Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କୋଭିଡ ଲକ୍ଷଣ ଥିଲେ ସ୍କୁଲ ଆସନାହିଁ : ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ସୁନ୍ଦରଗଡ ଓ ବୁର୍ଲାରେ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନେ କରୋନାରେ ସଂକ୍ରମିତ ହେବା ପରେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି କି ଯେଉଁ ଛାତ୍ରଛାତ୍ରୀ ମାନଙ୍କଠାରେ କରୋନା ଲକ୍ଷଣ ଦେଖାଦେଉଛି ।ସେମାନେ ସ୍କୁଲ…

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜରଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି । ରାଜ୍ୟ ପ୍ରଦୂଷଣ ଓ ନିୟନ୍ତ୍ରଣ ବୋର୍ଡର ବାଲେଶ୍ୱର ଶାଖାର ପୂର୍ବତନ ରିଜିଓନାଲ ମ୍ୟାନେଜର ନରୋତ୍ତମ ବେହେରାଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଶ୍ରୀ ବେହେରାଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ…

ଜୁନିଅର ପୁରୁଷ ହକି ବିଶ୍ୱକପ୍ ଲଢେଇ ପାଇଁ ୧୬ ଟିମ୍ ପ୍ରସ୍ତୁତ

ଭୁବନେଶ୍ୱର : ସଜେଇ ହେଲାଣି କଳିଙ୍ଗ ଷ୍ଟାଡିୟମ୍‌ । ପ୍ରଥମ ଥର ପାଇଁ କଳିଙ୍ଗ ଷ୍ଟାଡିୟମ୍‌ରେ ବିନା ଦର୍ଶକରେ ଏକ ବିଶ୍ୱସ୍ତରୀୟ ପ୍ରତିଯୋଗିତା ଆୟୋଜିତ ହେବାକୁ ଯାଉଛି । ଗୁରୁବାର ଠାରୁ ଆରମ୍ଭ ହେବ ଏଫ୍ଆଇଏଚ୍ ଜୁନିୟର ପୁରୁଷ ହକି ବିଶ୍ୱ କପ୍। କଳିଙ୍ଗ ଷ୍ଟାଡିୟମ୍‌ରେ ୧୬ ଟି ଦେଶର ପତାକା…

[ଭିଡ଼ିଓ] ବିଧାନସଭାରେ ହୋହଲ୍ଲା ମନା: ବାଚସ୍ପତି

ଭୁବନେଶ୍ବର: ବିଧାନସଭାରେ ହୋହଲ୍ଲା ମନା ।  ପ୍ରଶ୍ନକାଳ ବା ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ କୌଣସି ବିଧାୟକ ଗୃହରେ  ହୋହଲ୍ଲା  କରିପାରିବେନି । ଏନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସିମଲାରେ ଅନୁଷ୍ଠିତ ବିଭିନ୍ନ ରାଜ୍ୟମାନଙ୍କର ବାଚସ୍ପତିଙ୍କ ବୈଠକରେ ଏହି…

ଓକାକ୍ ସିଇଓଙ୍କ ହ୍ୱାଟସଆପ୍ ହ୍ୟାକ୍ ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଓକାକ୍ ସିଇଓ ମନୋଜ କୁମାର ପଟ୍ଟନାୟକଙ୍କ ହ୍ୱାଟସ ଆପ୍ ହ୍ୟାକ୍ କରି ଟଙ୍କା ଲୁଟିବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ । ସାଇବର ଠକେଇର ମୁଖ୍ୟ ଅଭିଯୁକ୍ତକୁ ଦିଲ୍ଲୀ ପୋଲିସ ବେଙ୍ଗାଲୁରୁରୁ ଗିରଫ କରିଛି । ଅଭିଯୁକ୍ତର ନାମ ଅକ୍ୟୁଦୁରୀ ପାସ୍କେଲ । ସେ ଜଣେ ନାଇଜେରିଆନ୍ । ସୂଚନା…

ଆଜି ରାୟଗଡ଼ାରେ BSKY ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାୟଗଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା କାର୍ଡ଼ର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ । ସ୍ଥାନୀୟ ଜିସିଡ଼ି ପଡ଼ିଆରେ ଏହି କାର୍ଯ୍ୟକ୍ରମ ହେବ । ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବା ପରେ ଅନ୍ୟ…

ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର: ଆଜି ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ । ଏହି ବୈଠକରେ ଆଗାମୀ ବିଧାନସଭାରେ ଆସିବାକୁ ଥିବା ଅତିରିକ୍ତ ବଜେଟ୍ ଉପରେ ମୋହର ଲାଗିବ । ଆଜି ଅପରାହ୍ନ ସାଢ଼େ ୫ଟାରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ…

ଓଡ଼ିଆ ପୁଅ ଏୟାର ମାର୍ଶାଲ ଦିଲ୍ଲୀପ କୁମାର ପଟ୍ଟନାୟକଙ୍କୁ ମିଳିଲା ଅତି ବିଶିଷ୍ଟ ସେବା ମେଡ଼ାଲ

ଭୁବନେଶ୍ୱର: ଓଡ଼ିଆ ପୁଅ ଏୟାର ମାର୍ଶାଲ ଦିଲ୍ଲୀପ କୁମାର ପଟ୍ଟନାୟକଙ୍କୁ ଅତି ବିଶିଷ୍ଟ ସେବା ମେଡ଼ାଲ ମିଳିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ସମ୍ମାନିତ ହେଲେ ଓଡ଼ିଆ ବାୟୁସେନା ଅଧିକାରୀ । ନିକଟରେ ସେ ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ମୁଖ୍ୟ କମାଣ୍ଡର ନିଯୁକ୍ତି ହୋଇଛନ୍ତି । ପ୍ରଥମ…

ହିରୋ ଅର୍ଦ୍ଧେନ୍ଦୁ ଭିଲେନ ଭୂମିକାରେ ନଜର ଆସିବେ

ଭୁବନେଶ୍ୱର : ହିରୋ ଅର୍ଦ୍ଧେନ୍ଦୁ ଏବେ ପୁଣି ନୂଆ ଚଳଚ୍ଚିତ୍ର ସୁଟିଂ ପାଇଁ ବ୍ୟସ୍ତି ଅଛନ୍ତି । ହେଲେ ଏହି ଚଳଚ୍ଚିତ୍ରରେ ଅର୍ଦ୍ଧେନ୍ଦୁ ଭିଲେନ ଅବତାରରେ ନଜର ଆସିବେ ବୋଲି ଜଣାପଡିଛି । ଆଦିଲକ୍ଷ୍ମୀ ଏଣ୍ଟରଟେନମେଣ୍ଟ ବ୍ୟାନରରେ ନିର୍ମିତ ହେଉଥିବା 'ଭିଲେନ' ସିନେମାର ନିର୍ଦ୍ଦେଶନା ଦେଇଛନ୍ତି…

ଓଲିଉଡକୁ କମ୍ ବ୍ୟାକ୍ କଲେ ଅଭିନେତ୍ରୀ ପ୍ରିୟା ଚୌଧୁରୀ

ଭୁବନେଶ୍ୱର : ଫିଲ୍ମ ଜଗତଠାରୁ ଦୂରେଇ ଯାଇଥିବା ଅଭିନେତ୍ରୀ ପ୍ରିୟା ଚୌଧୁରୀ ପୁଣି ଓଲିଉଡକୁ କମ୍ ବ୍ୟାକ୍ କରୁଛନ୍ତି । ଏଥର ପ୍ରିୟା ଭିନ୍ନ ଚରିତ୍ରରେ ନଜର ଆସିବେ ବୋଲି ଜଣାପଡିଛି । ଉପସ୍ଥାପିକା ତଥା ଅଭିନେତ୍ରୀ ପ୍ରିୟା ଚୌଧୁରୀ ଏବେ ସୁଟିଂ ସେଟରେ ନିଜର ଅପକମିଂ ଫିଲ୍ମ ପାଇଁ ବ୍ୟସ୍ତ…