Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ବାହାରେ ବୁଲୁଛନ୍ତି କରୋନାରେ ସଂକ୍ରମିତ ସୁର ରାଉତରାୟ

ଭୁବନେଶ୍ୱର : କରୋନାରେ ସଂକ୍ରମିତ କଂଗ୍ରେସ ବିଧାୟତ ତଥା ବରିଷ୍ଠ ନେତା ସୁର ରାଉତରାୟ । ନିକଟରେ ତାଙ୍କ ରିପୋର୍ଟ ପଜିଟିଭି ବାହାରିବା ପରେ ରାଜନୈତିକ ମହଲରେ ହଟଚମଟ ସୃଷ୍ଟି ହୋଇଥିଲା । ଖାସ କରି ସୁର ରାଉତରାୟ ବିଭିନ୍ନ ସ୍ଥାନରେ ବୁଲାବୁଲି କରୁଥିବାରୁ ଅନେକ ଲୋକ କୋକୁଆ ଭୟରେ ରହିଛନ୍ତି ।…

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ; ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ଦୁର୍ନୀତ ଗ୍ରସ୍ତଙ୍କ ବିରୋଧରେ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାମ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆଜି ରାଜ୍ୟ ସରକାର ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର…

ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର, ଦୁଇ ଗିରଫ

ଭୁବନେଶ୍ୱର: ଏସଟିଏଫ୍ ଜାଲରେ ବଜ୍ରକାପ୍ତା ଚୋରାଚାଲାଣକାରୀ । ଏସଟିଏଫ୍ ଟିମ୍ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଜାକିକିଆ ଗାଁ ନିକଟରେ ଏନଏଚ-୫୯ରେ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ଏହି ଘଟଣାରେ ୨ଜଣଙ୍କୁ ଗିରଫ କରାଯାଇଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଏସଟିଏଫ୍…

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ବିଷ୍ଣୁଚରଣ ରାଉତ

ଭୁବନେଶ୍ୱର:ପରଲୋକରେ ବିଶିଷ୍ଟ ଶିକ୍ଷାବିତ ତଥା ରାଜନୀତି ବିଜ୍ଞାନର ପ୍ରଫେସର ବିଷ୍ଣୁଚରଣ ରାଉତ । ଗତକାଲି ରାତିରେ ଭୁବନେଶ୍ୱର ଲୁଇସ୍ ରୋଡ୍ ସ୍ଥିତ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ବିଷ୍ଣୁଚରଣ ରାଉତ । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା । କିଛି ଦିନ ହେବ ସେ ବାର୍ଦ୍ଧକ୍ୟ…

କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ଏବଂ ତାଙ୍କ ପତ୍ନୀ କୋଭିଡ ପଜିଟିଭ୍

ଭୁବନେଶ୍ୱର : ଜଟଣୀ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କରୋନା ପଜିଟିଭ୍ । ଏବଂ ତାଙ୍କ ପତ୍ନୀ ମଧ୍ୟ କୋଭିଡ ପିଜିଟିଭ୍ ଥିବା ଜଣାପଡିଛି । ଏନେଇ ତାଙ୍କ ପରିବାରବର୍ଗଙ୍କ ପକ୍ଷରୁ ସୂଚନା ମିଳିଛି । ସବୁ ବେଳେ କିଛି ନା କିଛି କଥା କହି ଚର୍ଚ୍ଚାରେ ଥାନ୍ତି ସୁର ରାଉତରାୟ । ମାର ତାଳି…

ରନ୍ଧନ ଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜେଡିର ଆନ୍ଦୋଳନ ଡାକରା

ଭୁବନେଶ୍ୱର: ପୁଣି ଆନ୍ଦୋଳନକୁ ଓହ୍ଲାଇବ ବିଜୁ ଜନତା ଦଳ । ରନ୍ଧନଗ୍ୟାସ ଦରବୃଦ୍ଧି ବିରୁଦ୍ଧରେ ବିଜୁଜନତା ଦଳର ମହିଳା,ଛାତ୍ର ଓ ଯୁବ ସଂଙ୍ଗଠନ ଆନ୍ଦୋଳନକୁ ଓହ୍ଲାଇବ । ରନ୍ଧନ ଗ୍ୟାସ ଦର ବୃଦ୍ଧି ଉଜ୍ଜଳା ଯୋଜନାରେ ବିଫଳତା ନେଇ ଦଳ ରାଷ୍ଟ୍ରପତିଙ୍କ ଦୃଷ୍ଟି ଆକର୍ଷଣ କରିବ । ବିଜୁ ଜନତା ଦଳ…

ବିଏମସି ପକ୍ଷରୁ ସନ୍ଧ୍ୟା ସମୟର ସଫେଇ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର : ବିଏମସିର ନୂଆ ଅଭିଯାନ । ଆରମ୍ଭ ହେଲା ସନ୍ଧ୍ୟା ସମୟର ସଫେଇ କାର୍ଯ୍ୟ । ଭୁବନେଶ୍ୱର ମହାନଗର ନିଗମ ଅଧିନରେ କାମ କରୁଥିବା ସଫେଇ କର୍ମଚାରୀ ମାନେ ଆଗରୁ ଦିନରେ ରାସ୍ତାଘାଟ ସଫେଇ କରୁିଥିଲେ । ହେଲେ ସହରକୁ ସ୍ୱଚ୍ଛ ଓ ସୁନ୍ଦର ରଖିବା ପାଇଁ ବିଏମସି ନୂଆ ପଦକ୍ଷେପ ନେଇଛି । ଆଜି…

ବିଜେପି ନେତ୍ରୀଙ୍କ ଗାଡିକୁ ବୋମାମାଡ଼

ଭୁବନେଶ୍ୱର : ବିଜେପି ନେତ୍ରୀଙ୍କ ଗାଡିକୁ ବୋମାମାଡ । ଭୁବନେଶ୍ୱର ନୟାପଲ୍ଲୀ ବ୍ରିଟ କଲୋନୀରେ ବିଳମ୍ବିତ ରାତିରେ ବିଜେପି ନେତ୍ରୀଙ୍କ ଗାଡିକୁ ଦୁର୍ବୃତ୍ତ ମାନେ ବୋମାମାଡ କରି ଜାଳି ଦେଇଛନ୍ତି । ଜିଲ୍ଲା ବିଜେପି କୋଷାଧ୍ୟକ୍ଷା ମିନତି ବେହେରାଙ୍କ ଗାଡି ଉପରେ ପେଟ୍ରୋଲ ବୋମାମାଡ ହୋଇଛି ବୋଲି…

ଆନ୍ଧ୍ରପ୍ରଦେଶ ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କୋଭିଡ଼୍ ପଜିଟିଭ୍ ହେବା ପରେ ସେ ବର୍ତ୍ତମାନ ଡ଼ାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି । ଏନେଇ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଚାଲିଛି ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର: ରାଜ୍ୟରେ ଏବେ ଭୋଟର ତାଲିକା ସଂଶୋଧନ କାମ ଚାଲିଛି ।ଏହି ସମୟରେ ସମସ୍ତେ ନିଜର ନିଜର ଭୋଟର ଆଇଡି ସଂଶୋଧନ ବାତିଲ ଆଦି କାର୍ଯ୍ୟ ନେଇ ଆବେଦନ କରିପାରିବେ ପ୍ରାଥମିକ ଭିତ୍ତିରେ ସମସ୍ତଙ୍କ ଆବେଦନକୁ ଗ୍ରହଣ କରାଯିବ । ।ଏନେଇ ଆଜି ପ୍ରେସମିଟ କରି ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ…