Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଆଜି ପବିତ୍ର ଧନତେରାସ : ସୁନା କିଣିବାକୁ ଦୋକାନରେ ଗ୍ରାହକଙ୍କ ଭିଡ

ଭୁବନେଶ୍ୱର : ଆଜି ପବିତ୍ର ଧନତେରାସ ଓ କାର୍ତ୍ତିକ ତ୍ରୟୋଦଶୀ । ଏହି ପବିତ୍ର ଦିନରେ ସୁନା ବା ରୂପା କିଣିଲେ ପରିବାରର ସୁଃଖ ସମୃଦ୍ଧି ବୃଦ୍ଧିର ବିଶ୍ୱାସ ରହିଥିବାରୁ ଲୋକ ଗହଣା ଦୋକାନରେ ଭିଡ ଜମାଇଛନ୍ତି । ଆଉ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଆକର୍ଷଣୀୟ ଅଫର ଦେଉଛନ୍ତି ଗହଣା…

ମନ୍ଦିରମାଳିନୀ ଭୁବନେଶ୍ୱରରୁ ଓ ଗୋଲାପୀ ସହର ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ରାଜସ୍ଥାନର ଜୟପୁରକୁ ଆରମ୍ଭ ହେବ ବିମାନ ସେବା। ଏଥିପାଇଁ ପୂର୍ବରୁ ସେପ୍ଟେମ୍ବର ୧୭ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖିଥିଲେ। ଏହାପରେ ନଭେମ୍ବର ୨ରୁ…

ଭିଜିଲାନ୍ସ ଜାଲରେ ନିମାପଡ଼ା ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ନିମାପଡ଼ା ତହସିଲଦାର ତଥା ଇନଚାର୍ଜ ସବ୍ ରେଜିଷ୍ଟର। ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ନିମାପଡ଼ା ତହସିଲଦାର ରାମ ଚନ୍ଦ୍ର ଜେନାଙ୍କ ଘରେ ସକାଳ ୫ଟା ସମୟରେ ଚଢ଼ାଉ କରାଯାଇଛି। ତହସିଲଦାରଙ୍କ କାର୍ଯ୍ୟାଳୟ ଚଢ଼ାଉବେଳେ ତାଙ୍କୁ ଅଟକାଇ…

ଭିଜିଲାନ୍ସ ଜାଲରେ ମହାବିରୋଡ଼ ଫାଣ୍ଡି ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଢ଼େଙ୍କାନାଳ ଜିଲ୍ଲାର ମହାବିରୋଡ଼ ଫାଣ୍ଡି ଅଧିକାରୀ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲଙ୍କ ୭ଟି ଘର ଓ ଫାର୍ମ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ସୂଚନା ଅନୁଯାୟୀ, ପରଜଙ୍ଗ ପୁଲିସ ଥାନା ଅଧିନରେ ଥିବା…

ଆଜିଠାରୁ ‘ହର ଘର ଦସ୍ତକ’ ଅଭିଯାନ

ଭୁୁବନେଶ୍ୱର:ଟିକାକରଣ ଅଭିଯାନକୁ ବୃଦ୍ଧି କରିବା ପାଇଁ ଆଜିଠାରୁ ହର ଘର ଦସ୍ତକ ଅଭିଯାନ ଆରମ୍ଭ ହେବ। କରୋନା ମହାମାରୀକୁ ହରାଇବା ନେଇ ରାଜ୍ୟରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେଉଛି। ଘରକୁ ଘର ଯିବେ ସ୍ୱାସ୍ଥ୍ୟ କର୍ମୀ। ପରିବାରର କେଉଁ କେଉଁ ସଦସ୍ୟ ଟିକା ନେଇ ନାହାନ୍ତି। ଯଦି ନେଇଛନ୍ତି ଉଭୟ…

ଆରଟିଓର ନୂଆ ବିଲ୍ଡିଂ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ବ୍ୟବସ୍ଥାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆରଟିଓର ନୂତନ ବିଲ୍ଡିଂ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ଉଦଘାଟିତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)୧ର ନୂତନ ଭବନ ଓ ସ୍ମାର୍ଟ କ୍ୟୁ ମ୍ୟାନେଜମେଣ୍ଟ ବ୍ୟବସ୍ଥା ଉଦଘାଟନ କରିଛନ୍ତି।୩.୯୮ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି…

ଆଜିଠୁ ଭୋଟର ତାଲିକା ସଂଶୋଧନ ପକ୍ରିୟା ଆରମ୍ଭ, ଅନଲାଇନରେ କରିପାରିବେ ଆବେଦନ

ଭୁବନେଶ୍ୱର: ଆଜିଠୁ ଭୋଟରତାଲିକା ସଂଶୋଧନ ପକ୍ରିୟା ଆରମ୍ଭ ।୩୦ ତାରିଖ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ଯେଉଁମାନଙ୍କ ନାଁ ଭୋଟର ଲିଷ୍ଟରେ ନଥିବା କିମ୍ବା ଯେଉଁ ବ୍ୟକ୍ତିମାନେ ଭୋଟର ଲିଷ୍ଟରେ ସଂଶୋଧନ କରିବାକୁ ଚାହୁଁଥିବେ ସେମାନେ ସଂଶୋଧନ କରିପାରିବେ। ଯେଉଁମାନେ ଭୋଟର ତାଲିକାରୁ ନାଁ…

ଆସିଲା ପୂର୍ବତନ କନେଷ୍ଟବଳଙ୍କ ସମ୍ପତ୍ତି ତାଲିକା: ୬କୋଟି,୯୭ଲକ୍ଷ ୧୫ହଜାର ଟଙ୍କା ସମ୍ପତ୍ତି ଜବତ

ଭୁବନେଶ୍ୱର: ଆସିଲା ପୂର୍ବତନ କନେଷ୍ଟବଳଙ୍କ ସମ୍ପତ୍ତି ତାଲିକା। ଓଡ଼ିଶା ଭିଜିଲାନ୍ସ ଚଢ଼ାଉ କରିଥିବାବେଳେ ପ୍ରସନ୍ନ ବେହେରାଙ୍କ ୬,୯୭,୧୫,୦୫୭ହଜାର ଟଙ୍କା ସମ୍ପତ୍ତି ଜବତ କରାଯାଇଛି। ଯାହାକି ତାଙ୍କ ଆୟଠାରୁ ୨୨୧ ପ୍ରତିଶତ ଅଧିକ ସମ୍ପତ୍ତି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଆଜିଠୁ ୟୁଜି ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ। କୋଭିଡ଼୍ କଟକଣା ସହ ପାଠପଢ଼ା ଆରମ୍ଭ ହେବାକୁ ଯାଉଛି। ୨୦୨୧-୨୨ଶିକ୍ଷାବର୍ଷରେ ନାମ ଲେଖାଇଥିବା ପ୍ରଥମ ବର୍ଷ ସ୍ନାତକ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ ହେବ। ଉଚ୍ଚଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ…

ମମିତା ମେହେର ମର୍ଡର କେସ୍ : ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୁନି ଝିଅର ଚିଠି

ଭୁବନେଶ୍ୱର:  ମମିତା ମେହେର ମର୍ଡର କେସ୍ରେ  ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୁନି ଝିଅର ଚିଠି । ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ଦେବାକୁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି କୁନି ଝିଅ । ଭୁବନେଶ୍ୱରର ୮ବର୍ଷର ପିହୁ ପ୍ଲାକାର୍ଡ ଧରି ନିଜ ବାପାଙ୍କ ସହ ସାଇକେଲରେ…