Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପଞ୍ଚାୟତ ନିର୍ବାଚନ ପାଇଁ ଡିସେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି । ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୪ରେ ଚୁଡାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯିବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ…

ପଞ୍ଜୁରୀରୁ ଉଦ୍ଧାର ହେଲା ନାଗ ସାପ

ଭୁବନେଶ୍ୱର: ପଞ୍ଜୁରୀରେ ଫସିଲା ନାଗ ସାପ। ପୁରୁଣା ଭୁବନେଶ୍ୱରର ଭୀମ ଟାଙ୍ଗି ଅଞ୍ଚଳରୁ ଜଣଙ୍କ ଘରୁ ପୁଣି ଏକ ନାଗ ସାପ ଉଦ୍ଧାର କରାଯାଇଛି। ସାପଟି ପଞ୍ଜୁରୀରେ ପଶି ଚଢ଼େଇ ଖାଇଦେଇଥିଲା। ହେଲେ ସେଠାରୁ ବାହାରିପାରିନଥିଲା। ନାଗ ସାପର ଲମ୍ବ ପ୍ରାୟ ଅଢ଼େଇ ଫୁଟ ହେବ। ଭୀମ ଟାଙ୍ଗି ଅଞ୍ଚଳର…

ଜୋତା ଭିତରେ ଲୁଚିଥିଲା ନାଗ

ଭୁବନେଶ୍ୱର : ଜୋତା ଭତରେ ଲୁଚିଥିଲା ନାଗ ସାପ । ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନୀରେ ଜୋତା ଭିତରୁ ୨ ଫୁଟ ଲମ୍ବର ନାଗ ସାପକୁ ଉଦ୍ଧାର କରାଯାଇଛି । ରବୀନ୍ଦ୍ର ସ୍ୱାଇଁ ନାମକ ଜଣେ ବ୍ୟକ୍ତିଙ୍କ ଜୋତା ଷ୍ଟାଣ୍ଡ ତଳେ ଏକ ସାପ ପଶିଥିଲା । ପରେ ସାପଟି ଯାଇ ଯୋତା ଭିତରେ ରହିଯାଇଥିଲା ।…

ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସମ୍ଭାବନା , ପୁଣି ବର୍ଷିବ

ଭୁବନେଶ୍ୱର: ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ଶୁକ୍ରବାର ଦିନ ସୁମାତ୍ରା ଦ୍ବୀପ…

ନିର୍ବାଚନ ଆସିଲେ ବିରୋଧୀଙ୍କର ନାରୀ ସୁରକ୍ଷା କଥା ମନେପଡେ : ସସ୍ମିତ ପାତ୍ର

ଭୁବନେଶ୍ୱର: ମମିତା ମେହେର ହତ୍ୟା କାଣ୍ଡକୁ ନେଇ ରାଜ୍ୟରେ ରାଜନୀତି ଚାଲିଥିବା ବେଳେ। ଆଜି ଏହି ଘଟଣାକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ପ୍ରେସମିଟ କରାଯାଇଛି । ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ସିଧାସଳଖ ଏହି ଘଟଣାକୁ ନେଇ ବିଜେପି ଓ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ନିର୍ବାଚନ ଆସିଲେ…

ମମିତା ହତ୍ୟାକାଣ୍ଡ ଘଟଣାରେ ଗୃହ ରାଷ୍ଟ୍ର ମନ୍ତ୍ରୀ ଇସ୍ତଫା ଦିଅନ୍ତୁ: କଂଗ୍ରେସ

ଭୁବନେଶ୍ବର : ମମିତା ମେହେର ହତ୍ୟାକାଣ୍ଡ ଘଟଣା । ସମ୍ବେଦନଶୀଳ ପ୍ରସଙ୍ଗ ହୋଇଥିଲେ ବି ମୁଖ୍ୟ ଅଭିଯୁକ୍ତଙ୍କୁ ଖସାଇବା ପାଇଁ ଚେଷ୍ଟା କରୁଛି ପୋଲିସ । ସମ୍ବାଦିକ ସମ୍ମିଳନୀରେ ଏମିତି ଅଭିଯୋଗ ଆଣିଛନ୍ତି କଂଗ୍ରେସ ମୁଖପାତ୍ର ନିଶିକାନ୍ତ ମିଶ୍ର । ଏପରିକି ଗୃହରାଷ୍ଟ୍ର ମନ୍ତ୍ରୀଙ୍କ ସହ ବିବାଦରେ…

DRDO ଗୁପ୍ତତଥ୍ୟ ଚୋରି ମାମଲାରେ ମୁମ୍ବାଇ ଲିଙ୍କ୍

ଭୁବନେଶ୍ୱର: ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଗୁପ୍ତ ତଥ୍ୟ ଲିକ୍ ଘଟଣା  ।  ଏବେ ମୁମ୍ବାଇ ଲିଙ୍କ୍ ସମାନକୁ ଆସିଛି । ୫ ଜଣ ଗିରଫ ହେବା ଘଟଣାରେ ସାମ୍ନାକୁ ଆସିଛି ନୂଆ ତଥ୍ୟ । ଏହି ଘଟଣାରେ ଆଉ ଜଣେ ମହିଳାଙ୍କ ସମ୍ପୃକ୍ତି ଥିବା ନେଇ ସୂଚନା ମିଳିଥିବା କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ…

ଶ୍ରୀଜଗନ୍ନାଥ ସଂସ୍କୃତିକୁ ଅସମ୍ମାନ ପ୍ରତିବାଦରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥଙ୍କ ନାଁ କୁ ବିଜେପି ପକ୍ଷରୁ ଭୁଲ ଲେଖାଯିବାକୁ ବିରୋଧ କରିଛି ବିଜେଡି । ଏନେଇ ମାଷ୍ଟର କ୍ୟାଣ୍ଟିନ ଛକ ନିକଟରେ ବିଜୁ ଜନତା ଦଳ ପକ୍ଷରୁ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଙ୍କ କୁଶ ପୁତ୍ତଳିକା ଦାହ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି…

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକ

ଭୁବନେଶ୍ୱର : ନିର୍ବାଚନ କମିସନଙ୍କ କାର୍ଯ୍ୟାଳୟରେ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଏହି ବୈଠକରେ ଛଅଟି ଏଜେଣ୍ଡା ଉପରେ ଆଲୋଚନା ହୋଇଥିବାର ସୂଚନା ମିଳିଛି । ମଦମୁକ୍ତ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ଏହି ବୈଠକରେ ପ୍ରସ୍ତାବ ଦେଇଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ଜୋରଦାର ବିରୋଧ କରାଯିବ : ବିଜେପି

ଭୁବନେଶ୍ୱର : ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗକୁ ନେଇ ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ଆସନ୍ତା ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ  ବିଜେପି ଜୋରଦାର ବିରୋଧ କରିବା ନେଇ ଚେତାବନୀ ଦେଇଛି। ୮ ତାରିଖ ମୁଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ସାମାଜିକ…