Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭୁବନେଶ୍ୱର ସ୍ୱିଗି, ଜମାଟୋ ଡେଲିଭରୀ ଏଜେଣ୍ଟଙ୍କୁ ଟିକାକରଣ

ଭୁବନେଶ୍ୱର: ରାଜଧାନୀରେ ଅନଲାଇନରେ ଖାଦ୍ୟ ଦେଉଥିବା ଏଜେଣ୍ଟଙ୍କ ପାଇଁ ସ୍ୱତନ୍ତ୍ର ଟିକାକରଣ ବ୍ୟବସ୍ଥା । ସ୍ୱିଗି ଓ ଜୋମାଟୋ ଏଜେଣ୍ଟଙ୍କୁ ଟିକା ଆଜି ଦିଆଯାଉଛି । ଏଥିପାଇଁ ଗଜପତି ନଗରରେ ଥିବା ସପ୍ତମ ବାଟାଲିୟନ୍ ହାଇସ୍କୁଲ ପରିସରରେ ସ୍ୱତନ୍ତ୍ର ସେଣ୍ଟର କରାଯାଇଛି । ଅନଲାଇନ୍ ଫୁଡ୍…

ରଜ ପାଇଁ ଟ୍ବିନସିଟିରେ ସ୍ପେଶାଲ ଡ୍ରାଇଭ

ଭୁବନେଶ୍ୱର: ରଜ ପାଇଁ ବଢ଼ିଲା କଟକଣା । ନିୟମ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଏନେଇ ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ରଜ ପାଇଁ ଆଜିଠୁ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଛି । ଅନ୍ୟପଟେ କଟକଣା ଉଲ୍ଲଙ୍ଘନ କରି ଦୋକାନ ଖୋଲିଲେ ସିଲ୍ କରାଯିବ…

‘ୟାସ’ ପ୍ରଭାବିତ କୃଷକଙ୍କ ପାଇଁ ପ୍ୟାକେଜ

ଭୁବନେଶ୍ୱର : ୟାସ ପ୍ରଭାବିତ କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାତ୍ୟା ୟାସ ପ୍ରଭାବିତ ଅଞ୍ଚଳର କୃଷକ ମାନଙ୍କ ପାଇଁ ସହାୟତା ଘୋଷଣା କରିଛନ୍ତି । ୩୩ ପ୍ରତିଶତ ବା ତା ଠାରୁ ଅଧିକ ଫସଲ କ୍ଷତି ସହିଥିବା ଛୋଟ ଓ ନାମ ମାତ୍ର ଚାଷୀଙ୍କ ପାଇଁ ଇନପୁଟ…

ଭୁବନେଶ୍ୱରରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଦ୍ୱିତୀୟ ଡୋଜ୍ ଟିକା ପାଇଁ ଦରକାର ନାହିଁ ସ୍ଲଟ୍ ବୁକିଂ

ଭୁବନେଶ୍ୱର: ରାଜଧାନୀରେ ୪୫ ବର୍ଷରୁ ଅଧିକ ବୟସ୍କଙ୍କ ଟିକାକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମର ସ୍ୱତନ୍ତ୍ର ବ୍ୟବସ୍ଥା । ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ବ୍ୟକ୍ତିଙ୍କୁ ଆଜିଠୁ ଆଉ ସ୍ଲଟ ବୁକିଂ କରିବାକୁ ପଡ଼ିବ ନାହିଁ । ସେମାନେ ସିଧାସଳଖ ସେଣ୍ଟରକୁ ଯାଇ ଦ୍ୱିତୀୟ ଡୋଜ୍ ଟିକା ନେଇ…

କ୍ୟୁଏସ ରାଙ୍କିଂରେ ‘ସୋଆ’

ଭୁବନେଶ୍ୱର : ‘ସୋଆ’କୁ ବଡ ସଫଳତା । ପୂର୍ବ ଭାରତର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟିକୁ କ୍ୟୁଏସ୍ ରାଙ୍କିଂ-୨୦୨୨ରେ ସ୍ଥାନ ମିଳିଛି । ଭାରତର ଶ୍ରେଷ୍ଠ ବିଶ୍ୱ ବିଦ୍ୟାଳୟ ମଧ୍ୟରେ ସୋଆକୁ ସ୍ଥାନ ମିଳିଛି । ସୋଆ ଭାରତୀୟ ବିଶ୍ୱ ବିଦ୍ୟାଳୟ…

ଜିଓ ଗ୍ରାହକ ହ୍ୱାଟ୍‌ସଆପ୍ ଜରିଆରେ କରିପାରିବେ ରିଚାର୍ଜ…

ଭୁବନେଶ୍ୱର: ଜିଓ ଗ୍ରାହକ ମାନଙ୍କ ପାଇଁ ଖୁସିି ଖବର । ଏଣିକି ଗ୍ରାହକ ମାନେ ହ୍ୱାଟସ୍‌ଆପ୍ ଜରିଆରେ କରିପାରିବେ ରିଚାର୍ଜ । ହ୍ୱାଟ୍‌ସଆପ୍ ଜରିଆରେ ରିଚାର୍ଜ କରିପାରିବା ସହିତ ଅର୍ଥ ପୈଠ କରିପାରିବେ । ସେମାନଙ୍କର ପ୍ରଶ୍ନର ଉତ୍ତର ପାଇପାରିବେ ଏବଂ ସେମାନଙ୍କର କିଛି ଯଦି କିଛି ଅଭିଯୋଗ ଥାଏ…

୭ ଜିଲ୍ଲାରେ ୭ଟି ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ଓଡ଼ିଶାରେ ଖୋଲିଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ ଉତ୍କର୍ଷ କେନ୍ଦ୍ର । ଉଦଘାଟିତ ହେଲା ପୂର୍ବ ଭାରତର ପ୍ରଥମ ଫୁସଫୁସ ଜନିତ ମେଡିସିନ୍ ଉତ୍କର୍ଷ କେନ୍ଦ୍ର । କଟକ ଏସସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ଏହି କେନ୍ଦ୍ର । କଟକ…

ବିଏମ୍‌ସିକୁ ଆଉ ୨୦ କୋଟି

ଭୁବନେଶ୍ୱର: ବିଏମ୍‌ସିକୁ ଆଉ୨୦ କୋଟି ଟଙ୍କା ପ୍ରଦାନ । କୋଭିଡ ପରିଚାଳନା ନେଇଁ ମୁଖ୍ୟମନ୍ତ୍ରୀ ୨୦କୋଟି ଟଙ୍କା ମଞ୍ଜୁରୀ କରିଛନ୍ତି । ଭୁବନେଶ୍ୱରରେ କୋଭିଡ଼ ମହାମାରୀର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୨୦କୋଟି ଟଙ୍କା ମଞ୍ଜୁରୀ…

ଆଇପିଏସ୍ ସ୍ତରରେ ଅଦଳବଦଳ, ଦୀପ୍ତେଶ ପଟ୍ଟନାୟକ ଜେଲ୍ ଆଇଜି

ଭୁବନେଶ୍ୱର : ଆଇପିଏସ୍ ସ୍ତରରେ ଅଦଳବଦଳ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି । ଦୀପ୍ତେଶ କୁମାର ପଟ୍ଟନାୟକଙ୍କୁ ଜେଲ୍ ବିଭାଗ ଆଇଜି ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଦୀପ୍ତେଶ ଏବେ ଆଇଜିପି ଭାବରେ କାର୍ଯ୍ୟରତ ଅଛନ୍ତି । ସେହିଭଳି କେନ୍ଦ୍ରାଞ୍ଚଳ…

ବିଦେଶ ଯାଉଥିବା ଛାତ୍ରଛାତ୍ରୀଙ୍କୁ କୋଭିସିଲ୍ଡ ଟିକା, ଦୁଇଟି ସ୍ଥାନରେ ସ୍ୱତନ୍ତ୍ର ଟିକାକରଣ ବ୍ୟବସ୍ଥା

ଭୁବନେଶ୍ୱର: ଓଡ଼ିଶାରୁ ଉଚ୍ଚଶିକ୍ଷା କିମ୍ବା ନିଯୁକ୍ତି ପାଇଁ ବିଦେଶ ଯିବାକୁ ଥିବା ଛାତ୍ରଛାତ୍ରୀ କୋଭିସିଲ୍ଡ ଟିକା ନେଇ ଯାଇପାରିବେ । ଏହି ଟିକାର ଦୁଇଟି ଡୋଜ୍ ନେଇଥିଲେ ବିଦେଶରେ ପ୍ରବେଶ ଅନୁମତି ମିଳିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଦେଶ ଯିବାକୁ ଥିବା ଛାତ୍ରଛାତ୍ରୀଙ୍କୁ…