Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭୁବନେଶ୍ୱର ଭୀମଟାଙ୍ଗି ମର୍ଡର ମିଷ୍ଟ୍ରି: ଅଭିଯୁକ୍ତର ମାଆ କଲେ ଚାଞ୍ଚଲ୍ୟକର ଖୁଲ୍ଲାସା

ଯାଜପୁର: ଭୁବନେଶ୍ୱର ଭୀମଟାଙ୍ଗି ଅଞ୍ଚଳରେ ଭଡ଼ାଘରେ ମହିଳାଙ୍କୁ ନିର୍ମମ ହତ୍ୟା ଘଟଣାରେ ମୁହଁ ଖୋଲିଲେ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନଙ୍କ ମାଆ । ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । ଜଗନ୍ନାଥଙ୍କ ସହ ବିବାହ ପୂର୍ବରୁ ମୃତ ପ୍ରିୟଙ୍କା ପ୍ରିୟଦର୍ଶିନୀଙ୍କର ପ୍ରେମ ସମ୍ପର୍କ ଥିଲା । ଦୁହେଁ…

ଟୋକିଓ ଅଲିମ୍ପିକ୍ସରେ କିଟ୍‍ରୁ ୩ ଖେଳାଳି

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ କିଟ୍‍ରୁ ୩ ଖେଳାଳି । ଚଳିତବର୍ଷ ଟୋକିଓ ଅଲିମ୍ପିକ୍‍ସରେ କିଟ୍‍ ବିଶ୍ୱବିଦ୍ୟାଳୟର ୩ ଜଣ ଛାତ୍ରଛାତ୍ରୀ ଓ ଜଣେ ଡାକ୍ତରଙ୍କୁ ମିଶାଇ ମୋଟ ୪ଜଣ ପ୍ରତିନିଧି ଏହି ସୁଯୋଗ ପାଇଛନ୍ତି। ସମଗ୍ର ଭାରତରେ କିଟ୍‍ ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ଏହି ସୌଭାଗ୍ୟର…

କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହେଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ

ଭୁବନେଶ୍ୱର: କରୋନାରେ ସଂକ୍ରମିତ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ପ୍ରାଇଭେଟ୍ କ୍ୟାବିନରେ ରଖି ତାଙ୍କର ଚିକିତ୍ସା କରାଯାଉଛି । ସମସ୍ତ ପ୍ରକାର ପରୀକ୍ଷା ନିରୀକ୍ଷା କରାଯିବ । ବିଷ୍ଣୁ ସେଠୀଙ୍କର…

ଭୁବନେଶ୍ୱରରେ ମୋଲେକ୍ୟୁଲାର୍ ମ୍ୟୁକୋରମାଇକୋସିସ୍ ଲାବ୍ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଏଲଭି ପ୍ରସାଦ ଚକ୍ଷୁ ହସ୍ପିଟାଲ ପରିସରରେ MGM ଆଡଭାନ୍ସଡ ମୋଲେକ୍ୟୁଲାର୍ ମ୍ୟୁକୋରମାଇକୋସିସ୍ ଲାବ୍ରୋଟୋରୀ ଉଦଘାଟିତ ହୋଇଯାଇଛି । ଏହି ଲାବ୍ରୋଟୋରୀ ପ୍ରତିଷ୍ଠା ପାଇଁ MGM ଫାଉଣ୍ଡେସନ୍ ୧୦ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରିଛି । MGM ଫାଉଣ୍ଡେସନର…

ଭୁବନେଶ୍ୱର ଏମ୍ସକୁ ଆସିଲା ପ୍ରଥମ ECMO ମେସିନ୍

ଭୁବନେଶ୍ୱର: ଓଡ଼ିଶା ଆସିଲା ECMO ମେସିନ୍ । ଭୁବନେଶ୍ୱର ଏମ୍ସ ପ୍ରଥମ ECMO ମେସିନ୍ ପାଇଛି । ଏହାକୁ କାର୍ଯ୍ୟକ୍ଷମ କରିବା ସହ ଅପରେଟ୍ କରିବା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମକୁ ପ୍ରଶିକ୍ଷଣ ଦିଆଯାଇଛି । ଏହି ଡାକ୍ତରୀ ଟିମରେ ଅଛନ୍ତି ଡାକ୍ତର ରୁଦ୍ର ପ୍ରତାପ ମହାପାତ୍ର ଓ ଡାକ୍ତର…

ଭିଜିଲାନ୍ସ ବିଭାଗ ଆଇଜି ଭାବେ ଯୋଗଦେଲେ ବରିଷ୍ଠ IPS ଅସିତ୍ ପାଣିଗ୍ରାହୀ

ଭୁବନେଶ୍ୱର : ଭିଜିଲାନ୍ସ ବିଭାଗ ଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ୍ ଅଫିସର ଅସିତ୍ ପାଣିଗ୍ରାହୀ । ୧୯୯୭ ବ୍ୟାଚର ଆଇପିଏସ୍ ଅଧିକାରୀ ଅସିତ୍ ପାଣିଗ୍ରାହୀ ବୁଧବାର ଭିଜିଲାନ୍ସ ନିର୍ଦ୍ଦେଶାଳୟରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଶ୍ରୀ ପାଣିଗ୍ରାହୀ ପୂର୍ବରୁ ଅଗ୍ନିଶମ ବିଭାଗ, ରାଜ୍ୟ…

ଆରପାରିରେ ରେଡିଓ ମଣିଷ ଉପେନ୍ଦ୍ର କୁମାର ପାହାଡସିଂ

ଭୁବନେଶ୍ୱର: ଆଉ ନାହାଁନ୍ତି ଆକାଶବାଣୀର ବିଶିଷ୍ଠ ସମ୍ବାଦ ପାଠକ ଉପେନ୍ଦ୍ର ପାହାଡସିଂ । ଦିନେ ଏହି ମହାନ ବ୍ୟକ୍ତିତ୍ୱଙ୍କ ଗୁରୁ ଗମ୍ଭୀର ସ୍ୱର ସାରା ଓଡିଶାର ରେଡିଓ ପ୍ରେମୀଙ୍କ ମନକୁ ଆନ୍ଦୋଳିତ କରୁଥିଲା । ହେଲେ ଆଜି ଶେଷ ହୋଇଛି ଉପେନ୍ଦ୍ର କୁମାର ପାହାଡସିଂଙ୍କ ଯୁଗ  । ଦିଲ୍ଲୀର ଏକ…

ରାଜ୍ୟରେ ପୁଣି ବଢିବ ବର୍ଷା

ଭୁବନେଶ୍ବର : ରାଜ୍ୟରେ ପୁଣି ବଢିବ ବର୍ଷା । ଜୁଲାଇ ପହିଲାରେ ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହି ଜିଲ୍ଲାଗୁଡ଼ିକ ହେଲା, କୋରାପୁଟ, ମାଲକାନଗିରି, କଟକ, ନୟାଗଡ଼, ଖୋର୍ଧା, ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା । ଏସବୁ ଜିଲ୍ଲା ସମେତ ବାଲେଶ୍ବର, ଭଦ୍ରକ, ଯାଜପୁର, ଗଞ୍ଜାମ,…

ଦୁଇ ମାସ ପରେ ଆଜିଠୁ ଖୋଲିଲା ଭୁବନେଶ୍ୱର ଏମ୍ସ ଓପିଡି

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୁଇ ମାସ ହେବ ବନ୍ଦ ରହିଥିବା ଭୁବନେଶ୍ୱର ଏମସ୍ ବର୍ହିବିଭାଗ(ଓପିଡି) ଆଜିଠୁ ଖୋଲିଛି । ସଂକ୍ରମଣ ସ୍ଥିତିରେ ସୁଧାର ଆସିଥିବାରୁ ଆଜିଠାରୁ ଓପିଡିରେ ଆରମ୍ଭ ହୋଇଛି ସାଧାରଣ ରୋଗୀଙ୍କ ଚିକିତ୍ସା । ତେବେ ପ୍ରାଥମିକ ପର୍ଯ୍ୟାୟରେ ଓପିଡିରେ କମ୍…

କିସ୍‍ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : କିସ୍‍ ବିଶ୍ୱବିଦ୍ୟାଳୟର ପ୍ରଥମ ସମାବର୍ତ୍ତନ ଉତ୍ସବ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‍ ପ୍ରଥମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି। ଆତ୍ମନିର୍ଭର ଭାରତ ନିର୍ମାଣରେ ଯୁବଗୋଷ୍ଠୀଙ୍କ ଯୋଗଦାନ ରହିବା ଉଚିତ ବୋଲି କହିଛନ୍ତି ପ୍ରଫେସର ଗଣେଶୀ ଲାଲ୍‍ ।…