Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ୍‌ ୨୩ ତାରିଖରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଥିବାବେଳେ, ଜୁନ୍‌ ୨୦ରେ ଖୋଲିବ ସମସ୍ତ ସ୍କୁଲ । ଏହି ଅବସରରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ…

ଅତିପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗଡ଼ର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି ।…

ସରିଆସୁଛି ଛୁଟି, ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ

ଭୁବନେଶ୍ୱର: ସରିବ ଖରାଛୁଟି, ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ । ପୂର୍ବ ପରି ସକାଳ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ ବୋଲି ସୂଚନା ରହିଛି । ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏଁ କ୍ୟାମ୍ପସରେ ଉପସ୍ଥିତ ରହିବେ…

‘ରାଜ୍ୟ ସରକାର ହଇଜାର ବ୍ୟାପକତାକୁ ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ଗ୍ରହଣ କରନ୍ତୁ’

ଭୁବନେଶ୍ବର: ରାଜ୍ୟରେ ଏବେ ଯାଜପୁର ସମେତ କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, କଟକ ଓ କେନ୍ଦୁଝର ଆଦି ଜିଲ୍ଲାରେ ହଇଜା ଭୟଙ୍କର ରୂପ ନେଉଛି । ବର୍ତ୍ତମାନ ସୁଦ୍ଧା ହଇଜାରେ ୧୪ ଜଣ ପ୍ରାଣ ଯାଇଛି । ଏହି ପ୍ରରିପେକ୍ଷିରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।…

ଡାଇରିଆ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ହାଇ ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟର ଅନେକ ଜିଲ୍ଲାରେ ଡାଇରିଆ ରୋଗ ବୃଦ୍ଧି ପାଇବାରେ ଲାଗିଛି । ଏନେଇ ଗୃହନିର୍ମାଣ ଓ ନଗରଉନ୍ନୟନ (ଏଚ ଆଣ୍ଡ ୟୁଡି) ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ତୁରନ୍ତ ପ୍ରତିଷେଧକ ଏବଂ ପ୍ରତିକ୍ରିୟା ପଦକ୍ଷେପ ଗ୍ରହଣ…

ଚଳିତ ବର୍ଷ ସମସ୍ତ ବିଦ୍ୟାଳୟରେ ହେବ ଯୋଗ ଦିବସ

ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ଦେଶ ପାଳିବ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ ।…

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା କରାଇବ । ଯାହାର ପ୍ରଭାବରେ ଆଜିଠୁ ମୌସୁମୀ ଜନିତ ବର୍ଷାର ପରିମାଣ ବଢିବ । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରହିଥିବା…

ଏଣିକି ପାଣିପାଗ ବାବଦରେ ପୂର୍ବାନୁମାନ କରିବ AI

ଭୁବନେଶ୍ୱର: ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବ । ଏବେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ସକ୍ରିୟ ଅଛି । ତେବେ ଏହା ଭିତରେ ବଡ଼ ଖବର ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯେ, ଏଣିକି ପାଣିପାଗ ସମ୍ପର୍କରେ ପୂର୍ବାନୁମାନ କରିବ…

ଭୁବନେଶ୍ବର ବିମାନବନ୍ଦରରେ ଟେକଅଫ୍‌ ଓ ଲ୍ୟାଣ୍ଡିଂରେ ପ୍ରତିବନ୍ଧକ ସାଜୁଛନ୍ତି ବଡ ବଡ ଗଛ

ଭୁବନେଶ୍ୱର: ଭୁବନେଶ୍ବର ବିମାନବନ୍ଦରରେ ଟେକ୍‌ ଅଫ୍‌ ଓ ଲ୍ୟାଣ୍ଡିଂରେ ରହିଛି ପ୍ରତିବନ୍ଧକ। ସୂଚନା ଦେଲେ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ । ସେ କହିଛନ୍ତି ଯେ, ବିମାନ ଟେକ୍‌ ଅଫ୍‌ ପଥରେ ବଡ଼ ବଡ଼ ଗଛ ରହିଛି ଯେଉଁ କାରଣରୁ ଅସୁବିଧା ହେଉଛି । ଏହା ସହ ରନ୍‌ୱେର ନିର୍ଦ୍ଦିଷ୍ଟ…

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ….

ଭୁବନେଶ୍ୱର: ସୁନାପ୍ରେମୀଙ୍କ ପାଇଁ ଦୁଃଖ ଖବର । ଜୁନ୍‌ ୧୪ ଅର୍ଥାତ୍‌ ଶନିବାର ପହିଲି ରଜରେ ପୁଣି ବଢିଲା ସୁନା ଦର । ଗତସପ୍ତାହରେ ଲଗାତର ସୁନା ଦର ବୃଦ୍ଧି ଗ୍ରାହକଙ୍କୁ ଟେନସନରେ ପକାଇଛି । ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୨୮୦ ଟଙ୍କା ବୃଦ୍ଧି ପାଇ ୧,୦୧,୬୮୦ ଟଙ୍କାରେ…