Latest Odisha News
Browsing Category

ଭୁବନେଶ୍ୱର

Bhubaneswar

ଏହି ୩ଟି ଷ୍ଟେସନରେ ଟ୍ରେନଗୁଡ଼ିକର ପରୀକ୍ଷାମୂଳକ ରହଣି ନେଇ ଅନୁମୋଦନ କରିଛି ରେଳ ମନ୍ତ୍ରଣାଳୟ

ଭୁବନେଶ୍ୱର: ଦୀର୍ଘ ଦିନର ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ଏବଂ ଏହି ଅଞ୍ଚଳରେ ରେଳ ସଂଯୋଗୀକରଣକୁ ଉନ୍ନତ କରିବା ଉଦ୍ଦେଶ୍ୟରେ, ରେଳ ମନ୍ତ୍ରଣାଳୟ ହରିଶ୍ଚନ୍ଦ୍ରପୁରମ ପିଏଚ୍, ମନ୍ଦାସା ରୋଡ୍ ଏବଂ ପାତପଟନମ୍ ରେଳ ଷ୍ଟେସନରେ ପରୀକ୍ଷାମୂଳକ ଭାବରେ କିଛି ଯାତ୍ରୀବାହୀ ପାସେଞ୍ଜର ଏବଂ…

ମୋଟର ଯାନ ନିୟମର ସଠିକ ଅନୁପାଳନକୁ ତଦାରଖ କରିବା ଉପରେ ‎ବାଣିଜ୍ୟ ଓ ପରିବହନ ବିଭାଗର ଗୁରୁତ୍ୱ

ଭୁବନେଶ୍ୱର: ଯାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ମୋଟର ଯାନ ନିୟମର ସଠିକ ଅନୁପାଳନକୁ ତଦାରଖ କରିବା ଉପରେ ଗୁରୁତ୍ୱ ଦେଇଛି ‎ବାଣିଜ୍ୟ ଓ ପରିବହନ ବିଭାଗ । ବିଶେଷକରି, ବସ୍ ଗୁଡ଼ିକ ଯେପରି ଧାର୍ଯ୍ୟ ସୀମାଠାରୁ ଅଧିକ ଭଡ଼ା ଆଦାୟ ନ କରନ୍ତି ‎ଏହା ଉପରେ ନିୟମିତ ଯାଞ୍ଚ କରାଯାଉଛି । ସେହିଭଳି…

Diamond Mines Found: ଓଡିଶାର ଏହି ସ୍ଥାନରେ ରହିଛି ହୀରା ଖଣି, ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାର ନୂଆପଡା ଜିଲ୍ଲା ମାଟି ତଳେ ଅଛି ହୀରାର ଭଣ୍ଡାର । ନୂଆପଡା ବ୍ଲକ କାଲମିବାଦରେ ହୀରାପଥର ଥିବା ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା । ସେହିପରି କଳାହାଣ୍ଡି ଜିଲ୍ଲା ଜୁନାଗଡ ବ୍ଲକ ହିଞ୍ଜିଳିବାହାଲ ଜିଲିଙ୍ଗିବାରରେ ମାଣିକ ଥିବା ମଧ୍ୟ ଚିହ୍ନଟ…

SIR କାର୍ଯ୍ୟରେ ଅବହେଳା ଅଭିଯୋଗ; ସହକାରୀ ଶିକ୍ଷୟିତ୍ରୀ ନିଲମ୍ବିତ

ଭୁବନେଶ୍ବର: କାର୍ଯ୍ୟରେ ଅବହେଳା ପାଇଁ ଚନ୍ଦ୍ରଶେଖରପୁର ଫେଜ-୨ ସରକାରୀ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟତ୍ରୀ ରଶ୍ମି ସାହୁଙ୍କୁ ନିଲମ୍ବିତ କରାଯାଇଛି । ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରାଯାଇଛି ।…

CPET ପରୀକ୍ଷା ଆବେଦନ ପାଇଁ ସମୟ ସୀମା ବୃଦ୍ଧି, ଏହି ତାରିଖ ଯାଏଁ କରିପାରିବେ ଆବେଦନ

ଭୁବନେଶ୍ୱର: କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ (CPET) ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମାକୁ ବୃଦ୍ଧି କରାଯାଇଛି । ଆବେଦନର ସମୟ ସୀମାକୁ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨୨ ତାରିଖ ରାତି ୧୧ଟା…

ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଧାନସଭା ଶୂନ୍ୟ କାଳରେ ଉଠିଛି ଏସସିବି ଅଗ୍ନିକାଣ୍ଡ ଘଟଣା । ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ । ତେଣୁ ଆଜିର ଏହି ଘଟଣା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ…

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି (ସାର୍ଟିଫିକେଟ୍ ଏବଂ ସେମିଷ୍ଟାର-ଆଧାରିତ…

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୫; ଓଡିଶାରୁ ବିଶିଷ୍ଟ କବି ଗିରିଜା କୁମାର ବଳିୟାରସିଂ ମନୋନିତ

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ୨୦୨୫ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ‌ଘୋଷଣା କରାଯାଇଛି । ବିଭିନ୍ନ ଭାଷାରେ ସାରା ଭାରତର ବିଶିଷ୍ଟ ଲେଖକମାନଙ୍କୁ ଏକାଡେମୀ ପକ୍ଷରୁ ଚୟନ କରାଯାଇଛି । କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଓଡ଼ିଆ, ହିନ୍ଦୀ, ବଙ୍ଗଳା, ତେଲୁଗୁ,…

ଓଡ଼ିଶା ମଧ୍ୟ ଦେଇ ନିର୍ମାଣ ହେବ ୫୨୨ କିଲୋମିଟର ହାଇସ୍ପିଡ୍‌ କରିଡ଼ର, ୯ଟି ଜିଲ୍ଲାର ୨୭ଟି ସହରକୁ କରିବ ସଂଯୋଗ

ଭୁବନେଶ୍ୱର: ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ଏକ୍ସପ୍ରେସ୍‌ ୱ ତଥା ହାଇସ୍ପିଡ୍‌ କରିଡ଼ର ନିର୍ମାଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା…

ରାଜ୍ୟସଭା ନିର୍ବାଚନରେ ବିଜୟୀ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଭୁବନେଶ୍ବର: ସରିଲା ଭୋଟ୍‌ ଗଣତି । ହାଇଭୋଲ୍ଟେଜ ଲଢେଇ ଭିତରେ ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ଫଳ । ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ଦିଲ୍ଲୀପ ରାୟ ଓ ସଂନ୍ତୃପ୍ତ ମିଶ୍ର । ହାରିଲେ ଦତ୍ତେଶ୍ବର ହୋତା । ସଂତୃପ୍ତଙ୍କୁ ୩୧ଟି ଭୋଟ୍‌ ମିଳିଥିବାବେଳେ ଦିଲ୍ଲୀପ…