Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମମିତା ମେହେର ହତ୍ୟାକାଣ୍ଡ ଘଟଣା: ଜୋର୍ ଧରିଲା ଦିବ୍ୟଶଙ୍କରଙ୍କ ଇସ୍ତଫା ଦାବି

ଭୁବନେଶ୍ୱର: ମମିତା ମେହେର ହତ୍ୟାକାଣ୍ଡ ଘଟଣା । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିକୁ ଜୋରଦାର କରିଛି ପ୍ରଦେଶ କଂଗ୍ରେସ । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ସହ ଦିବ୍ୟ ଶଙ୍କର ମିଶ୍ରଙ୍କ ସହ ବିଜେଡ଼ି ସରକାରର ବହୁ ନେତା ଓ ଅଧିକାରୀଙ୍କ ବିବାଦୀୟ ସଂପର୍କରେ ତଥ୍ୟ ପ୍ରମାଣ କଂଗ୍ରେସ…

‘ଅଭ୍ୟାସ’ର ସଫଳ ପରୀକ୍ଷଣ: DRDOକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚାନ୍ଦିପୁର ଆଇଟିଆରରୁ ‘ଅଭ୍ୟାସ’ ଡ୍ରୋନର ପରୀକ୍ଷଣ ସଫଳ ହୋଇଛି । ଏ ନେଇ ଡିଆରଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପରୀକ୍ଷଣ ଦେଶର ପ୍ରତିରକ୍ଷା ବ୍ୟବସ୍ଥାକୁ ଆହୁରି ଅଧିକ ସଶକ୍ତ କରିବ ବୋଲି ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି । । ‘ଅଭ୍ୟାସ’କୁ…

କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ

ଭୁବନେଶ୍ୱର: କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ସାଂସଦ ପ୍ରଦୀପ ମାଝୀ ଇସ୍ତଫା ଦେଇଛନ୍ତି । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ପ୍ରଦୀପ ଇସ୍ତଫା ଦେଲେ । ସେ ନିଜର ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ…

କମ୍ପିବ କଳିଙ୍ଗ ଷ୍ଟାଡିୟମ୍, ୨୪ରୁ ବିଶ୍ୱ କପ୍

ଭୁବନେଶ୍ବର: କମ୍ପିବ କଳିଙ୍ଗ ଷ୍ଟାଡିଅମ୍, ୨୪ରୁ ବିଶ୍ୱ କପ୍ ଆରମ୍ଭ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଆସନ୍ତା ମାସ ୨୪ ତାରିଖରୁ ଆରମ୍ଭ ହେବ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ । ସମସ୍ତ ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ବିଶ୍ୱକପ୍‌ର…

ଆଜିଠୁ ଏକାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ, ସ୍କୁଲ ଆସିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: କରୋନା ମହାମାରୀ ଭିତରେ ଆଜିଠୁ ଆରମ୍ଭ ହେଲା ଏକାଦଶ ଶ୍ରେଣୀ ପାଠପଢ଼ା । ୧୮ମାସ ପରେ ସ୍କୁଲ ଆସିଲେ ଛାତ୍ରଛାତ୍ରୀ। କୋଭିଡ଼ କଟକଣାରେ ସକାଳ ୧୦ଟାରୁ ଦିନ ୧ଟା ୩୦ ଯାଏଁ ପାଠପଢ଼ା ହୋଇଥିଲା। ଶ୍ରେଣୀ ଗୃହରେ ଚୌକି, ବେଞ୍ଚ, ଲାଇବ୍ରେରୀ, ଲାବ୍ରୋଟୋରୀ, ଶୌଚାଳୟ ଆଦିକୁ ବିଶୋଧନ…

କମିବ ବର୍ଷାର ପ୍ରଭାବ, ୨୨ରୁ ପଡ଼ିବ ଶୀତ

ଭୁବନେଶ୍ୱର: କମିବ ବର୍ଷାର ପ୍ରଭାବ । ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଏବେ ଜାରି ରହିଛି । ଏହି ଧାରା ଅବ୍ୟାହତ ରହିଲେ ଆସନ୍ତା ଅକ୍ଟୋବର ୨୩ ତାରିଖ ସୁଦ୍ଧା ସମଗ୍ର ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ରୂପେ ବିଦାୟ ନେବ ।…

୩ ମୋବାଇଲ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ପୋଲିସ୍

ଭୁବନେଶ୍ୱର: ଖଣ୍ଡଗିରି ପୋଲିସ୍ ହାତରେ ମୋବାଇଲ ଲୁଟେରା। ଖଣ୍ଡଗିରି ଥାନା ଅଞ୍ଚଳରୁ ୩ଜଣ ମୋବାଇଲ ଲୁଟେରାକୁ ଗିରଫ କଲା ପୋଲିସ୍। ସେମାନଙ୍କ ନିକଟରୁ ୫୧ଟି ମୋବାଇଲ ଫୋନ୍ ସହିତ ଗୋଟିଏ ବାଇକ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଭରତପୁରର ସାଗର ପୁନ, ଆଇଁଗିଣିଆର ଦୀପ୍ତି ଚାନ୍ଦ,…

ମମିତା ମେହେର ହତ୍ୟା ମାମଲା: ୧୫ ଦିନ ମଧ୍ୟରେ ରିପୋର୍ଟ ତଲବ ନିର୍ଦ୍ଦେଶ

ଭୁବନେଶ୍ୱର: ମମିତା ମେହେର ହତ୍ୟା ମାମଲା ।  ଘରୋଇ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା । ଘଟଣାକୁ ନେଇ ସେ ଦୁଃଖ ପ୍ରକାଶ କରିବା ସହ କଳାହାଣ୍ଡି ଓ ବଲାଙ୍ଗୀର ଏସ୍‌ପିଙ୍କୁ ଏ ସମ୍ପର୍କରେ ରିପୋର୍ଟ ତଲବ…

ବିଜେଡ଼ିରେ ମିଶିଲେ କୈଳାସ କୁଲେସିକା

ଭୁବନେଶ୍ୱର: ବିଜେଡ଼ିରେ ମିଶିଲେ କୈଳାସ କୁଲେସିକା। କିଛିଦିନ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଥିଲେ। ୨୦୧୪-୧୯ ଯାଏ ସେ ଲକ୍ଷ୍ମୀପୁରରୁ କଂଗ୍ରେସ ବିଧାୟକ ଥିଲେ। ତେବେ ଆଜି ବିଧିବଦ୍ଧଭାବେ ବିଜେଡ଼ିରେ…

କାଠଯୋଡ଼ି ପୋଲ ଉପରୁ ନଦୀକୁ ଡେଇଁଲେ ଯୁବକ

ଭୁବନେଶ୍ୱର: ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ । କାଠଯୋଡ଼ି ବ୍ରିଜ୍ ଉପରୁ ନଦୀ ଭିତରକୁ ଡେଇଁଲେ ଜଣେ ଯୁବକ । ଭୁବନେଶ୍ୱର-କଟକ ରାସ୍ତାରେ ସ୍କୁଟି ରଖି ମହିଳା ନଦୀ ଉତରକୁ ଡେଇଁଛନ୍ତି । ଯୁବକ ଜଣକ ଖାରବେଳ ନଗର ୟୁନିଟ୍‌-୩ ଅଞ୍ଚଳରେ । ତାଙ୍କ ନାଁ ସପନ କୁମାର ବେହେରା ଓ ବୟସ ୨୯…