Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ,ଚାଲିଛି ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ଇଡିରେ ହାଜର ହୋଇଛନ୍ତି । ଟାଟାରେ ଚାକିରୀ ସ୍କାମ ଓ ତାଙ୍କ ଆକାଉଣ୍ଟକୁ ବେଆଇନ ଅର୍ଥ କାରାବାର ନେଇ ସମନ ହୋଇଥିଲା। ପୂର୍ବରୁ ଦୁଇଥର ସ୍ୱାସ୍ଥ୍ୟଗତ କାରଣରୁ ଇଡିରେ ହାଜର ହୋଇନଥିଲେ ପ୍ରଦୀପ। ମାତ୍ର ଆଜି ଦିନ ୧୦ ଟାରେ ଇଡିରେ ହାଜର…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮୨ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ ରହିଛନ୍ତି ବୋଲି…

ସରିଲା ଶୁଭ ମହୁରତ, ସୁଟିଂ ଫ୍ଲୋରରେ ଫିଲ୍ମ “ତୋ ନା ର ମାନେ ହଁ”

ଭୁବନେଶ୍ୱର: ଧୀରେଧୀରେ ଓଲିଉଡରେ ଭିଡ ଜମିବାରେ ଲାଗିଛି । କିଛି ଫିଲ୍ମ ରିଲିଜ୍ ଅପେକ୍ଷାରେ ଥିବାବେଳେ ଆଉ କିଛି ପାଇପ୍ ଲାଇନରେ ରହିଛି । ଏହି ଧାରାରେ ଅପକମିଂ ଫିଲ୍ମ “ତୋର ନା ର ମାନେ ହଁ” ମଧ୍ୟ ସାମିଲ ହୋଇଛି । ନିକଟରେ ଏହି ଫିଲ୍ମର ଶୁଭ ମହୁରତ ସରିଥିଲାବେଳେ ଆସନ୍ତା ବର୍ଷ ରିଲିଜ୍…

ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ତାଳଚେର-ବିମଳାଗଡ଼ ରେଳ ପ୍ରକଳ୍ପ କାମ ତ୍ୱରାନ୍ୱିତ ପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ମୋଦି ସରକାରଙ୍କ ନେତୃତ୍ୱରେ…

ଗତ ୨୪ଘଣ୍ଟାରେ ରାଜ୍ୟରେ ୧୯୧ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ଘଣ୍ଟା ମଧ୍ୟରେ ୧୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୨ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୯ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିମଧ୍ୟରୁ…

ଭୁବନେଶ୍ୱରରୁ ସୁପାରୀ କିଲର ଗିରଫ

ଭୁବନେଶ୍ୱର: ରାଜଧାନୀରୁ ସୁପାରୀ କିଲର ଗିରଫ । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରୁ ଜଣେ ସୁପାରୀ କିଲରକୁ ଗିରଫ କରିଛି କମିଶନରେଟ ପୋଲିସ । ତା ନିକଟରୁ ୨ଟି ପିସ୍ତଲ ଓ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତର ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡିଛି ।ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା…

କରୋନାର ନୂଆ ଭ୍ୟାରିଆଣ୍ଟ ଚିହ୍ନଟ ପରେ ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ପୁଣି ଚିନ୍ତା ବଢ଼ାଇଛି କରୋନାର ନୂଆ ଭ୍ୟାରିଆଣ୍ଟ । କରୋନାର ନୂଆ ଭ୍ୟାରିଆଣ୍ଟର ମୁକାବିଲା କରିବାକୁ ଓଡ଼ିଶାରେ ଆରମ୍ଭ ହୋଇଛି ପ୍ରସ୍ତୁତି । ଏଥିପାଇଁ ମାର୍ଗଦର୍ଶିକା ଜାରି କରିଛନ୍ତି ରାଜ୍ୟ ସରକାର । ସ୍କୁଲ, କଲେଜରେ ସଂକ୍ରମଣ ଚେନକୁ ରୋକିବା ପାଇଁ ସ୍ୱତନ୍ତ୍ର କ୍ୱାରେଣ୍ଟାଇନ୍…

ଦୁର୍ଘଟଣାରେ ମୃତ ଛାତ୍ରଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗଞ୍ଜାମରୁ ପିକନିକ ଯାଉଥିବା ଏକ ଗାଡି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ । ଏଥିରେ ରଙ୍ଗେଇଲୁଣ୍ଡା ଅଞ୍ଚଳର ତିନିଜଣ ଛାତ୍ରଙ୍କର ମୃତ୍ୟୁ ହୋଇ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା…

ଇଡିରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ , ୬ ଘଣ୍ଟା ଧରି ଚାଲିଲା ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ପୂର୍ବତନ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀଙ୍କୁ ଇଡି ଆଜି ୬ ଘଣ୍ଟା ଧରି ପଚରା ଉଚରା କରିଛି । ଆୟବହିର୍ଭୁତ ସମ୍ପତି ଠୁଳ ମାମଲାରେ ତାଙ୍କୁ ଜେରା କରାଯାଇଥିଲା । ଅଭୟ କାନ୍ତ ପାଠକ ଓ ଆକାଶ ପାଠକଙ୍କୁ ଜେରା ବେଳେ ଶ୍ରୃତିଙ୍କ ଆକାଉଣ୍ଟକୁ…

ଶିଶୁ ଟିକାକରଣରେ ସମଗ୍ର ଦେଶରେ ଓଡିଶା ୧ ନମ୍ବର ସ୍ଥାନରେ

ଭୁବନେଶ୍ୱର : ଶିଶୁ ଟିକାକରଣରେ ସମଗ୍ର ଦେଶରେ ଓଡିଶା ଆଗରେ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ଭେରେ ଦ୍ୱିତୀୟ ପଯ୍ୟାୟ ରିପୋର୍ଟରେ ଏହା କୁହାଯାଇଛି । ଓଡିଶାର ଏହି ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ…