Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରରେ ହେବ ରୁପା ଛାଉଣୀ

ଭୁବନେଶ୍ୱର: ପ୍ରସ୍ତାବ ଉପରେ ଲାଗିଛି ମୋହର । ଲିଙ୍ଗରାଜ ମନ୍ଦିର ସିଂହଦ୍ୱାରରେ ହେବ ରୁପା ଛାଉଣୀ ।  ଶ୍ରୀମନ୍ଦିର ଢାଞ୍ଚାରେ ତିଆରି ହେବ ଲିଙ୍ଗରାଜ ମନ୍ଦିରର ଦ୍ୱାର । ବିଏମ୍‌ସି କମିଶନରଙ୍କ ଅଧ୍ୟକ୍ଷତାରେ ଏଏସଆଇ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏନେଇ ନିଷ୍ପତ୍ତି…

ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ ଫେଲ୍, ୨ ଜଣଙ୍କୁ ପୋଲିସ ଜିମା ଦେଲେ ଲୋକ

ଭୁବନେଶ୍ୱର: ରାଜଧାନୀରେ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ ଉଦ୍ୟମ ଫେଲ୍ ମାରିଲା । ଦେଖିଦେଲେ ଲୋକ । ୨ ଜଣ ଲୁଟେରାଙ୍କୁ କାବୁ କରି ପୋଲିସକୁ ଖବର ଦେଲେ । ପୋଲିସ ପହଞ୍ଚି ଦୁଇ ଜଣ ଏଟିଏମ୍ ଲୁଟେରାଙ୍କୁ ଗିରଫ କରିଛି । ଭୁବନେଶ୍ୱର ଓଲ୍ଡ ଟାଉନ୍ ଅନ୍ତର୍ଗତ ବଢ଼େଇବାଙ୍କ ଅଞ୍ଚଳରେ ଥିବା ଷ୍ଟେଟ୍…

ଦୃଷ୍ଟିହୀନ ଦମ୍ପତ୍ତିଙ୍କୁ ସାହା ହେଲା କମିଶନରେଟ୍ ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଦୃଷ୍ଟିହୀନ ଦମ୍ପତ୍ତି ଅଶୋକ ନାୟକ ଓ ସୁମିତ୍ରା ନାୟକ । ଦୁହେଁ ନିଜନିଜ ସଂଘର୍ଷମୟ ଜୀବନରେ ସାଥୀ ସାଜିଥିଲେ । ନିଜ ଅନ୍ଧକାରମୟ ଦୁନିଆରେ ଆଲୋକର ରାହା ଖୋଜିବାକୁ ସ୍ୱପ୍ନ ଦେଖିଥିଲେ । ସମୟକ୍ରମେ ଦୁହେଁ ଏକ ଶିଶୁକନ୍ୟାର ପିତାମାତା ହେବା ପରେ ତାଙ୍କ…

ଆଜିଠୁ ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଖୋଲିଛି ସବୁ ଧର୍ମାନୁଷ୍ଠାନ । କୋଭିଡ୍ କଟକଣାରେ ଖୋଲିବାକୁ ଅନୁମତି ମିଳିଥିଲା । ତେବେ ଆଜି ଲିଙ୍ଗରାଜ ମନ୍ଦିର ଖୋଲିନାହିଁ । ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ୧ ତାରିଖରୁ ସର୍ବସାଧାରଣ ଦର୍ଶନ ପାଇଁ ଖୋଲିବ । କୋଭିଡ୍ ନିୟମ ମାନି…

ଭୁବନେଶ୍ୱରରେ ଫାର୍ମ ହାଉସ ପୋଖରୀରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ପରେ ଖୋଳତାଡ

ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରର ଏକ ଫାର୍ମ ହାଉସରୁ ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଫାର୍ମ ହାଉସରୁ ମିଳିଛି ମରଶରୀର । ସନ୍ଦେହଜନକ ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଆଜି ପୋଲିସ ଉଦ୍ଧାର କରିବା ପରେ ତନାଘନା ଆରମ୍ଭ ହୋଇଛି । ମୃତକ…

ସାଧାରଣ ଯାତ୍ରୀଙ୍କ ଭଳି ମନ୍ତ୍ରୀ ଅଶ୍ୱୀନ ବୈଷ୍ଣବଙ୍କ ରେଳ ଯାତ୍ରା

ଭୁବନେଶ୍ୱର: ନା ଅଛି ସୁରକ୍ଷା ପ୍ରୋଟୋକଲ ନା ଅଛନ୍ତି ସିକ୍ୟୁରିଟି ଗାର୍ଡ । ସାଧାରଣ ଯାତ୍ରୀଙ୍କ ଭଳି ଟ୍ରେନରେ ଯାତ୍ରା କରିଛନ୍ତି ଖୋଦ୍ ରେଳ ମନ୍ତ୍ରୀ ।ଭୁବନେଶ୍ୱରରୁ ରାୟଗଡା ରେଳରେ ଯାତ୍ରା କଲେ ରେଳ ମନ୍ତ୍ରୀ ଅଶ୍ୱୀନ ବୈଷ୍ଣବ । ହୀରାଖଣ୍ଡ ଏକ୍ସପ୍ରେସରେ ସେ ଯାତ୍ରା କରି ଯାତ୍ରୀଙ୍କ ସହ…

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ଦୁଇ କେନ୍ଦ୍ର ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ । ଭୁବନେଶ୍ୱରରେ ଆଜି ପହଞ୍ଚିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କେନ୍ଦ୍ରରେ ନୂଆ ମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଓଡ଼ିଶା ଗସ୍ତରେ ଆସିଛନ୍ତି ଦୁଇ…

ଭୁବନେଶ୍ୱରରେ ପହଞ୍ଚିଲା ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍

ଭୁବନେଶ୍ୱର: ଓଡ଼ିଶାରେ ଅଲିମ୍ପିକ୍ସ ବିଜେତା ଭାରତୀୟ ହକି ଟିମ୍ । ମହିଳା ଟିମ୍ ବି ଆସିଛି । ଭୁବନେଶ୍ୱରରେ ଉଭୟ ଟିମ୍ ପହଞ୍ଚି ସାରିଛନ୍ତି । ବିମାନବନ୍ଦରରେ ଭଯ ପୁରୁଷ ଓ ମହିଳା ଟିମ୍ ଖେଳାଳିଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । କ୍ରୀଡ଼ାମନ୍ତ୍ରୀ…

ଆଗକୁ ଆସୁଛି ଓଲିଉଡ୍ ଫିଲ୍ମ “ତୁ ସେଇ ନୀଳନୟନା”

ଭୁବନେଶ୍ୱର: କରୋନା ମହାମାରୀ ପରେ ଚଳଚଂଚଳ ହୋଇଉଠିଛି ଓଲିଉଡ ଜଗତ । ପାଇପଲାଇନରେ ରହିଛି ଗୋଟିଏ ପରେ ଗୋଟିଏ ମୁଭି । ଏହି ଧାରାରେ ସାମିଲ ହୋଇ ଆଉ ଏକ ଭିନ୍ନ ସ୍ୱାଦର ଫିଲ୍ମର ସୁଟିଂ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି । ଆଗକୁ ଆସୁଛି ଓଲିଉଡ ଫିଲ୍ମ ତୁ ସେଇ ନୀଳନୟନା । ସଚ୍ଚିକାନ୍ତ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆ ରୂପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ସ୍ମାର୍ଟ…

ଭୁବନେଶ୍ୱର: ୭୫ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ନେଇ ଏକ ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନୂଆ ରୂପରେ ଲାଗୁ କରାଯିବ । ଏଥିପାଇଁ ରାଜ୍ୟର ୯୬ ଲକ୍ଷ…