Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର

ଭୁବନେଶ୍ବର: ଆସନ୍ତା ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର । ଜରୁରୀକାଳୀନ ସ୍ଥିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ପାଳିବେ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ଭୁବନେଶ୍ବର ରେଳ ଅଡିଟୋରିଅମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ଯାଜପୁର ଓ କେନ୍ଦୁଝରରେ ସଂକ୍ରମଣ ହ୍ରାସ; କ୍ଷେତ୍ର ସ୍ତରୀୟ ଅଭିଯାନ ଜାରି ରଖିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଯାଜପୁର ଓ କେନ୍ଦୁଝର ଜିଲ୍ଲାରେ ହ୍ରାସ ପାଇଛି ହଇଜା ସଂକ୍ରମଣ । ବିଭିନ୍ନ ବିଭାଗ ମାନଙ୍କର କ୍ଷେତ୍ର ସ୍ତରରେ ସମନ୍ୱିତ ଏବଂ ଏକାଭିମୁଖୀ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟରେ ଡାଇରିଆ ସ୍ଥିତିରେ ସୁଧାର ଆସିଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଅଶ୍ଵତୀ ଏସ୍ ଙ୍କ…

ଏମିତି ହେବ ସ୍ବପ୍ନର ଓଡିଶା !

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରକୁ ବର୍ଷେ ପୁରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେପି ସରକାରର ବର୍ଷେ ପୂର୍ତ୍ତି ଅବସରରେ ଭିଜନ ଡକ୍ୟୁମେଣ୍ଟ ଓଡିଶା ଭିଜନ 2036 ଓ 2047 ଉନ୍ମୋଚନ କରିଛନ୍ତି । ବିକଶିତ ଭାରତ ଲକ୍ଷ୍ୟ ପୂରଣ ସହ ବିକଶିତ ଓଡିଶା ସ୍ବପ୍ନ ସାକାର କରିବାକୁ ଏଥିରେ…

ଓଡ଼ିଶା ଭାରତର ସଂସ୍କୃତିକୁ ପରିପୂର୍ଣ୍ଣ କରିଛି: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରର ଜନତା ମୈଦାନରେ ଆୟୋଜିତ ରାଜ୍ୟସ୍ଥରୀୟ ସମାରୋହରେ ଯୋଗଦେଇଛନ୍ତି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ ମୋଦି । ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ ପାଲଟିଛି । ଏନେଇ ଓଡ଼ିଶାବାସୀଙ୍କୁ ମୁଁ…

ଜନତା ମଇଦାନରୁ କଂଗ୍ରେସକୁ ଟାର୍ଗେଟ କଲେ ମୋଦି; କହିଲେ, ବିକାଶମୂଳକ ଯୋଜନାକୁ ଅଟକେଇବା….

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଓ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ଆସି ରାଜ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ ଭେଟି ଦେଇଛନ୍ତି । ୧୯ ହଜାର କୋଟିର ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୋଦି । ଏହି…

ପ୍ରଥମ ପର୍ଯ୍ୟାୟ UG ଆଡମିଶନର ଶେଷ ତାରିଖ ଅବଧି ବଢିଲା

ଭୁବନେଶ୍ୱର: ବଢିଲା ପ୍ରଥମ ରାଉଣ୍ଡ UG ୨୦୨୫-୨୬ ନାମଲେଖା ଅବଧି । ଜୁନ୍‌ ୨୧ ତାରିଖ ଅର୍ଥାତ୍‌ ଆସନ୍ତାକାଲି ଅପରାହ୍ନ ୩ଟା ପର୍ଯ୍ୟନ୍ତ ବଢ଼ିଛି ନାମଲେଖା ଅବଧିକୁ ବୃଦ୍ଧି କରାଯାଇଛି । ଯେଉଁ ଛାତ୍ର ଛାତ୍ରୀ ମାନେ ଟଙ୍କା ଜମା କରି ନ ଥିଲେ ବର୍ଦ୍ଧିତ ସମୟ ଭିତରେ ସେମାନେ ଟଙ୍କା ଜମା କରି ନାମ…

ଆସନ୍ତାକାଲି ୨୭୫୦ କୋଟିରୁ ଉର୍ଦ୍ଧ୍ବ ମୂଲ୍ୟର ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ ୨୦ ଜୁନ୍ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ୨୭୫୦ କୋଟିରୁ ଅଧିକ ମୂଲ୍ୟର ଯୋଜନାଗୁଡ଼ିକର ଶିଳାନ୍ୟାସ ସହ ଉଦଘାଟନ କରିବେ । ଏହି କାର୍ଯ୍ୟକ୍ରମ 'ବିକଶିତ ଭାରତ - ବିକଶିତ ଓଡ଼ିଶା' ସଂକଳ୍ପକୁ ସାକାର…

ସିକ୍କିମ ବସ୍ ଦୁର୍ଘଟଣା: ଭୁବନେଶ୍ୱର ଫେରିଲେ ଆଉ ୨ ଓଡିଆ, ଚିକିତ୍ସା ପାଇଁ ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର: ସିକ୍କିମ୍ ବସ୍ ଦୁର୍ଘଟଣାରେ ଉଦ୍ଧାର ହୋଇ ଚିକିତ୍ସିତ ହେଉଥିବା ଦୁଇ ଜଣ ଓଡ଼ିଆ ସ୍ଵୟଂ ସୁପ୍ରୀତ ନାୟକ (୧୬) ଓ ସାଇରାଜ ଜେନା (୧୭) ଭୁବନେଶ୍ୱରରେ ପହଞ୍ଚିଛନ୍ତି । ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରାଯାଇଛି । ଭୁବନେଶ୍ୱର ରେଳ ଷ୍ଟେସନରେ…

ଭୁବନେଶ୍ୱରରେ ଜଣ୍ଡିସ ଓ ଡାଇରିଆ ବ୍ୟାପିଥିବା ଅଞ୍ଚଳରେ ପଦକ୍ଷେପ ନେଉଛି ବିଏମସି: ମେୟର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଜଣ୍ଡିସ୍ ଓ ଡାଇରିଆ ବ୍ୟାପିବା ଘଟଣାରେ ପ୍ରତିକ୍ରିୟା ରଖିଲେ ମେୟର ସୁଲୋଚନା ଦାସ । ­ସେ କହିଛନ୍ତି ଯେ, କିଛି ନିର୍ଦ୍ଦିଷ୍ଟ ଅଞ୍ଚଳରେ ହୋଇଛି। ସେହି ସବୁ ଅଞ୍ଚଳରେ ଜଣ୍ଡିସ୍‌ ବ୍ୟାପିବାର କାରଣ ଜଣାପଡିଛି । ଅନେକ ସ୍ଥାନରେ ଡ୍ରେନ୍‌ ଭିତରେ ପାଣି ପାଇପ୍…

ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ AI ଭିଡିଓ କରି ଯୁବକ ଗିରଫ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ପୋଷ୍ଟ କରି ଯୁବକ ଗିରଫ । ସୋସିଆଲ୍ ମିଡିଆରେ ପୋଷ୍ଟ କରିବାରୁ ଗିରଫ କଲା କ୍ରାଇମବ୍ରାଞ୍ଚ । ଗିରଫ ଯୁବକ ଜଣକ ହେଲେ ରାୟଗଡ଼ା ଚାନ୍ଦିଲିର କିଶୋର କୌଶଲ୍ୟା । ଫେସବୁକରେ ମୁଖ୍ୟମନ୍ତ୍ରୀଙ୍କ ଆପତ୍ତିଜନକ ଭିଡିଓ ସେୟାର କରିଥିଲେ ।…