Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କୋରିଅରରେ ଗଞ୍ଜେଇ ଚାଲାଣ, ୨ ଯୁବକ ଗିରଫ

ଭୁବନେଶ୍ୱର: ଅଭିନବ ଉପାୟରେ ଗଞ୍ଜେଇ ଚୋରା ଚାଲାଣ । କୋରିଅରରେ ଅନ୍ୟ ଜିନିଷ ସହ ଗଞ୍ଜେଇ ଚାଲାଣ ବେଳେ ଧରିଲା କମିଶନରେଟ ପୋଲିସ । ଦିଲ୍ଲୀର ୨ ଯୁବକଙ୍କୁ ଗିରଫ ସହିଦନଗର ଥାନା ପୋଲିସ ଗିରଫ କରିଛି । ଜବତ ହୋଇଛି ପ୍ରାୟ ୪୫ କେଜି ଗଞ୍ଜେଇ । ଯାହାର  ଆନୁମାନିକ ମୂଲ୍ୟ ୩ ଲକ୍ଷ ଟଙ୍କା ହେବ ।…

ବିଧାନସଭା ଅଧିବେଶନ ପୂର୍ବରୁ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ  । ତାପୂର୍ବରୁ ଆଜି ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କୋଭିଡ୍ RTPCR ଟେଷ୍ଟ କରାଯାଉଛି  । ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ସଂସଦୀଯ ବ୍ୟାପାର ମନ୍ତ୍ରୀ ବିକ୍ରମ…

[ଭିଡିଓ] ଖୁଲମଖୋଲା କିଡନାପ୍ , ଏବେ ବି ଚାଲିଛି ତଦନ୍ତ

ଭଦ୍ରକ: ଆଜି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଂଚଳର ଏକ ଅପହରଣ ଘଟଣାକୁ ନେଇ ଚର୍ଚ୍ଚାର ଜୋର ଧରିଛି । ସିସିଟିଭିରେ କଏଦ ହୋଇଥିବା ଦୃଶ୍ୟକୁ ନେଇ ଜାରି ରହିଛି କଳ୍ପନାଜଳ୍ପନା । ମହୁଲିଆ ଛକ ନିକଟରୁ ଅପହୃତ ହୋଇଥିବା ମଧୁସ୍ମିତା ପଣ୍ଡାଙ୍କ ଖୋଜଖବର ମିଳିପାରୁନାହିଁ । ଅନ୍ୟପଟେ ଚିନ୍ତିତ ପରିବାର…

ଦୁଇ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ । ଫଳରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଗଲାଣି । ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୧୬ ଟି ଜିଲ୍ଲାରେ ପ୍ରବଳ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଉତ୍ତର-ପଶ୍ଚିମ…

ପଡୋଶୀଙ୍କୁ ମାରପିଟ୍ ଅଭିଯୋଗରେ ଅଭିନେତା ବବି ମିଶ୍ର ଥାନାରେ ଅଟକ

ଭୁବନେଶ୍ୱର: ଚର୍ଚ୍ଚାର ପରିସରକୁ ଆସିଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବବି ମିଶ୍ର । ହେଲେ ଏଥର ରିଲ୍ ନୁହେଁ ବରଂ ରିଅଲ ଲାଇଫରେ ତାଙ୍କୁ ଥାନାରେ ଅଟକ ରଖାଯାଇଛି । ପଡୋଶୀଙ୍କୁ ଗାଳି ଗୁଲଜ ସହ ମାଡ ମାରିବା ନେଇ ତାଙ୍କ ବିରୋଧରେ ଅଭିଯୋଗ ଆସିଛି । ନୟାପଲ୍ଲୀ ଥାନାରେ ପଡୋଶୀଙ୍କ ଅଭିଯୋଗ…

ସରକାରୀ ଡିଗ୍ରୀ କଲେଜ ରିଫ୍ରେସର୍ କୋର୍ସ, ସେପ୍ଟେମ୍ବର ୧ରୁ ପଂଜିକରଣ ଆରମ୍ଭ

ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟର ୫୮ଟି ସରକାରୀ ଡିଗ୍ରୀ କଲେଜରେ ନିଯୁକ୍ତ ଅଧ୍ୟାପକ ଓ ଅଧ୍ୟାପିକାଙ୍କ ପାଇଁ ରିଫ୍ରେସର୍ କୋର୍ସ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ସମସ୍ତ ପ୍ରସ୍ତୁତି ବିଧିବଦ୍ଧ ଭାବେ ଶେଷ ହୋଇଛି। ରିଫ୍ରେସର୍ କୋର୍ସରେ ସାମିଲ ହେବା ପାଇଁ ଅନଲାଇନ୍…

ଓଡ଼ିଶୀ ନୃତ୍ୟରେ ଝୁମିଲେ ବିଦେଶୀ

ସାନ୍‍ଫ୍ରାନ୍‍ସିସ୍‍କୋ: ଓଡ଼ିଶୀ ନୃତ୍ୟରେ ଝୁମିଲେ ବିଦେଶୀ ।  ନିକଟରେ ‘ରଙ୍ଗ ପୂଜା’ ଶୀର୍ଷକ ସଂସ୍କୃତିଙ୍କର ମଞ୍ଚ ପ୍ରବେଶ କାର୍ଯ୍ୟକ୍ରମ କାଲିଫର୍ଣ୍ଣିଆର କବ୍ୱରଲେ ଥେଟରଠାରେ ଅନୁଷ୍ଠିତ ହୋଇଥିଲା । ସାନ୍‍ଫ୍ରାନ୍‍ସିସ୍‍କୋ ସ୍ଥିତ ଜ୍ୟୋତି କଳାମନ୍ଦିର ତରଫରୁ ଆୟୋଜିତ ଏହି ଏକକ ନୃତ୍ୟ…

ସୋଆକୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍”ସମ୍ମାନ

ଭୁବନେଶ୍ୱର: ସୋଆକୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ସମ୍ମାନ । ସ୍ୱଚ୍ଛତା ଆକ୍ସନ୍ ପ୍ଲାନ୍ କାର୍ଯ୍ୟକ୍ରମରେ ଉତ୍ତମ ପାରଦର୍ଶିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ପୁରସ୍କାର ପ୍ରଦାନ କରାଯାଇଛି। ଶିକ୍ଷା ମନ୍ତ୍ରଣାଳୟ…

ଯଶୋଧାରାଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର: ଓଡ଼ିଆ ଭାଷା ପାଇଁ ୨୦୨୦ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି । ଓଡିଆ ଗଳ୍ପ ସଂକଳନ ‘ସମୁଦ୍ର କୂଳ ଘର’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବେ ବିଶିଷ୍ଟ କଥାଶିଳ୍ପୀ ଡକ୍ଟର ଯଶୋଧାରା ମିଶ୍ର । ଏକ ସ୍ୱତନ୍ତ୍ର ଉତ୍ସବରେ ଡକ୍ଟର ମିଶ୍ରଙ୍କୁ ତାମ୍ରଫକଳ ସହିତ…

ବଡ ପରଦାକୁ ଫେରୁଛନ୍ତି ବର୍ଷା ପ୍ରିୟଦର୍ଶିନୀ !

ଭୁବନେଶ୍ୱର: ବେଶ କିଛିଦିନ ହେଲା ସାଂସଦ ତଥା ଅଭିନେତା ସ୍ୱାମୀ ଅନୁଭବ ମହାନ୍ତିଙ୍କଠାରୁ ଛାଡପତ୍ରକୁ ନେଇ ଚର୍ଚ୍ଚାରେ ରହିଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ହେଲେ ନିକଟରେ ଏକ ନୂଆପୁରୁଣା ଘଟଣାକୁ ନେଇ ବର୍ଷା ଚର୍ଚ୍ଚା ସାଉଣ୍ଟିଛନ୍ତି । ଖୁବଶୀଘ୍ର ବଡ ପରଦାକୁ ଫେରିବା ନେଇ ଖୋଦ…