Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ସ୍କ୍ରାପ ପଲିସି କାର୍ଯ୍ୟକାରୀ ନେଇ ନିଷ୍ପତ୍ତି ହୋଇନାହିଁ: ପରିବହନ ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ରର ସ୍କ୍ରାପ ପଲିସି ନେଇ ରାଜ୍ୟ ସରକାର ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇନାହାଁନ୍ତି  ବୋଲି ମନ୍ତ୍ରୀ ପଦ୍ମନାଭ ବେହେରା ପ୍ରତିକ୍ରିୟା ରଖିଛନ୍ତି । ରାଜ୍ୟରେ କାର୍ଯ୍ୟକାରୀ ନେଇ କିଛି ନିଷ୍ପତ୍ତି ହୋଇନି । ଗାଡି ଯଦି ଖରାପ ଥିବ ସେ ସଂକ୍ରାନ୍ତରେ ବିଚାର କରାଯିବ । ଯଦି ଗାଡ଼ି…

ପିସିସି ସଭାପତି ପଦରୁ ଇସ୍ତଫା ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର : ପିସିସି ସଭାପତି ପଦରୁ ଇସ୍ତଫା ନେଇ ପ୍ରତିକ୍ରିୟା ରଖିଛନ୍ତି  ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ପିସିସି ସଭାପତି ଚିରସ୍ଥାୟୀ ନୁହଁ ବୋଲି ସେ କହିଛନ୍ତି ।ସଭାପତି ରହିବା ନରହିବା ହାଇକମାଣ୍ଡଙ୍କ ଉପରେ ନିର୍ଭର କରେ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି । ମୁଁ ବହୁତ ଦିନ…

ହୁ ହୁ ବଢୁଛି ପିଆଜ ଦର

ଭୁବନନେଶ୍ୱର: ହୁ ହୁ ବଢୁଛି ପିଆଜ ଦର ।  ଅକ୍ଟୋବର ଆରମ୍ଭରୁ ତଥା ପାର୍ବଣ ଋତୁ ଆରମ୍ଭ ହେବା ପୂର୍ବରୁ ପୁଣି ବଢ଼ିଲା ପିଆଜ ଦର । ତୈଳ ଦର ପରେ କନ୍ଦାଇଲା ପିଆଜ । ଗତ ୨ ଦିନ ଭିତରେ ପିଆଜ କିଲୋ ଉପରେ ୨୦ ଟଙ୍କା ବୃଦ୍ଧି ପାଇଛି । ମହଙ୍ଗା ମାଡ଼କୁ ନେଇ ଖାଉଟି ହନ୍ତସନ୍ତ ହେଉଛନ୍ତି । ଚଳିତ…

କରୋନାରେ ହାରିଗଲେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ

ଭୁବନେଶ୍ୱର : ଆରପାରିରେ ବରିଷ୍ଠ ସାମ୍ବାଦିକ ବିବେକାନନ୍ଦ ଦାସ । କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ସ୍ଥିତ ଆଦିତ୍ୟ କେୟାର ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି। ସାଲେପୁରରେ…

ଭୂତ ଖାଉଛି ବୀମା ଟଙ୍କା,ଏଲଆଇସି ଏଜେଣ୍ଟ୍ ଗିରଫ

ଭୁବନେଶ୍ୱର: ଭୂତ ଖାଉଛି ବୀମା ଟଙ୍କା । ମୃତ ବ୍ୟକ୍ତିଙ୍କ ନାଁରେ ବୀମା ଟଙ୍କା ହଡ଼ପ ଅଭିଯୋଗ ।   ଜଣେ ଏଲଆଇସି ଏଜେଣ୍ଟ ଗିରଫ । ଗିରଫ ଅଭିଯୁକ୍ତ ହେଲେ କଣାସ ଅଞ୍ଚଳର ଏଲଆଇସି ଏଜେଣ୍ଟ କବିରାଜ ବେହେରା। ତାଙ୍କୁ କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା ଗିରଫ କରିଛି । ସେ ୪ ଜଣ…

ପୁଣି ଭୁବନେଶ୍ୱରକୁ ଫେରିଲା କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର: ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ ଜୋନ । ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମୁଥିଲେ ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କରୋନା ସଂକ୍ରମଣ ବୃଦ୍ଧି ପାଇବାରୁ ପୁଣିଥରେ ରାଜଧାନୀକୁ କଣ୍ଟେନମେଣ୍ଟ ଜୋନ୍‌ ଫେରିଛି । ଏକାଧିକ ପଜିଟିଭ୍…

ପୁଣି ଲଘୁଚାପ , ଫିକା ପଡିବ ପାର୍ବଣ

ଭୁବନେଶ୍ୱର: ପୁଣି ଆସୁଛି ଲଘୁଚାପ । ଫିକା ପଡିବ ପାର୍ବଣ । ଏଥର ବର୍ଷାରେ ଭିଜିବ ପୁରା ଦଶହରା । ଅକ୍ଟୋବର ତୃତୀୟ ସପ୍ତାହରେ ବି ବର୍ଷା ସମ୍ଭାବନା ରହିଛି । ଆନ୍ଧ୍ରକୁ ମୁହାଁଉଥିବା ଛୋଟ ବାତ୍ୟା ସୃଷ୍ଟି ହେବା ପାଇଁ ପାଗ ଅନୁକୂଳ ରହିଛି । କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ ।…

ଓଡ଼ିଆ ଅଭିନେତ୍ରୀ ଉଷସୀ ମିଶ୍ର କୋଭିଡ଼ ପଜିଟିଭ୍

ଭୁବନେଶ୍ୱର:ଜଣାଶୁଣା ଓଲିଉଡ଼ ଅଭିନେତ୍ରୀ ଉଷସୀ ମିଶ୍ର କୋଭିଡ଼୍-୧୯ ପରୀକ୍ଷା କରିଥିଲେ। ଇନଷ୍ଟାଗ୍ରାମରେ ଏକ ଭିଡ଼ିଓ ବାର୍ତ୍ତା ମାଧ୍ୟମରେ ଉଷସୀ କହିଛନ୍ତି, ଜ୍ୱର ହେବା ପରେ ସେ ଆରଟିପିସିଆର ପରୀକ୍ଷା ପାଇଁ ଯାଇଥିଲେ। ମଙ୍ଗଳବାର ରିପୋର୍ଟ ପାଇବା ପରେ ସେ ପଜିଟିଭ ଥିବା ଜାଣିଥିଲେ। ଗତ…

ଗଞ୍ଜେଇ କାରବାରରେ ଲାଗିବ ରୋକ୍

ଭୁବନେଶ୍ୱର: ଦିନକୁ ଦିନ ବଢିଚାଲିଛି ନୀଳ ଜହର କାରବାର। ପ୍ରତିଦିନ କୌଣସି ନା କୌଣସି ସ୍ଥାନରୁ ଚଢାଉ ସମୟରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହେଉଛି । ତେବେ ଏହି ଗଞ୍ଜେଇ କାରବାର ରୋକିବାକୁ ବିଭିନ୍ନ ପଦକ୍ଷେପ ମାନେ ନିଆଯାଉଥିବା ବେଳେ ଏହା କିନ୍ତୁ ଫେଲ୍ ମାରୁଛି । ଏନେଇ ଆୟୋଜିତ ହୋଇଛି…

କରୋନାରେ ହାରିଗଲେ ସାମ୍ବାଦିକ ସତ୍ୟଜିତ

ଭୁବନେଶ୍ୱର : ପରଲୋକରେ ଆଉ ଜଣେ ଯୁବ ସାମ୍ବାଦିକ । କରୋନାରେ ହାରିଗଲେ ଟେଲିଭିଜନ ଦୁନିଆରେ ନାଁ କମାଇଥିବା ସାମ୍ବାଦିକ ସତ୍ୟଜିତ ମହାପାତ୍ର । କରୋନା ସହ ସଂଘର୍ଷ କରି ୪୪ ବର୍ଷ ବୟସରେ ଆର ପାରିକୁ ଚାଲିଯାଇଛନ୍ତି "ଦ କମନ ଟାଇମ୍ସ" ସମ୍ପାଦକ ସତ୍ୟଜିତ ମହାପାତ୍ର । ଏକ ଘରୋଇ ହସ୍ପିଟାଲରେ ସେ…