Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି,୮ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର:ରାଜ୍ୟ ସରକାର ଦୁର୍ନୀତି ବିରୋଧରେ ସବୁବେଳେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥାନ୍ତି । ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନରେ ଆଉ ୮ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।  ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଏପରି କଠୋର ପଦକ୍ଷେପ ନେଇଛନ୍ତି…

କଂଗ୍ରେସର ଅଭିନବ ପ୍ରତିବାଦ , ମାଷ୍ଟରକ୍ୟାଣ୍ଟିନ ଛକରେ ଚକୋଲେଟ୍ ବାଣ୍ଟିଲେ କର୍ମୀ

ଭୁବନେଶ୍ୱର : ଆନ୍ଦୋଳନର ଡାକରା ଦେଲେ ହେଲେ ମାଷ୍ଟକ କ୍ୟାଣ୍ଟିନ ଛକରେ ଚକୋଲେଟ୍ ବାଣ୍ଟିଲା କଂଗ୍ରେସ। ମମିତା ମେହେର ହତ୍ୟା ଘଟଣାକୁ ନେଇ ଥମୁନି ରାଜନୀତି । କଂଗ୍ରେସର ଛଅ ଘଣ୍ଟିଆ ବନ୍ଦକୁ ଶାନ୍ତି ପୂର୍ଣ୍ଣ ଭାବେ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜଧାନୀ ମାଷ୍ଟର କ୍ୟାଣ୍ଟିନରେ…

୨୪ ଘଣ୍ଟାରେ ରାଜ୍ୟରେ ୨୬୩ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୯୬୨ ରେ ପହଁଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରେଣ୍ଟାଇନର ହୋଇଥିବା…

ଆନ୍ଦୋଳନକୁ ପ୍ରଭାବହୀନ କରିବାକୁ ବିଜେଡ଼ି ଚକ୍ରାନ୍ତ କରୁଛି: ଜୟଦେବ ଜେନା

ଭୁବନେଶ୍ୱର: ରାଜ୍ୟରେ କଂଗ୍ରେସର ୬ଘଣ୍ଟିଆ ହରତାଳ। ମମିତା ମେହେରଙ୍କୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ହରତାଳ କରାଯାଉଛି। ଧାରଣାରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ଜୟଦେବ ଜେନା। ଏନେଇ ସେ ପ୍ରତିକ୍ରିୟା ରଖି କହିଛନ୍ତି, ଆଜିର ଆନ୍ଦୋଳନର ପ୍ରଭାବ ପଡ଼ିଛି।…

ଓଡ଼ିଶାର କିଛି ଜିଲ୍ଲାରେ କୋହଲା ପାଗ ସହ ହାଲୁକା ବର୍ଷା, ୧୩ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ରହିଛି। ଯାହା ଫଳରେ ଓଡ଼ିଶାର ଜିଲ୍ଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଗଜପତି ଜିଲ୍ଲାରେ ପାଗ କୋହଲା ରହିବା…

ଚିତ୍ରକଳା ଜରିଆରେ ଶିଳ୍ପୀଙ୍କ ସଚେତନତା

ଭୁବନେଶ୍ୱର : ଆଜିର ଶିଶୁ ହେଉଛନ୍ତି କାଲିର ଭବିଷ୍ୟତ। ଆଉ ଭବିଷ୍ୟତ ଗଢିବା ପାଇଁ ଦରକାର ଶିକ୍ଷା। ତେବେ ଯୁଗ ଆଗକୁ ବଢିବା ସହିତ ଶିକ୍ଷାର ପ୍ରସାର ପ୍ରଚାର ବି ହେଉଛି। ହେଲେ ବହୁ ଶିଶୁଙ୍କ ଭବିଷ୍ୟତ କିନ୍ତୁ ରହିଯାଉଛି ଅନ୍ଧାରରେ । ଦିନକୁ ଦିନ ଶିଶୁ ଶ୍ରମିକ ପ୍ରଥା ବି ବଢି ଚାଲିଛି । ତେବେ…

ବିଜେପି ସହ କଂଗ୍ରେସ ହାତ ମିଶାଇ ଶସ୍ତା ରାଜନୀତି କରୁଛି : ବିଜେଡି

ଭୁବନେଶ୍ୱର : ବିଜେଡି ପୁଣି କଂଗ୍ରେସ ଓ ବିଜେପି ଉପରେ ବର୍ଷିଛି । ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆସନ୍ତାକାଲି କଂଗ୍ରେସ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି । ସକାଳ ୬ ଟାରୁ ଦିନ ୧୨ ଟା ଯାଏଁ ବନ୍ଦ ପାଳନ କରିବ କଂଗ୍ରେସ । ଏହାକୁ ନେଇ…

ଓଡ଼ିଶା ବନ୍ଦ ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର: ନଭେମ୍ବର ୧୨ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ପାଇଁ ଲୋକସେବା ଭବନରେ କଡ଼ାସୁରକ୍ଷା ବ୍ୟବସ୍ଥା କରାଯାଇଛି। କଡ଼ା ସୁରକ୍ଷା ପାଇଁ ଗୃହ ବିଭାଗର ସ୍ବତନ୍ତ୍ର ସଚିବଙ୍କ ନିର୍ଦ୍ଦେଶ ହୋଇଛି। ସମସ୍ତ କର୍ମଚାରୀଙ୍କୁ ସକାଳ ସାଢ଼େ ୯ଟା ସୁଦ୍ଧା କାର୍ଯ୍ୟାଳୟ ପହଞ୍ଚିବା ପାଇଁ…

ଚଳିତମାସ ୧୯ରେ ଦୃଶ୍ୟମାନ ହେବ ଶତାଦ୍ଦୀର ଦୀର୍ଘତମ ଆଶିଂକ ଚନ୍ଦ୍ର ଗ୍ରହଣ

ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ଶତାଦ୍ଦୀର ଦୀର୍ଘତମ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ହେଲେ ଭାରତକୁ ଏହା ଦୃଶ୍ୟମାନ ହେବ ନାହିଁ । ଚନ୍ଦ୍ର ଗ୍ରହଣ ଭାରତୀୟ ସମୟ ସକାଳ ୧୧.୩୨ ରେ ଆରମ୍ଭ ହେବ । ଏହି ସମୟରେ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବ । ଏହା ପରେ ଦିନ ୧୨.୪୮ରେ ଚନ୍ଦ୍ରଛାୟାରେ ପ୍ରବେଶ…

ଜୁନିଅର ହକି ବିଶ୍ୱକପ୍ ପାଇଁ ଭାରତୀୟ ଟିମ୍ ଘୋଷଣା: ସ୍ଥାନ ପାଇଲେ ୩ ଓଡିଆ ଖେଳାଳୀ

ଭୁବନେଶ୍ୱର : ନଭେମ୍ବର ୨୪ ତାରିଖରୁ ଭୁବନେଶ୍ୱରରେ ଜୁନିଅର ହକି ବିଶ୍ୱକପ ଆରମ୍ଭ ହେବ । ଏଥିପାଇଁ ଭାରତୀୟ ଦଳର ତାଲିକା ଘୋଷଣା କରାଯାଇଛି । ପୁରୁଷ ଜୁନିଅର ହକି ବିଶ୍ୱକପ ପାଇଁ ଏଫଆଇଏଚ ମୋଟ୍ ୧୮ ଜଣ ଖେଳାଳୀଙ୍କ ନାଁ ଘୋଷଣା କରିଛି । ଏଥିରେ ୩ ଜଣ ଓଡିଆ ଖେଳାଳୀ ସ୍ଥାନ ପାଇଛନ୍ତି। ଓଡ଼ିଶାର…