Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ୪କୋଟି ୨୫ଲକ୍ଷ କୋଭିଡ଼ ଟିକା ଦିଆଯାଇଛି: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪କୋଟି ୨୫ଲକ୍ଷ ଡ଼ୋଜ କୋଭିଡ଼ ଟିକା ଦିଆଯାଇଛି । ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ମଧ୍ୟରୁ ୮୫ପ୍ରତିଶତ ପ୍ରଥମ ଡ଼ୋଜ । ଏବଂ ୪୬ ପ୍ରତିଶତ ହେଉଛି ଦ୍ୱିତୀୟ ଡ଼ୋଜ୍ ଟିକା ନେଇଛନ୍ତି । ଶିଶୁଙ୍କୁ ଟିକାକରଣରେ…

ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ସମ୍ବିଧାନ ଦିବସ ପାଳିତ

ଭୁବନେଶ୍ୱର: ଜାତୀୟ ସମ୍ବିଧାନ ଦିବସ ପାଳନ ଅବସରରେ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟଅତିଥିଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଯୋଗଦେଇ ସମ୍ବିଧାନ ଦିବସର ଶପଥପାଠ କରାଇଥିଲେ । ଭାରତର ପ୍ରଭୂତା, ଏକତା ଓ…

ଆଜିଠୁ ନବମ ଶ୍ରେଣୀ ସମ୍ମେଟିଭ୍ ଆସେସମେଣ୍ଟ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ନବମ ଶ୍ରେଣୀ ସମ୍ମେଟିଭ୍ ଆସେସମେଣ୍ଟ(ଏସ୍.ଏ)-୧ ପରୀକ୍ଷା । ଏହା ୨୬ତାରିଖରୁ ଆରମ୍ଭ ହୋଇ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷାର୍ଥୀମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ । ଦିନକୁ ଦୁଇଟି ବିଷୟରେ ପରୀକ୍ଷା ହେବ । ପ୍ରତି ବିଷୟରେ ମୋଟ୍ ୪୦ ନମ୍ବର ପରୀକ୍ଷା କରାଯିବ…

ତଦନ୍ତ ପରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପାଙ୍କ ପଦୋନ୍ନତି ବାତିଲ

ଭୁବନେଶ୍ୱର : ମିଛ ଯୋଗ୍ୟତା ପ୍ରମାଣ ପତ୍ର ମାମଲାରେ ସାଂସଦ ଅନୁଭବ ମହାନ୍ତିଙ୍କ ବାପାଙ୍କ ପଦୋନ୍ନତି ବାତିଲ। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ କୁମାର ମହାନ୍ତିଙ୍କ ପଦୋନ୍ନତି ବାତିଲ କରିଛନ୍ତି। ପଦୋନ୍ନତି ବାତିଲ କରିବା ପୂର୍ବରୁ…

ନଭେମ୍ବର ୩୦ ସୁଦ୍ଧା ଗ୍ୟାସ୍‌ ଦର ନକମିଲେ ଆନ୍ଦୋଳନ ଜୋରଦାର ହେବ‌ : ବିଜେଡି

ଭୁବନେଶ୍ୱର : ଦର ଦାମ୍ ବୃଦ୍ଧି ନେଇ ପୁଣି କେନ୍ଦ୍ରକୁ ଟାର୍ଗଟ କଲା ବିଜେଡି । ନଭେମ୍ବର ୩୦ ସୁଦ୍ଧା ଗ୍ୟାସ ଦର ନକମିଲେ ଆନ୍ଦୋଳନ ଜୋରଦାର ହେବ ବୋଲି ଚେତାବନୀ ଦେଇଛି ବିଜେଡି । ଗତ ୭ ବର୍ଷରେ ଦର ୪୧୪ ଟଙ୍କାରୁ ୯୩୦ ଟଙ୍କାରେ ପହଁଚିଛି ।ପ୍ରତ୍ୟେକ ଜିନିଷ ଦର ବଢୁଥିବାରୁ ସାଧାରଣ ଜନତା ବହୁ…

ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଗାଡ଼ିକୁ ଅଣ୍ଡାମାଡ଼

ବାଲିପାଟଣା : ରାସ୍ତା ମଝିରେ ହଟହଟା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ । ବାଲିପାଟଣା ଥାନା ସିରିପୁର ଛକ ନିକଟରେ ସାଂସଦ ଅପରାଜିତା ସଷଙ୍ଗୀଙ୍କ ଗାଡକୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଛନ୍ତି ।ଏଥିସହ ସାଂସଦଙ୍କୁ କଳାପତାକା ପ୍ରଦର୍ଶନ କରିଥିଲେ କଂଗ୍ରେସ କର୍ମୀମାନେ । ବନମାଳିପୁରରେ ଏକ…

କୋଭିଡ଼ କଟକଣାରେ ଚାଲିବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: କୋଭିଡ଼ କଟକଣା ଭିତରେ ଚାଲିବ ବିଧାନସଭା । ଆସନ୍ତା ୧ତାରିଖରୁ ରାଜ୍ୟ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ କଟକଣା ଦୃଷ୍ଟିରୁ ପୂର୍ବ ଅଧିବେଶନ ପରି କଟକଣା ଜାରି ରହିବ । ବିଧାନସଭା ସଦସ୍ୟମାନେ ଗୃହରେ ବସିବା ସହ ବାଚସ୍ପତି…

ନନ୍ଦନକାନନରେ ଚିଙ୍କାରା ହରିଣର ମୃତ୍ୟୁ

ଭୁବନେଶ୍ୱର : ବହୁ ଦିନ ଧରି ଅସୁସ୍ଥ ରହିବା ପରେ ବୁଧବାର ନନ୍ଦନକାନନରେ ଏକ ଅଣ୍ଡିରା ହରିଣର ମୃତ୍ୟୁ ହୋଇଯାଇଛି । ଏହି ହରିଣଟି ଅଦଳବଦଳ ପକ୍ରିୟାରେ ରାଜସ୍ଥାନ ନହରଗଡ ଟିଡିଆଖାନାରୁ ଆସିଥିଲା । ୨ ଅଣ୍ଡିରା ଚିଙ୍କାରାଙ୍କ ମଧ୍ୟପେ ଲଢେଇରେ ଗୁରୁତର ହେବାରୁ ହରିଣଟିର ମୃତ୍ୟୁ ହୋଇଯାଇଥିବା…

ଲକ୍ଷଣ ବଦଳାଉଛି କରୋନା, ଜନସାଧାରଣ ସଚେତନ ହେବା ଆବଶ୍ୟକ

ଭୁବନେଶ୍ୱର: ବର୍ତ୍ତମାନ ଲକ୍ଷଣ ବଦଳାଉଛି କରୋନା । ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି, ସାମାନ୍ୟ ଥଣ୍ଡା, ଜ୍ୱର ହେଲେ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି । ତେଣୁ ଥଣ୍ଡା ଜ୍ୱର ହେବା ମାତ୍ରେ ଶୀଘ୍ର ଟେଷ୍ଟ କରିବାର ଆବଶ୍ୟକତା ରହିଛି ।…

ରାଜଧାନୀରେ ଯୁବକଙ୍କୁ ଛୁରାମାଡ଼ କଲେ ୨୫କୁ ଅଧିକ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ୨୫କୁ ଅଧିକ ଯୁବକ ଘେରିଯାଇ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି । ଭୁବନେଶ୍ୱର ସାଇନ୍ସ ପାର୍କ ନିକଟରେ ଏହି ଘଟଣା ଘଟିଛି । ଆକ୍ରମଣରେ ଯୁବକ ଆହତ ହୋଇଛନ୍ତି । ତାଙ୍କ ନାଁ ଆଶିଷ କୁମାର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨୫ରୁ…