Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟରେ ଆଜି ୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା 

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଛି କରୋନା । ଦ୍ରୁତ ଗତିରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । କରୋନାରେ ମୃତ୍ୟୁବରଣ କରିଥିବା ସଂକ୍ରମିତଙ୍କ ମଧ୍ୟରୁ…

ଲିଙ୍ଗରାଜ ମନ୍ଦିରକୁ ଡେଇଁଲା କରୋନା, ମନ୍ଦିର ଭିତରକୁ ଜନସାଧାରଣ ପ୍ରବେଶ ଓ ଦର୍ଶନ ମନା 

ଭୁବନେଶ୍ବର: ରାଜ୍ୟରେ ଅଣାୟତ୍ତ ହେଲାଣି କରୋନା ମହାମାରୀ । ଦ୍ରୁତ ଗତିରେ ବଢୁଛି ସଂକ୍ରମଣ । ଭୁବନେଶ୍ବର ଲିଙ୍ଗରାଜ ମନ୍ଦିରକୁ ଛୁଇଁଛି କରୋନା । ମନ୍ଦିରର ୪ଜଣ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିପାଇଁ ରାଜଧାନୀରେ ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ…

ବିଶିଷ୍ଟ ହୋମିଓପାଥି ଚିକିତ୍ସକ ପ୍ରଫେସର ଡା. ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ସମ୍ମାନ

ଭୁବନେଶ୍ୱର:  ବିଶିଷ୍ଟ ହୋମିଓପାଥି ଚିକିତ୍ସକ ପ୍ରଫେସର ଡାକ୍ତର ନିରଞ୍ଜନ ମହାନ୍ତିଙ୍କୁ ହୋମିଓରତ୍ନ ସମ୍ମାନ ପାଇଁ ଚୟନ କରାଯାଇଛି । ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ୍ ହୋମିଓପାଥି ଫିଜିସିଆନ ତରଫରୁ ୨୦୨୧ ବର୍ଷ ପାଇଁ ବିଭିନ୍ନ ପୁରସ୍କାର ଘୋଷଣା କରାଯାଇଛି ।  ସୁନାମଧନ୍ୟ ହୋମିଓପାଥି…

ବରିଷ୍ଠ ନାଗରିକ ମହାସଂଘର ବୈଠକ ଆୟୋଜିତ

ଭୁବନେଶ୍ୱର : ଓଡ଼ିଶା ବରିଷ୍ଠ ନାଗରିକ ମହାସଂଘର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାସଂଘର ପ୍ରତିଷ୍ଠାତା କୃପାସିନ୍ଧୁ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମନ୍ତ୍ରୀ ଅଶୋକ ପଣ୍ଡା ଓ ଭୁବନେଶ୍ୱର ( ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି ସଭାରେ…

ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ: ୧୯ରୁ ଉଚ୍ଚଶିକ୍ଷାନୁଷ୍ଠାନ ବନ୍ଦ, ହଷ୍ଟେଲ ଛାଡିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡିଚାଲିଛି । ସଂକ୍ରମଣରେ ବ୍ରେକ୍ ଲଗାଇବାକୁ ଗୋଟିଏ ପରେ ଗୋଟିଏ କଟକଣା ଜାରି କରାଯାଉଛି ।  ସୋମବାରଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ଅଫଲାଇନ୍ କ୍ଲାସ ଓ ପରୀକ୍ଷା ସ୍ଥଗିତ ରଖିବାକୁ ଆଜି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…

ନୂଆ ଜୀବନ ପାଇଲା ଗର୍ଭବତୀ ନାଗ ସାପ

ଭୁବନେଶ୍ୱର: ସାପ ପାଟିରେ ଲଗାଯାଇଥିଲା ରାସାୟନିକ ଅଠା । ଦୀର୍ଘ ୧ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ଖୋଲାଯାଇଥିଲା ସାପ ପାଟି । ଏଭଳି ଏକ ଅଭାବନୀୟ ଘଟଣାକୁ ନେଇ ଚର୍ଚ୍ଚାକୁ ଆସିଛି ରାଜଧାନୀ ଭୁବନେଶ୍ୱର । ଗତକାଲି ରଥ ରୋଡ ବ୍ୟାଙ୍କ କଲୋନୀ ନିକଟସ୍ଥ ଗୋବିନ୍ଦେଶ୍ୱର ରୋଡରେ ଥିବା ତାରିଣୀ…

ଆଜି ୮ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୟେଲୋ ୱାରିଂ ଜାରି 

ଭୁବନେଶ୍ୱର: ଆଜି ଓଡ଼ିଶାର ୮ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି ।  ଆଜି…

ସୁନ୍ଦରଗଡ଼ର ୨ ବିଜେଡି ନେତା ନିଲମ୍ବିତ, ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କଲେ ଦଳୀୟ ସଭାପତି

ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲାର ବିଜେଡି ନେତା ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ନିଲମ୍ବନ କରିଛନ୍ତି ଦଳୀୟ ସଭାପତି । ଏନେଇ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ଏକ ବିଜ୍ଞପ୍ତି ଜାରି କରି କହିଛନ୍ତି । ନିଲମ୍ବିତ ଦୁଇ ବିଜେଡି ନେତା ହେଲେ ଅମରେଶ ପଣ୍ଡା ଓ ବିନୟ ପଣ୍ଡା…

ସୁସ୍ଥ ଅଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ସୂଚନା ଦେଲେ ସାଂସଦ ଓ ପୁଅ 

ଭୁବନେଶ୍ୱର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଅଛି । ରୁଟିନ ଚେକଅପ୍ ପାଇଁ ସେ ଗୁରୁଗ୍ରାମର ମେଦାନ୍ତରେ ଭର୍ତ୍ତି ହୋଇଛନ୍ତି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ସାଂସଦ ସପ୍ତଗିରି ଉଳାକା । ଏହାସହ ନିରଞ୍ଜନଙ୍କ ପୁଅ ନବଜ୍ୟୋତି ପଟ୍ଟନାୟକ ମଧ୍ୟ ବାପାଙ୍କ…

ଅଗ୍ନିଶମ ସହିଦ ଦିବସ ପାଳିତ, ସହିଦ ସ୍ତମ୍ଭରେ ପୁଷ୍ପମାଲ୍ୟ ଅର୍ପଣ, ଶ୍ରେଷ୍ଠ ବିବେଚିତ ଅଧିକାରୀଙ୍କୁ ମାନପତ୍ର ପ୍ରଦାନ 

ଭୁବନେଶ୍ବର: ଅଗ୍ନିଶମ ସହିଦ ଦିବସ ପାଳିତ ହୋଇଯାଇଛି । ଓଡ଼ିଶା ଅଗ୍ନିଶମ ସେବା ସଂସ୍ଥା ପକ୍ଷରୁ ଓଡ଼ିଶା ଅଗ୍ନିଶମ ଏବଂ ବିପତ୍ତି ନିସ୍ତାର ପ୍ରତିଷ୍ଠାନ ଠାରେ ଅଗ୍ନିଶମ ସହିଦ ଦିବସ ପାଳନ କରାଯାଇଛି ।  ଏଥିରେ ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ସେବା ସଂସ୍ଥାର ମହାନିର୍ଦ୍ଦେଶକ ଏମ୍ ଅକ୍ଷୟ ଯୋଗ…