Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବାହାରି ପାରିଲାନି ନିଷ୍କର୍ଷ; ଜାରି ରହିବ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର: ଆଜି ମଧ୍ୟ ରାଜ୍ୟରେ ଜାରି ରହିବ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ । ଖାରବେଳ ଭବନରେ ବସିଥିବା ରାଜ୍ୟ ପରିବହନ ମନ୍ତ୍ରୀ, କମିଶନର ଓ ସଚିବଙ୍କ ସହ ୪ ଘଣ୍ଟାର ବୈଠକ ପରେ ବି ବାହାରିପାରିଲାନି କୌଣସି ନିଷ୍କର୍ଷ । ଡ୍ରାଇଭର ସଙ୍ଘର ସଦସ୍ୟଙ୍କ ସହ ସେମାନଙ୍କ ଦାବି ନେଇ ଆଲୋଚନା ହୋଇଥିବା…

ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ଧର୍ମଘଟ

ଭୁବନେଶ୍ବର: ଆଜି ଭାରତ ବନ୍ଦ । ଚାଷୀ ଏବଂ ଗ୍ରାମୀଣ ଶ୍ରମିକ ସଂଗଠନ ସହ ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନର ଏକ ମିଳିତ ମଞ୍ଚ ଦ୍ୱାରା ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି । ଏଥିରେ ବ୍ୟାଙ୍କିଙ୍ଗ, ବୀମା, ଡାକ ସେବାଠାରୁ କୋଇଲା ଖଣିରେ କାମ କରୁଥିବା ଶ୍ରମିକ ସମେତ ବିଭିନ୍ନ କ୍ଷେତ୍ରରେ ୨୫…

ଛାତ ଉପରେ ଏବଂ ସହରାଞ୍ଚଳ ଉଦ୍ୟାନ କୃଷିକୁ ପ୍ରୋତ୍ସାହନ ପାଇଁ ଶୁଭାରମ୍ଭ ହେଲା ଅଭିଯାନ ରଥ

ଭୁବନେଶ୍ଵର: କୃଷି ଭବନଠାରେ ଛାତ ଉପରେ ଉଦ୍ୟାନ ଓ ସହରାଞ୍ଚଳ ଉଦ୍ୟାନକୃଷି ରଥର ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ l ଏହି ଅବସରରେ ଶ୍ରୀ ସିଂହଦେଓ କହିଛନ୍ତି ଯେ, ଆଜିର ସମୟରେ ରାଜ୍ୟର ସହରଗୁଡ଼ିକରେ ସବୁଜ ସ୍ଥାନ ହ୍ରାସ, କଂକ୍ରିଟ୍ କୋଠା…

ଆଗାମୀ ଦିନରେ ଭବାନୀପାଟଣାରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ଅଭିଯୋଗ ଶୁଣିବେ

ଭୁବନେଶ୍ୱର: ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଦ୍ୱାଦଶ ପାଳି । ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତକାଳ ପଦକ୍ଷେପ ନେଇଛନ୍ତି । ଆଜି…

ରାଜ୍ୟ ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲା ବିଜେଡି

ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ମହିଳା କମିଶନଙ୍କ ପାଖରେ ଅଭିଯୋଗ ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦିକା ଡ଼ ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ବିଜେପି ବିଧାୟକ ସନ୍ତୋଷ ଖଟୁଆ ଦେଇଥିବା ଅଶାଳୀନ ମନ୍ତବ୍ୟକୁ ନେଇ କମିଶନଙ୍କ ଦ୍ବାରସ୍ଥ…

ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁମ୍ବାଇର କୋକିଳା ବେନ୍ ଧୀରୁଭାଇ ଅମ୍ବାନୀ ଡ଼ାକ୍ତରଖାନାରୁ ଆଜି ଡିସଚାର୍ଜ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବର୍ତ୍ତମାନ ସମ୍ପୂର୍ଣ ସୁସ୍ଥ ଅଛନ୍ତି ନବୀନ ପଟ୍ଟନାୟକ I ଏହି ସପ୍ତାହରେ ସେ ମୁମ୍ବାଇରେ ରହିବା ନେଇ…

ପୁଣି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ; ଏକମାତ୍ର ପ୍ରାର୍ଥୀ ଭାବେ କଲେ ନାମାଙ୍କନ ଦାଖଲ !

ଭୁବନେଶ୍ବର: ସମସ୍ତ କଳ୍ପନା ଜଳ୍ପନାର ଘଟିଲା ଅନ୍ତ । ରାଜ୍ୟ ବିଜେପି ସଭାପତି ପଦ ପାଇଁ ସୋମବାର ନାମାଙ୍କନ ଭରିଲେ ମନମୋହନ ସାମଲ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ କେବଳ ବିଧିବଦ୍ଧ ଘୋଷଣା ବାକି ।…

ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ; ତ୍ୟାଗ ଓ ସେବା ଦ୍ୱାରା ଆମେ ଆମ ଭବିଷ୍ୟ ଗଢିବା…

ଭୁବନେଶ୍ୱର: ଜୟଦେବ ଭବନ ଠାରେ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଜିର ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ । ନିଜ ବକ୍ତବ୍ୟରେ…

ଜଗନ୍ନାଥଙ୍କ ସପକ୍ଷରେ ବାହାରିଲେ ଜୟନାରାୟଣ; କହିଲେ, ବିଜେଡିର ହ୍ୟାଙ୍ଗଓଭର ଯାଇନି..

ଭୁବନେଶ୍ବର: ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ସପକ୍ଷରେ ବାହାରିଲେ ବରିଷ୍ଠ ନେତା ଜୟନାରାୟଣ ମିଶ୍ର । ତାଙ୍କ ଗିରଫଦାରିକୁ ନାପସନ୍ଦ କରି OAS ଅଫିସରଙ୍କୁ ଟାର୍ଗେଟ୍‌ କଲେ ଜୟନାରାୟଣ । ସେ କହିଛନ୍ତି ଯେ, OAS ଅଫିସରଙ୍କ ବିଜେଡି ହ୍ୟାଙ୍ଗଓଭର ଯାଇନି । ଗୋଟିଏ ପଟେ ବନ୍ୟା ସ୍ଥିତି,…

ରାଜ୍ୟ ବିଜେପି ସଭାପତି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ବର: ବିଜେପି ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଭୋଟର ତାଲିକା ସୂଚୀରେ ଅଛନ୍ତି ମୋଟ ୨୭୩ ଜଣ । ଜିଲ୍ଲା ସଭାପତି, ରାଜ୍ୟ ପରିଷଦ ସଦସ୍ୟ ଏବଂ ନିର୍ବାଚିତ ବିଧାୟକ ଓ ସାଂସଦଙ୍କ ମଧ୍ୟରୁ ୧୦ ପ୍ରତିଶତ ଭୋଟର ତାଲିକାରେ ସ୍ଥାନ ପାଇଛନ୍ତି…