜି ମୃତ୍ୟୁ ହୋଇଯାଇଛି। ମୃତକ ଦୁଇଜଣ ଖୋର୍ଦ୍ଧା ଓ କଟକର ବୋଲି…

ରାଜ୍ୟରେ ଗତ ୨୪ଘଣ୍ଟାରେ ୨୫୫ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୨୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୫୨ଜଣ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୧୦୩ଜଣ କୋଭିଡ଼ ପଜିଟିଭ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୫୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ପଦ୍ମଶ୍ରୀ ନନ୍ଦ ସାରଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ

ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟିଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଶୋକ ବାର୍ତ୍ତାରେ ଲେଖିଛନ୍ତି, ଶ୍ରୀଯୁକ୍ତ ନନ୍ଦ ପୃଷ୍ଟିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ । ଓଡ଼ିଶାରେ ଶିକ୍ଷାର ପ୍ରସାର ପାଇଁ ସମ୍ମାନନୀୟ ନନ୍ଦ…

କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ଶୁକ୍ରବାର ଜଣାପଡ଼ିବ: ଡ଼ିଏମଇଟି

ଭୁବନେଶ୍ୱର: ରାଜ୍ୟରେ ୨୪୬ ନମୂନା ଜିନମ ସିକ୍ୱେନ୍ସିଂ ଲାଗି ଯାଇଛି । ଶୁକ୍ରବାର ଜଣାପଡ଼ିବ କୌଣସି ବିଦେଶ ଫେରନ୍ତା ଓମିକ୍ରନ ଆକ୍ରାନ୍ତ ହୋଇଛନ୍ତି କି ନାହିଁ । ଡ଼ିଏମଇଟି ଡ଼ାକ୍ତର ରମାରମଣ ମହାନ୍ତି ଏହିପରି କହିଛନ୍ତି । ସେ କହିଛନ୍ତି, ଏହି ସବୁ ବୁର୍ଲା, ମୟୁରଭଞ୍ଜ ସମେତ ବିଭିନ୍ନ…

ବିଧାନସଭାରେ ବିରୋଧୀଙ୍କ ଘଣ୍ଟମାଡ଼, ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର : ବିଧାନସଭାରେ ବିରୋଧୀଙ୍କ ହାଇଡ୍ରାମା । ଷଷ୍ଠ ଦିନରେ ବି ଚାଲିପାରିଲାନି ଗୃହ । ବିଧାନସଭାରା ଆରମ୍ଭରୁ ହୋ ହାହାଲ୍ଲା ଆରମ୍ଭ ହୋଇଯାଇଥିଲା। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିରୋଧୀ ମାନେ ନାରାବାଜୀ କରିବା ସହ ବିଧାନସଭାରେ ଘଣ୍ଟମାଡ କରିଥିଲେ।…

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୫୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ୬୨ଜଣ ସ୍ଥାନୀୟ ସଂକ୍ରମଣରୁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ…