Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନନ୍ଦନକାନନରେ ନୂଆ ଅତିଥି: ମାଆ ହେଲା ସିଂହୀ ବିଜଲୀ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ସିଂହର ବଂଶବୃଦ୍ଧି ହୋଇଛି । ମାତୃତ୍ୱ ଲାଭ କରିଛି ସିଂହୀ ବିଜଲି । ଆଜି ସେ ତିନୋଟି ଛୁଆ ଜନ୍ମ ଦେଇଛି । ସେଥିରୁ ଗୋଟିଏ ନବଜାତ ସିଂହର ମୃତ୍ୟୁ ହୋଇଛି । ସିଂହ ସଫାରୀର ଏକ ସ୍ୱତନ୍ତ୍ର ସେଲରେ ଅଛି ବିଜଲୀ । ମେଡିକାଲ ଅଫିସର ଓ ନନ୍ଦନକାନନ…

ଭୀମଟାଙ୍ଗୀ ପ୍ରିୟଙ୍କା ମର୍ଡର ମିଷ୍ଟ୍ରିର ଖୋଲିବ ଗୁମର, ଅଭିଯୁକ୍ତ ଜଗନ୍ନାଥକୁ ଜେରା

ଭୁବନେଶ୍ୱର: ଖୋଲିବ ଭୁବନେଶ୍ୱର ଭୀମଟାଙ୍ଗୀରେ ଭଡ଼ାଘରେ ମହିଳାଙ୍କୁ ନିର୍ମମ ହତ୍ୟାର ଗୁମର । ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କ ହତ୍ୟା ପଛର କାରଣ କହିବ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ । ସେ ସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସରୁ ଡିସଚାର୍ଜ ହେବା ପରେ ତାକୁ ଜେରା କରୁଛି ଏୟାରଫିଲ୍ଡ ଥାନା ପୋଲିସ ।…

ଆଜିଠୁ ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଟିକାକରଣ

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଗର୍ଭବତୀଙଙ୍କୁ ଦିଆଯିବ କରୋନା ଟିକା । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ ସମେତ ସମସ୍ତ ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ର ଯେଉଁଠାରେ ଟିକାଦାନ କେନ୍ଦ୍ର କରାଯାଇଛି ସେଠାରୁ କୋଭାକ୍ସିନ୍ ଟିକା ନେଇପାରିବେ । ସକାଳ ୧୧ଟାରୁ ଦିନ ଗୋଟାଏ…

ଆଜିଠୁ ୧୬ଟି ରୁଟରେ ଗଡ଼ିଲା ମୋ ବସ୍

ଭୁବନେଶ୍ୱର: ଦୀର୍ଘ ଦିନର ଲକଡାଉନ୍ ପରେ ଗଡ଼ିଲା ମୋ ବସ୍ । କଟକ, ଭୁବନେଶ୍ୱରର ବିଭିନ୍ନ ରୁଟରେ ଆଜିଠୁ ଆରମ୍ଭ ହୋଇଛି ମୋ ବସ୍ ସେବା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଟୁଇନ ସିଟି ରାଜରାସ୍ତାରେ ଗଡ଼ିବ ମୋ ବସ୍ । ବସ୍ ଭିତରେ କୌଣସି ଯାତ୍ରୀ ଠିଆ ହୋଇ ଯିବେ ନାହିଁ । ସିଟ୍ କ୍ଷମତା ଅନୁସାରେ…

ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଟିକାକରଣ: କେବେ, କେଉଁଠି ଓ କେତେବେଳେ ? ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ଗର୍ଭବତୀଙ୍କୁ ଦିଆଯିବ କରୋନା ଟିକା । ଆସନ୍ତା ୨୧ ତାରିଖରୁ ଭୁବନେଶ୍ୱରରେ ଗର୍ଭବତୀଙ୍କୁ ଦିଆଯିବ ଟିକା । ସପ୍ତାହରେ ଦୁଇ ଦିନ ସେମାନଙ୍କୁ ଟିକାକରଣ କରାଯିବ । ବୁଧବାର ଓ ଶନିବାର ଦୁଇ ଦିନ ସେମାନେ ଟିକା ନେଇପାରିବେ । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ ସମେତ ସମସ୍ତ…

STF ପଞ୍ଝାରେ ଦୁଇ ଚୋରା ବନ୍ଧୁକ ବେପାରୀ, ୧୦ଟି ବନ୍ଧୁକ ଜବତ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ହାତରେ ଧରାପଡ଼ିଛନ୍ତି ଚୋରା ବନ୍ଧୁକ ବେପାରୀ । ଭୁବନେଶ୍ୱର ଜଙ୍କିଆ ଅଞ୍ଚଳରୁ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ସେମାନଙ୍କ ନିକଟରୁ ୫ଟି ପିସ୍ତଲ, ୫ଟି SBML ବନ୍ଧୁକ ଓ ୮ ରାଉଣ୍ଡ ଗୁଳି ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳର…

ମାଆ ଦୁର୍ଗାଙ୍କ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ପବିତ୍ର ହେରାପଞ୍ଚମୀରେ ଶହୀଦ ନଗର ଦୁର୍ଗାପୂଜା ମଣ୍ଡପରେ ସମିତି ପକ୍ଷରୁ" ମା ଦୁର୍ଗା" ଙ୍କ ପ୍ରତିଷ୍ଠା ଦିବସ ଆରମ୍ଭ କରାଯାଉଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଯଜ୍ଞ, ଓ ପୂଜା ତିନି ଦିନ ଧରି କରାଯିବ । ଆସନ୍ତା ୧୮.୭.୨୧ ଦିନ ସନ୍ଧ୍ୟାରେ ପୂର୍ଣ୍ଣାହୁତି କାର୍ଯ୍ୟକ୍ରମ…

କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : କରୋନା ସଙ୍କଟ ନେଇ ଓଡ଼ିଶା ସହ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ବୈଠକରେ ସାମିଲ ହୋଇଛନ୍ତି ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର ଓ କେରଳ ମୁଖ୍ୟମନ୍ତ୍ରୀ । କିଛି ରାଜ୍ୟରେ ସଂକ୍ରମଣ ହାର ଅଧିକ ଥିବାରୁ ଏହା…

ନିର୍ମାଣ ଶ୍ରମିକଙ୍କ ପାଇଁ ୩୮୫ କୋଟିର କୋଭିଡ ସହାୟତା ଘୋଷଣା

ଭୁବନେଶ୍ୱର: ନିର୍ମାଣ ଶ୍ରମିକଙ୍କ ପାଇଁ ୩୮୫ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା । ୨୬ ଲକ୍ଷ ଶ୍ରମିକ ପାଇଲେ ୩୮୫ କୋଟି । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିସି ଜରିଆରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୯ଟି ଜିଲ୍ଲାର ୧୮…

ରାଜଧାନୀରୁ ୫୫୦ ଗ୍ରାମ୍ ବ୍ରାଉନସୁଗର ଓ ୩୪ ଲକ୍ଷ ଟଙ୍କା ଜବତ, ମହିଳାଙ୍କ ସମେତ ୨ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗର ରାକେଟର ପର୍ଦ୍ଦାଫାସ । ସହିଦନଗର ଥାନା କେସୁରା ଅଞ୍ଚଳରେ ଘର ଭିତରୁ ଜବତ ହୋଇଛି ୫୫୦ ଗ୍ରାମ ବ୍ରାଉନସୁଗର । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ ହୋଇଛି । ବିଡ଼ା ବିଡ଼ା ନୋଟ୍ ଜବତ କରିଛି ପୋଲିସ ।ସହିଦନଗର ଥାନା ପୋଲିସ ଓ କୁଇକ୍…