Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭୁବନେଶ୍ୱରରେ ୪୦ ତଳକୁ ଖସିଲା କରୋନା ପଜିଟିଭ ସଂଖ୍ୟା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୧୬ ଓ ସ୍ଥାନୀୟ ଅଂଚଳରୁ ୨୧ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଣିତ ଅଧ୍ୟାପକଙ୍କ ଘରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଗଣିତ ଅଧ୍ୟାପକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭଯୋଗରେ ଜଣେ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ତାଙ୍କ ନାଁ ଡକ୍ଟର ପ୍ରସନ୍ନ କୁମାର ମିଶ୍ର । ସେ ଘାଟିକିଆରେ ଥିବା କଲେଜ ଅଫ୍ ଇଞ୍ଜିନିୟିରିଂ ଆଣ୍ଡ ଟେକ୍ନୋଲୋଜିରେ (ସିଇଟି) ଗଣିତ ବିଭାଗର ସହକାରୀ…

ରାଜଧାନୀରେ ଏଟିଏମ୍ ଲୁଟ୍ ଉଦ୍ୟମ ପଣ୍ଡ, ୫ ଗିରଫ

ଭୁବନେଶ୍ୱର: ଝାରପଡା ଅଂଚଳରେ ଆଜି ଭୋରରୁ ଏଟିଏମ୍ ଲୁଟ୍ ଉଦ୍ୟମ ବେଳେ ପୋଲିସ ହାତରେ ଧରାପଡିଛନ୍ତି ୫ ଲୁଟେରା । ଏ ନେଇ ପୋଲିସ ଡିପିସି ଉମାଶଙ୍କର ଦାଶଙ୍କ ସୂଚନା ଅନୁଯାୟୀ, ଭୋର ସାଢେ ୪ଟାରୁ ୫ଟା ଭିତରେ କଟକ ରୋଡ ଝାରପଡାରେ ଥିବା ଏକ ଇଣ୍ଡିଆନ ବ୍ୟାଙ୍କର ଏଟିଏମକୁ ତାଡି ଟଙ୍କା ଲୁଟ୍…

ରାଜଧାନୀରୁ ୩୦ ଲକ୍ଷ ଟଙ୍କା ସହ ଯୁବକକୁ ଧରିଲା ପୋଲିସ

ଭୁବନେଶ୍ୱର: ଅଖାରେ ଟଙ୍କା ରଖି ବସକୁ ଅପେକ୍ଷା କରିଥିଲେ ଯୁବକ । ହଜାରେ କି ଲକ୍ଷେ ନୁହେଁ ଅଖା ଭିତରେ ଥିଲା 30 ଲକ୍ଷ ଟଙ୍କା । ଯୁବକଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ । ତପୋବନ ପେଟ୍ରୋଲ ପମ୍ପ ନିକଟରୁ ଯୁବକଙ୍କୁ ଧରିଛି ପୋଲିସ । ଯୁବକ ଜଣଙ୍କ କେଉଁଠୁ ଏତେ ଟଙ୍କା ଆଣିଲେ ?…

କୋଭିଡ୍ କଟକଣାରେ ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତ ଅଧିବେଶନ । ଡିସେମ୍ବର ୩୧ ତାରିଖ ଯାଏ ଚାଲିବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ଅଧିବେଶନର ପ୍ରଥମ ଦିନରେ ଆଜି ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଉପସ୍ଥାପିତ ହେବ। କୋଭିଡ୍ କଟକଣା ଓ ଗାଇଡଲାଇନ ଭିତରେ ଏହି ଅଧିବେଶନ…

ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ଘନ କୁହୁଡି ଦେଖିବାକୁ ମିଳିଛି ।  ସକାଳୁ ସକାଳୁ କୁହୁଡିର ବଳୟ ଦେଖିବାକୁ ମିଳିଥିଲା । କୁହୁଡ଼ିର ପରିମାଣ ଏତେ ଅଧିକ ଥିଲା ଯେ, କିଛି ବାଟ ଯାଏ ରାସ୍ତାଘାଟ ଦିଶୁ ନଥିଲା । ଫଳରେ ରାଜଧାନୀରେ ରାସ୍ତାରେ ଗାଡ଼ି ଚଳାଇବାରେ ଅସୁବିଧା ହୋଇଥିଲା ।…

ଶୀତ ଅଧିବେଶନ ପୂର୍ବରୁ ଆଜିଠୁ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରୁ ବିଧାନସଭାର ଶୀତ ଅଧିବେଶନ । ତାପୂର୍ବରୁ ଆଜିଠୁ ମନ୍ତ୍ରୀ, ବିଧାୟକ ଓ କର୍ମଚାରୀଙ୍କର ହେବ କୋଭିଡ୍ ଟେଷ୍ଚ । ଆଜିଠାରୁ ୩ଦିନ ଧରି ଚାଲିବ କରୋନା ପରୀକ୍ଷା । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ ଆସିବ ସେମାନଙ୍କୁ ବିଧାନସଭା ଅଧିବେଶନରେ ସାମିଲ ହେବାକୁ ଅନୁମତି…

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ ମାମଲା; ଆଜି ୫୨ ପଜିଟିଭ

ଭୁବନେଶ୍ୱର: ଭୁବନେଶ୍ୱରରେ କରୋନା ସଂକ୍ରମଣ ମାମଲା ଦିନକୁ ଦିନ କମୁଥିବା ବେଳେ ଆଜି  ୫୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୩୦ ହଜାର ୧୭୯ରେ ପହଞ୍ଚିଛି । https://twitter.com/bmcbbsr/status/1328296669427888129?s=19 ଭୁବନେଶ୍ୱର ମହାନଗର ନିଗମ…

ଆସୁଛି ଓଡିଆ ଆକ୍ସନ୍ ଥ୍ରୀଲର ଫିଲ୍ମ “ଗୁରୁଦେବ”

ଭୁବନେଶ୍ୱର: କରୋନା ମହାମାରୀ ପରେ ଧୀରେଧୀରେ ସକ୍ରିୟ ହେଲାଣି ଓଲିଉଡ ଇଣ୍ଡଷ୍ଟ୍ରୀ । ଅଭିନେତା, ଅଭିନେତ୍ରୀ ଓ ନିର୍ଦ୍ଦେଶକଙ୍କ ସମେତ ପ୍ରଯୋଜକ ବି ଫିଲ୍ମ ନିର୍ମାଣ କରିବାକୁ ଅଣ୍ଟା ଭିଡିଲେଣି । ଆଗାମୀ ଦିନରେ ଖୁବଶୀଘ୍ର ନବାଗତ ନାୟକ ଦେବାନନ୍ଦଙ୍କୁ ନେଇ ରିଲିଜ୍ ହେବ ଆକ୍ସନ ଥ୍ରୀଲର ଫିଲ୍ମ…

ଭୁବନେଶ୍ୱରରେ ୩୦ ହଜାର ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ପଜିଟିଭ ମାମଲା ୩୦ ହଜାର ୦୧୯ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର…