Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଛାତିରେ ଯନ୍ତ୍ରଣା ଅନୁଭବ ହେବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ

ଭୁବନେଶ୍ୱର: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଶ୍ରୀଯୁକ୍ତ ସାମଲଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇ ଚିକିତ୍ସା ଜାରି ରହିଛି । ଆଜି ତାଙ୍କର…

“ଷ୍ଟେଟ୍ ସ୍ପେସିଆଲ ସେଲ୍” ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ

ଭୁବନେଶ୍ବର: ଷ୍ଟେଟ୍ ସ୍ପେସିଆଲ ସେଲ୍ ଗଠନ ପାଇଁ ପ୍ରସ୍ତାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ବୃହତ୍ ଭିତ୍ତିଭୂମି ପ୍ରକଳ୍ପର ଯୋଜନା ପ୍ରସ୍ତୁତିଠାରୁ ଆରମ୍ଭ କରି ଡିପିଆର୍ ପ୍ରସ୍ତୁତି, ବୈଷୟିକ ଯାଞ୍ଚ, ଡିଜାଇନ୍‌, ଗୁଣବତ୍ତା ନିରୀକ୍ଷଣ, ପ୍ରଶିକ୍ଷଣ ଓ ଗବେଷଣାକୁ ଏକ ଛାତ ତଳେ ଆଣିବା…

ଡିଜିଟାଲ୍ ପ୍ଲାଟଫର୍ମରେ ହେବ ଜନଗଣନା ପ୍ରସ୍ତୁତି, ବିଭାଗଗୁଡ଼ିକୁ ସରକାରଙ୍କ ଚିଠି

ଭୁବନେଶ୍ବର: ଜନଗଣନା-୨୦୨୭କୁ ଦୃଷ୍ଟିରେ ରଖି ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍‌ (ଡିସିଏଚ୍‌ବି) ପ୍ରସ୍ତୁତି ପାଇଁ ଆବଶ୍ୟକ ଗ୍ରାମ ଓ ସହର ନିର୍ଦ୍ଦେଶିକା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହରେ ସମସ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ପୂର୍ଣ୍ଣ ସହଯୋଗ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଜୋରଦାର ତଦନ୍ତ ସହ ବିଭିନ୍ନ କାଗଜପତ୍ର ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ଆଜି ଓସେପା ଅଫିସ୍‌ ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଡିଏସପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଓସେପା ଅଫିସ୍‌ ରୁ ତଥ୍ୟ ସଂଗ୍ରହ କରିଛି । ଖାଲି ଓସେପା ଅଫିସ୍‌ ନୁହଁ ଏହା ସହିତ ଏକକାଳୀନ SCERT,…

ଜୁଲାଇ ୧୭ ଭିତରେ ୧୭ ପ୍ରତିଶତ ଅଧିକ ବର୍ଷିଛି, ବଙ୍ଗୋମୁଣ୍ଡାରେ ସର୍ବାଧିକ ୧୩୨ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଆହୁରି ବର୍ଷା ଲାଗି ରହିବ । ତେବେ ଆଜି ଅର୍ଥାତ୍ ଜୁଲାଇ ୧୭ ତାରିଖ ଭିତରେ ୧୭ ପ୍ରତିଶତ ଅଧିକ ବର୍ଷା ହୋଇଥିବା ରେକର୍ଡ ହୋଇଛି । ବଲାଙ୍ଗୀର ବଙ୍ଗୋମୁଣ୍ଡାରେ ସର୍ବାଧିକ…

ଆସନ୍ତାକାଲି ରାଜ୍ୟର ୭ଟି ଷ୍ଟେସନର ଶୁଭ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ରେଳ ଭିତ୍ତିଭୂମିର ଆଧୁନିକୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ । ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍‌ଘାଟନ କରିବେ । ଏହି ମେଗା ପ୍ରକଳ୍ପରେ ଓଡ଼ିଶାର ୭ଟି ପ୍ରମୁଖ ଷ୍ଟେସନ ଯଥା,…

କୋଭିଡ-୧୯ର କୌଣସି ଗୁଜବରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ..

ଭୁବନେଶ୍ୱର: ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶରେ କୋଭିଡ୍-୧୯ ମାମଲା ବୃଦ୍ଧି ପାଇଛି । ସମ୍ଭାବ୍ୟ କୋଭିଡ-୧୯ ପରିସ୍ଥିତିକୁ ଦୃଷ୍ଟିରେ ରଖି ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ଏନେଇ ଆଜି ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକରେ ସ୍ଵାସ୍ଥ୍ୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଅଧ୍ୟକ୍ଷତାରେ…

ଗ୍ରାମାଞ୍ଚଳରେ ଦ୍ରୁତଗତିର ଇଣ୍ଟରନେଟ୍ ସେବା ସୁଦୃଢ଼ କରିବା ଲକ୍ଷ୍ୟ; ସ୍ଥାନ, ସୁରକ୍ଷା ସୁନିଶ୍ଚିତ ପାଇଁ…

ଭୁବନେଶ୍ୱର: ଗ୍ରାମାଞ୍ଚଳରେ ଦ୍ରୁତଗତିର ଇଣ୍ଟରନେଟ୍ ସେବାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ସଂଶୋଧିତ ଭାରତନେଟ୍ (BharatNet) ଯୋଜନାର କାର୍ଯ୍ୟକାରୀ ପାଇଁ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି । ଗ୍ରାମ ପଞ୍ଚାୟତ ସ୍ତରରେ ଭାରତନେଟ୍ ଉପକରଣ ସ୍ଥାପନ, ରକ୍ଷଣାବେକ୍ଷଣ, ସୁରକ୍ଷା ଏବଂ…

ପାଠ୍ୟ ପୁସ୍ତକ ତ୍ରୁଟି ମାମଲା: ଗିରଫ ହେଲେ SCERT ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀ

ଭୁବନେଶ୍ୱର: ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ବଡ଼ ଆକ୍ସନ । ଗିରଫ ହେଲେ SCERTର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀ । ମାରାଥନ ଜେରା ପରେ ମନୋଜଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ପ୍ରାୟ ୪ ଘଣ୍ଟାରୁ ଅଧିକ ସମୟ ଜେରା ପରେ କ୍ରାଇମବ୍ରାଞ୍ଚ ଗିରଫ କରିଛି । ପାଠ୍ୟପୁସ୍ତକ ତ୍ରୁଟି…

‘ମହାନଦୀ ଟ୍ରିବ୍ୟୁନାଲ ଉପରେ ଭରଷା ନାହିଁ, ନ୍ୟାୟାଳୟର ଆଶ୍ରୟ ନେବ ସଙ୍ଗଠନ’

ଭୁବନେଶ୍ୱର: ମହାନଦୀ ଟ୍ରିବ୍ୟୁନାଲ ଉପରେ ଆଉ ଭରସା କରାଯାଇ ପାରିବ ନାହିଁ l ମିଥ୍ୟା ଓ ବିଭ୍ରାନ୍ତିକର ତଥ୍ୟ ଦେଇ ଓଡ଼ିଶାବାସୀଙ୍କୁ ଭ୍ରମିତ କରୁଛି ଟ୍ରିବ୍ୟୁନାଲ ଲ ସେଥିପାଇଁ ଟ୍ରିବ୍ୟୁନାଲର ଶୁଣାଣି ବେଳେ ଲାଇଭ ସ୍କ୍ରିନିଙ୍ଗ ସହିତ ସାଂବାଦିକ ମାନଙ୍କୁ କୋର୍ଟ ପରିସରରେ ରହି ସଠିକ ଖବର…