Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଜୁନ୍ ୨୦ରେ ଭୁବନେଶ୍ବର ଓ କଟକ ମହାନଗରରେ ବନ୍ଦ ରହିବ ସମସ୍ତ ସ୍କୁଲ

ଭୁବନେଶ୍ବର: ଆସନ୍ତା ୨୦ ତାରିଖରେ ଭୁବନେଶ୍ବର, କଟକ ମହାନଗରରେ ବନ୍ଦ ରହିବ ସମସ୍ତ ସ୍କୁଲ୍‌ । ଖୋର୍ଦ୍ଧା ଓ କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଲା ଗଣ ଶିକ୍ଷା ବିଭାଗ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ସ୍କୁଲ୍‌ ଛୁଟି ରଖିବାକୁ ନିର୍ଦ୍ଦେଶ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି…

ଶ୍ରୀକ୍ଷେତ୍ରରୁ ବିଜେଡ଼ି ଆରମ୍ଭ କଲା ଜନ ଜାଗରଣ ଅଭିଯାନ

ପୁରୀ: ରାଜ୍ୟରେ ବିଜେପି ସରକାରକୁ ପୂରିଛି ବର୍ଷେ । ଏହି ଅବସରରେ ବିଭିନ୍ନ ଜିଲ୍ଲା ଏବଂ ନିର୍ବାଚନ ମଣ୍ଡଳୀରେ ବିଜେପି ତା'ର ଏକବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଛି । ତେବେ ବିଜେପିର ଏଭଳି ପୂର୍ତ୍ତି ଉତ୍ସବକୁ କାଉଣ୍ଟର ଆଟାକ କରିଛି ବିଜେଡ଼ି । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ଗତ…

ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ, ନିଜେ ‘ଏକ୍ସ’ରେ ଦେଲେ ସୂଚନା

ଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇ ଯିବେ ବି‌ରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଜୁନ୍ ୨୨ରେ ସେ ମୁମ୍ବାଇର ପ୍ରଖ୍ୟାତ କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସ୍ୱାସ୍ଥ୍ୟ ପରୀକ୍ଷା ଓ ଚିକିତ୍ସା କରାଇବେ ବୋଲି ସୂଚନା ରହିଛି । ଏନେଇ ନବୀନ ପଟ୍ଟନାୟକ ନିଜେ ସୂଚନା…

ଟାଟା ପାୱାର ପକ୍ଷରୁ ୨୪୯୯ ଟଙ୍କାର ପ୍ରାରମ୍ଭିକ ମୂଲ୍ୟରେ ସୋଲାର ରୁଫ୍‌ଟପ୍ ସମାଧାନ ଉନ୍ମୋଚିତ

ଭୁବନେଶ୍ୱର: ଟାଟା ପାୱାର ରିନୁଏବଲ୍ ଏନର୍ଜି ଲିମିଟେଡ୍ (ଟିପିଆର୍‌ଇଏଲ୍‌) ପକ୍ଷରୁ ଏହାର ‘ଘର ଘର ସୋଲାର’ ଅଭିଯାନ ଅଧୀନରେ ଓଡ଼ିଶାର ଭୁବନେଶ୍ୱରରେ ଭାରତର ସବୁଠୁ ସୁଲଭ ରୁଫଟପ୍ ସୋଲାର ସମାଧାନର ଶୁଭାରମ୍ଭ କରାଯାଇଛି । କମ୍ପାନୀର ଗ୍ରାହକ କୈନ୍ଦ୍ରୀକ ଫାଇନାନ୍ସ ମଡେଲ୍ ଓଡ଼ିଶା ଜନସଂଖ୍ୟାର…

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଗୋପାଳପୁର: ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି । ଏହି ମାମଲାକୁ ରେଡ୍‌ ଫ୍ଲାଗ ଶ୍ରେଣୀଭୁକ୍ତ କରାଯାଇଥିବା ନେଇ ସେ…

ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀ ପକ୍ଷରୁ ‘ନୂତନ ଅପରାଧିକ ଆଇନ’ ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଭବନଠାରେ ସମସ୍ତ ବରିଷ୍ଠ ପୋଲିସ ଅଧିକାରୀଙ୍କ ନିମନ୍ତେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେ଼ମୀ ପକ୍ଷରୁ ଆୟୋଜିତ "ନୂତନ ଅପରାଧିକ ଆଇନ" ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏହି କର୍ମଶାଳାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ…

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ସମିତି ଗଠିତ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜ ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (ROR)ର ସମୀକ୍ଷା ପାଇଁ ଗଠନ ହେଲା ଦୁଇ ସଦସ୍ୟବିଶିଷ୍ଟ ସମିତି । ରାଜ୍ୟ ସରକାର, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ନ୍ୟାୟମୂର୍ତ୍ତି ଡଃ. ଦୁର୍ଗା…

ବିରୋଧୀ ଦଳ ନେତାଙ୍କୁ ରଥଯାତ୍ରା ପାଇଁ ଆମନ୍ତ୍ରଣ କଲେ ଛତିଶା ନିଯୋଗ ସେବାୟତ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ । ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତାଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ…

ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଡାଇରିଆ ନିରାକରଣ ଅଭିଯାନ

ଭୁବନେଶ୍ବର: ରାଜ୍ୟରେ ବ୍ୟାପୁଥିବା ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାର ନିରାକରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି । ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ । ସେ କହିଛନ୍ତି ଯେ, ଏହି ଅଭିଯାନ ଦେଢ଼ ମାସ ଧରି ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ।…

ଭାରତୀୟ ବଜାରରେ କମିଲା ସୁନା ଦର, ଜାଣନ୍ତୁ କେତେ ରହିଛି..

ଭୁବନେଶ୍ୱର: ଦେଶରେ ହୁ ହୁ ହୋଇ ବଢୁଥିବା ସୁନା ଦର ଏବେ ଗ୍ରାହକଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି । ଲକ୍ଷେ ଟଙ୍କା ପାର୍‌ ହୋଇ ସାରିଛି ସୁନା ଦର । ହେଲେ ଜୁନ୍‌ ୧୬ ଅର୍ଥାତ୍‌ ସୋମବାର ସୁନା ଦରରେ ସାମାନ୍ୟ ହ୍ରାସ ହୋଇଛି । ଯଦି ସୁନା କିଣିବାକୁ ଯାଉଛନ୍ତି ତେବେ ନଜର ପକାନ୍ତୁ ଆଜି କେତେ…