Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନବୀନ-ଜଗନ ଆଲୋଚନା ଶେଷ, ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର : ନବୀନ-ଜଗନ ଆଲୋଚନା ଶେଷ ହୋଇଛି । ଲୋକସେବା ଭବନରେ ଉଭୟ ଓଡ଼ିଶା ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଜଳ ସମ୍ପଦ, ସୀମା ବିବାଦ, ଶକ୍ତି ସହ ନକ୍ସଲ ପ୍ରସଙ୍ଗରେ ଆଲୋଚନା ହୋଇ ମାତ୍ର କେଇ ମିନିଟ୍ ମଧ୍ୟରେ ଏହି ଆଲୋଚନା…

[ଭିଡ଼ିଓ] ଓଡ଼ିଶାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ

ଭୁବନେଶ୍ୱର: ଓଡ଼ିଶାରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀ । ଭୁବନେଶ୍ୱର ବିମାନବନ୍ଦରରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କୁ ଓଡ଼ିଶା ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଛି । ବିମାନବନ୍ଦରରୁ ସିଧା ରାଜ୍ୟ ଅତିଥି ଭବନ ପରେ ଲୋକସେବା ଭବନ ପହଞ୍ଚିଛନ୍ତି ଆନ୍ଧ୍ରପ୍ରଦେଶ…

[ଭିଡିଓ] ମଡ୍ ବାଥ୍‌କୁ ନେଇ କ’ଣ କହିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର: ଚର୍ଚ୍ଚାରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଖାସ ମାଟି ସ୍ନାନ ବା ମଡ୍ ବାଥ୍‌କୁ ନେଇ ସାଧାରଣ ଜନତାଙ୍କ ପାଖରେ ବାଣ୍ଟିଛନ୍ତି ନିଜ ଅନୁଭୂତି । ସୋସିଆଲ ମିଡିଆରେ ଏକ ଭିଡିଓ ସେୟାର କରିବା ସହ ସେ ମାଟି ସ୍ନାନର ଉପକାରିତା ବଖାଣିଛନ୍ତି । ବାଚସ୍ପତିଙ୍କ ଅନୁଯାୟୀ ବରଗଛ…

ରିଲିଜ୍ ଅପେକ୍ଷାରେ ଓଲିଉଡ ଫିଲ୍ମ “କଟକ ୱେଡ୍ସ ସମ୍ବଲପୁର”

ଭୁବନେଶ୍ୱର: ଓଲିଉଡ ବକ୍ସ ଅଫିସ୍ ଫାଇଟରେ ଖୁବଶୀଘ୍ର ସାମିଲ ହେବାକୁ ଯାଉଛି ରୋମାଣ୍ଟିକ ମୁଭି କଟକ ୱେଡ୍ସ ସମ୍ବଲପୁର । ଏଥିରେ ଲିଡ୍ ପେୟାର ଭାବେ ନଜର ଆସିବେ ସମ୍ବିତ ଆଚାର୍ଯ୍ୟ ଓ ନବାଗତା ସୁସ୍ମିତା ପ୍ରଧାନ । ବାପି ଡେଭିଡଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ବହୁ ଜଣାଶୁଣା କଳାକାରଙ୍କୁ…

ଆସୁଛି ଓଲିଉଡ ଫିଲ୍ମ “ଧରମା ରେ” ବିଶୁ ମହାରଣା ଅବତାରରେ ସମ୍ବିତ ଆଚାର୍ଯ୍ୟ

ଭୁବନେଶ୍ୱର: ଆଧୁନିକତାର ଛାପ ଓ ନକଲ ଛାଡି ଓଡିଶାର ଐତିହ୍ୟ ଓ ପରମ୍ପରା ଉପରେ ମନୋନିବେଶ କରିଛି ଓଲିଉଡ ଜଗତ । ଆଗାମୀ ଦିନରେ ଖୁବଶୀଘ୍ର ଓଡିଶାର ପୁରାତନ କୋଣାର୍କ ମନ୍ଦିର ଉପରେ ଆଧାରିତ ଏକ ଐତିହାସିକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି । ଫିଲ୍ମର ଟାଇଟଲ ରହିଛି “ଧରମା ରେ” । ଏଥିରେ ଧରମା…

ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ କର୍ପୋରେସନର ଡ଼େପୁଟି ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ୍ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନ ଲିମିଟେଡ଼ର ଡ଼େପୁଟି ମ୍ୟାନେଜର। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ ଜିଲ୍ଲାର ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।…

ଆଜି ନବୀନ ପଟ୍ଟନାୟକ ଓ ଜଗନମୋହନ ରେଡ୍ଡୀଙ୍କ ମଧ୍ୟରେ ହେବ ଆଲୋଚନା

ଭୁବନେଶ୍ୱର: ଆଜି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ହେବ ଜଗନମୋହନଙ୍କ ଦ୍ୱିପାକ୍ଷିକ ବୈଠକ। ଆଜି ସନ୍ଧ୍ୟା…

ଭୁବନେଶ୍ୱର ବିମାନ ବନ୍ଦରରେ ଏରୋବ୍ରିଜ ଉଦଘାଟନ କଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ଏରୋବ୍ରିଜ ଉଦଘାଟନ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ସାଂସଦ  ଅପରାଜିତା ଷଡଙ୍ଗୀ ଏରୋବ୍ରିଜ ଉଦଘାଟନ କରିଛନ୍ତି । ଆନ୍ତର୍ଜାତୀୟ ବିମାନ ବନ୍ଦରରେ ୫ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ୨ ଟି ଏରୋବ୍ରିଜ ନିର୍ମାଣ ହୋଇଛି। ଏହି ବ୍ରିଜ…

ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍

ଭୁବନେଶ୍ୱର: ଆସନ୍ତାକାଲି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ ଏସ୍ ଜଗନମୋହନ ରେଡ୍ଡୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି କହିଛନ୍ତି, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓଡ଼ିଶାର…

ମମିତା ହତ୍ୟାକାଣ୍ଡକୁ ନେଇ ପୁଣି ବିଜେଡିକୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ୱର : ମମିତା ହତ୍ୟାକାଣ୍ଡକୁ ନେଇ ବିଜେଡିକୁ ଟାର୍ଗେଟ କରିଛି କଂଗ୍ରେସ । କଳାହାଣ୍ଡି ଗସ୍ତ ପୂର୍ବରୁ ବିଜୁ ଜନତା ଦଳ ମୁଖପାତ୍ର ଦୁଇଟି ବହୁ ଚର୍ଚ୍ଚିତ ଘଟଣା ଉପରେ ଭିଡିଓ ଗଣମାଧ୍ୟକୁ ଦେଖାଇ ବିଜୁ ଜନତା ଦଳ ନାରୀ ବିରେଧୀ ନୁହେଁ ବୋଲି କହିବାକୁ ଚେଷ୍ଟା କରିବା ଅତ୍ୟନ୍ତ ହାସ୍ୟସ୍ପଦ…