Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ନାଗ ସାପକୁ ଗିଳିଲା ନାଗ

ଭୁବନେଶ୍ୱର:  ନାଗ ସାପ ଉଦ୍ଧାର ପାଇଁ ଅନୁରୋଧ । ଏନେଇ ସ୍ନେକ ହେଲ୍ପ ଲାଇନକୁ ଖବର ଦିଆଯାଇଥିଲା । ଭୁବନେଶ୍ୱର ଉପକଣ୍ଠ ବାଳକାଟି ନିକଟ ଯଶୁଆପୁର ଗ୍ରାମରେ ଏକ ନିର୍ମାଣାଧୀନ ଆପାର୍ଟମେଂଟରେ ନାଗ ସାପ ସାପକୁ ଦେଖି ଉଦ୍ଧାର କରିବା ପାଇଁ ସ୍ନେକ ହେଲ୍ପ ଲାଇନକୁ ଖବର ଦିଆଯାଇଥିଲା । ସ୍ନେକ ହେଲ୍ପ…

ପୂର୍ବତନ ଆଡ଼ଭୋକେଟ ଜେନେରାଲ ଜୟନ୍ତ ଦାସଙ୍କ ପରଲୋକ

ଭୁବନେଶ୍ୱର:ଓଡ଼ିଶାର ପୂର୍ବତନ ଆଡ଼ଭୋକେଟ ଜେନେରାଲ ଜୟନ୍ତ ଦାସଙ୍କ ପରଲୋକ ହୋଇଛି । ଶୁକ୍ରବାର ଦିନ ଆପୋଲୋ ହସପିଟାଲରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କ ୭୫ ବର୍ଷ ବୟସ ହୋଇଥିଲା । ସେ ହେଉଛନ୍ତି ଜଷ୍ଟିସ୍ ନବକିଶୋର ଦାସଙ୍କ ପୁତ୍ର । ତାଙ୍କର ପତ୍ନୀ ସରିତା ଦାସ…

କିସ୍‍ରୁ ମାଟ୍ରିକ୍‍ ପାସ୍‌ କଲେ ଦାନ ମାଝୀଙ୍କ ଝିଅ

ଭୁବନେଶ୍ୱର : କିସ୍‍ରୁ ମାଟ୍ରିକ୍‍ ପାସ୍‌ କଲେ ଦାନ ମାଝୀଙ୍କ ଝିଅ ।  ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି ।  କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‍ର ୬୨୯…

ଘର ଭିତରୁ ଗୋଧି ଉଦ୍ଧାର

ଭୁବନେଶ୍ୱର: ଘର ଭିତରୁ ଗୋଧି ଉଦ୍ଧାର । ପୁରୁଣା ଭୁବନେଶ୍ୱରରେ ଲିଙ୍ଗରାଜ ହାଟ ପଛପଟେ ଏକ ଭଡ଼ା ଘରୁ ଉଦ୍ଧାର ହୋଇଛି ଏହି ଗୋଧି । ସେଠାରେ ରହୁଥିବା ପବିତ୍ର ବେହେରାଙ୍କ ଘରେ ଦୁଇଦିନ ହେଲା ଗୋଧିଟି ଶୌଚାଳୟ ଭିତରେ ପଶିଯାଇଥିଲା । ଗୋଧି ଟିକୁ ଭଗେଇବା ପାଇଁ ଵ୍ଲିଚିଂ ପାଉଡର ପକେଇ ପାଣି…

ନକଲି ମେଡ଼ିସିନ ହୋଲସେଲର ଗିରଫ

କଟକ : ନକଲି କୋଭିଡ ଔଷଧ ଜବତ ଘଟଣା । ନକଲି ଔଷଧ ହୋଲସେଲର ଶିବ ପ୍ରସନ ଜେନାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ STF । ଗିରଫ ପରେ କଟକ ଜିଲା ଦୌରାଜର୍ଜଙ୍କ କୋର୍ଟରେ ଶିବ ଜେନାକୁ ଏସଟିଏଫ ପକ୍ଷରୁ ହାଜର କରାଯାଇଛି । ଆଉ ଅଦାଲତରେ ହାଜର ପରେ ଚୌଦ୍ଵାର ଜେଲ୍କୁ ପଠାଇ ଦେଇଛନ୍ତି । ୧୪ ଦିନିଆ…

୨୮ ତାରିଖରୁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି

ଭୁବନେଶ୍ୱର: ଦୁଇ ମାସ ପରେ ଆସନ୍ତା ୨୮ ତାରିଖରୁ ରୋଗୀଙ୍କ ପାଇଁ ଖୋଲିବ ଭୁବନେଶ୍ୱର ଏମ୍ସ ଓପିଡି । କୋଭିଡ୍ ସଂକ୍ରମଣ ହ୍ରାସ ପାଇବା ଓ ଏମ୍ସରେ କୋଭିଡ୍ ରୋଗୀଙ୍କ ସଂଖ୍ୟା କମିବା ପରେ ଏହି ନିଷ୍ପତ୍ତି ହୋଇଛି । ଫଳରେ ଏଣିକି ଓପିଡିରେ ଅଣକୋଭିଡ୍ ରୋଗୀଙ୍କ ଚିକିତ୍ସା ହୋଇ ପାରିବ । ଏମ୍ସରେ…

ଟିଟୋର ଦୁଇ ସହଯୋଗୀ ଗିରଫ

କେନ୍ଦ୍ରାପଡା: ବହୁ ଚର୍ଚ୍ଚିତ ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ଗିରଫ । ଦୁଇଜଣକୁ ଉଠାଇନେଲା ଏସଟିଏଫ । ଗ୍ୟାଙ୍ଗଷ୍ଟାର ଟିଟୋର ଦୁଇ ସହଯୋଗୀ ତାର ସମ୍ପର୍କୀୟ ଦାଦା ପୁଅ ଭାଇ ବୋଲି ଜଣାପଡିଛି । ଏମାନେ ୨୦୧୮ରେ ୩୬ ଗୁଣ୍ଠ ଜମି ଜବରଦଖଲ କରିଥିବା ଘଟଣା ନେଇ ଚର୍ଚ୍ଚାକୁ ଆସିଥିଲେ । ତା ସହିତ…

ରାଜ୍ୟରେ ନେପାଳି ମାନଙ୍କୁ ଟିକା

ଭୁବନେଶ୍ୱର: ଓଡ଼ିଶ।ରେ ନେପାଳି ମାନେ ନେବେ ଟିକା । ଏନେଇ ସମସ୍ତ ଜିଲ୍ଲାପାଳ ମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି । ରାଜ୍ୟରେ ଟିକାକରଣ ପ୍ରକ୍ରିୟା ଚାଲୁ ରହିଛି । ତେବେ ବାହାରୁ ଆସି ଓଡ଼ିଶାରେ ରହୁଥିବା ନେପାଳି ମାନଙ୍କ ପାଖରେ କୌଣସି ପରିଚୟ ପତ୍ର ନାହିଁ । ଏନେଇ…

ଭୁବନେଶ୍ୱର ଓ କଟକରେ ନିର୍ଧୁମ ବର୍ଷିଲା, ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଅବସ୍ଥା

ଭୁବନେଶ୍ୱର: ଟୁଇନ୍ ସିଟିରେ ୨-୩ ଘଣ୍ଟା ଅବିଶ୍ରାନ୍ତ ବର୍ଷା । ଭୁବନେଶ୍ୱର ଓ କଟକରେ ଭୋରରୁ ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷାରେ ଭୁବନେଶ୍ୱର ହାଲ୍ ବେହାଲ୍ ହୋଇଛି । ଏମିତି ବର୍ଷା ହେଉଥିବା ଯେ ରାସ୍ତାଘାଟ ଦେଖା ଯାଉ ନଥିଲା । ବିଭିନ୍ନ ସ୍ଥାନରେ ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି…

ଭୁବନେଶ୍ଵରିଆଙ୍କୁ ଯୋଗ ପସନ୍ଦ ନୁହେଁ !

ଭୁବନେଶ୍ୱର: ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ। ତା ପୂର୍ବରୁ ଯୋଗ ଅଭ୍ୟାସକୁ ନେଇ ଆସିଥିବା ଏକ ରିପୋର୍ଟରୁ ଭୁବନେଶ୍ଵରବାସୀଙ୍କୁ ଯୋଗ ବେଶୀ ପସନ୍ଦ ନୁହେଁ ବୋଲି ଜଣାପଡ଼ିଛି। କରୋନା ସଂକ୍ରମଣ ଆରମ୍ଭ ହେବା ପୂର୍ବରୁ ଯୋଗକୁ ନେଇ ବହୁତ ଚର୍ଚ୍ଚା ବହୁତ ପ୍ରଚାର ପ୍ରସାର ହୋଇଥିଲା। ଏବେ…