Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ହେଲେ ମିର୍ଦ୍ଧା ଟପ୍ପୋ

ଭୁବନେଶ୍ବର: ରଥଯାତ୍ରା ପରିଚାଳନାକୁ ନେଇ ଉଠୁଥିବା ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ସଚିବ ନିଯୁକ୍ତି ପାଇଛନ୍ତି । ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ସେ ପୂର୍ବରୁ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ ।…

ମା’ ହେଲା ହଳଦିଆ ରଙ୍ଗର ଆନାକୋଣ୍ଡା, ୭ଶାବକଙ୍କୁ ଦେଲା ଜନ୍ମ

ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀଉଦ୍ୟାନରେ ବୃଦ୍ଧି ହେଲା ପୃଥିବୀର ସବୁଠାରୁ ବୃହତମ ତଥା ଭୟଙ୍କର ସାପର ପରିବାର । ରବିବାର ପ୍ରାଣୀ ଉଦ୍ୟାନର ସରୀସୃପ ସାରଣୀରେ ହଳଦିଆ ଆନାକୋଣ୍ଡା ୭ଟି ଛୁଆ ଜନ୍ମ ଦେଇଛି । ଏହି ନୂଆ ଛୁଆଙ୍କୁ ମିଶାଇ ଚିଡ଼ିଆଖାନାରେ ହଳଦିଆ ଆନାକୋଣ୍ଡା ସଂଖ୍ୟା ୧୪କୁ ବୃଦ୍ଧି…

ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ନିଯୁକ୍ତ ହେବେ ‘ଶିଶୁ ସେବିକା’

ଭୁବନେଶ୍ୱର: ରାଜ୍ୟର ଶିଶୁବାଟିକା ଗୁଡ଼ିକରେ ‘ଶିଶୁ ସେବିକା’ ନିୟୋଜିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା…

ଆସନ୍ତା ୩ ଦିନ ପ୍ରବଳ ବର୍ଷିବ!, ଆଜି ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ରବିବାର ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେବ । ଫଳରେ ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଳାରେ…

‘ଆସନ୍ତାକାଲି ଠାରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ’

ଭୁବନେଶ୍ୱର: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ.ବି ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ଅର୍ଥାତ୍ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧…

ରଥଯାତ୍ରା ସମୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜିରୋ କାଜୁଆଲଟି ଲକ୍ଷ୍ୟ ହାସଲ କରିଛି

ଭୁବନେଶ୍ବର: ଚତୁର୍ଦ୍ଧାମୂରତିଙ୍କ ମାନବୀୟ ଲୀଳାର ନିଦର୍ଶନ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ସାମୁହିକ ପ୍ରଚେଷ୍ଟାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବାସ୍ଥ୍ୟ ଜନିତ ଜିରୋ କାଜୁଆଲଟି ଲକ୍ଷ୍ୟ ହାସଲ କରିଛି । ସେଥିପାଇଁ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ସ୍ବାସ୍ଥ୍ୟ ଓ ପରିବାର…

କେଉଁ ଭିଆଇପିଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କୁ ଅପେକ୍ଷା କରିବାକୁ ପଡୁଛି: ଭକ୍ତ ଦାସ

ଭୁବନେଶ୍ଵର: ରଥଯାତ୍ରାରେ ରାଜ୍ୟ ସରକାର ସ୍ୱୀକୃତିପ୍ରାପ୍ତ ଓ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରଥଯାତ୍ରା ଖବର ସଂଗ୍ରହ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିବା ବେଳେ ପୋଲିସ ଆକ୍ରମଣରେ ୭ରୁ ଊର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି । ଜଣେ ମହିଳା ସାମ୍ବାଦିକ ହାତରେ ୨୦ ଷ୍ଟିଜ୍ ପଡିଛି । ଏପରି…

ବିଏଡ୍‍, ବିଏଚଏଡ୍‍ ଓ ଏମ.ଏଡ୍‍ ପ୍ରବେଶିକା ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: ୨୦୨୫-୨୬ ଶିଷା ବର୍ଷରେ ବିଏଡ୍‍, ବିଏଚଏଡ୍‍ ଓ ଏମ.ଏଡ୍‍ ବିଷୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ପ୍ରକ୍ରିୟାକୁ ସ୍ଥଗିତ କରାଯାଇଛି । ଖୁବଶୀଘ୍ର ରାଜ୍ୟ ଚୟନ ବୋର୍ଡ (ଏସଏସବି) ପକ୍ଷରୁ ନୂଆ ତାରିଖ ଘୋଷଣା ହେବ । ପ୍ରବେଶିକା ପରୀକ୍ଷାରେ ଅନିୟମିତତା ନେଇ ଅଭିଯୋଗ ହେବା ପରେ…

ଆଗକୁ ବଡ ବର୍ଷା! ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା…

ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ

ଭୁବନେଶ୍ବର: ପରଲୋକରେ ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି । ମୁଣ୍ଡରେ ଆଘାତ ଲାଗିବା କାରଣରୁ ହଠାତ୍ ଆଜି ଆକସ୍ମିକ ଭାବେ ତାଙ୍କର ପରଲୋକ ଘଟିଛି । ସେ ପ୍ରଥମେ ଓଡ଼ିଆ ସିନେମା ‘ସମର ସଲିମ୍ ସାଇମନ୍’ରେ ଅଭିନୟ କରିଥିଲେ । ଏହି ସିନେମାର ଗୀତ ପାଇଁ ବେଶ ଚର୍ଚ୍ଚାରେ ରହିଥିଲା…