Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ୮ ମାସ ପରେ ଖୋଲିଲା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର: ୮ ମାସ ପରେ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର । ଭୁବନେଶ୍ୱର ଓ ଢେଙ୍କାନାଳରେ ଥିବା ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର କୋଭିଡ୍ କଟକଣା ଯୋଗୁଁ ବନ୍ଦ ରହିଥିଲା । କୋଭିଡ୍ ଗାଇଲାଇନ୍ ଓ କଟକଣା ଭିତରେ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିଲା ପର୍ଯ୍ୟଟନ ବିଭାଗ ।…

ଆସୁଛି ଭିନ୍ନ ଧରଣର ୱେବ୍ ସିରିଜ୍ “ପି ସେ ପ୍ଲେଜର”

ଭୁବନେଶ୍ୱର: ଏକ ୱେବ୍ ସିରିଜ୍‌କୁ ନେଇ ଓଡିଶାରେ ଚର୍ଚ୍ଚା ଜୋର ଧରିଛି । ଏଥିରେ ନଜର ଆସିବେ ଦୁଇଦୁଇଜଣ ଓଡିଆ ନାୟିକା । ଦେଖିବାକୁ ମିଳିବ ବୋଲ୍ଡନେସ୍‌ର ଜବରଦସ୍ତ ତଡକା । ତେବେ ନର୍ମାଲ୍ ନୁହେଁ ବରଂ ଲେସ୍‌ବିଆନ୍ ଲଭ ଉପରେ ଆଧାରିତ ହୋଇଛି ୱେବ୍ ସିରିଜ୍‌ର କାହାଣୀ । ତେବେ ଖୁବଶୀଘ୍ର ଓଟିଟି…

ବ୍ୟକ୍ତି ଏକ, ବ୍ୟକ୍ତିତ୍ୱ ଅନେକ; ରାଜଗୋପାଳ ମିଶ୍ର !

ଭୁବନେଶ୍ୱର: ଆଉ ନାହାନ୍ତି ରାଜଗୋପାଳ ମିଶ୍ର । ଚଳଚ୍ଚିତ୍ର ନିର୍ଦ୍ଦେଶକ, ଅଭିନେତା, ଚିତ୍ରନାଟ୍ୟ ଲେଖକ ଓ ସଙ୍ଗୀତ ନିର୍ଦ୍ଦେଶକ ଭାବେ ସିନେ ଜଗତରେ ସେ ହାସଲ କରିଥିଲେ ଏକ ଅବର୍ଣ୍ଣନୀୟ ଉପାଧି । ଏହି ମହାନ ବ୍ୟକ୍ତିତ୍ୱ ୧୯୪୯ ମସିହା ଅକ୍ଟୋବର ୨୬, ବୁଧବାର ଦିନ ଜନ୍ମ ଗ୍ରହଣ କରିଥିଲେ । ବାପା…

ଭୁବନେଶ୍ୱରରେ ସାଇବର କମ୍ପ୍ଲେକ୍ସର ଉଦଘାଟନ କଲେ ପୋଲିସ ଡିଜି

ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିଲା ସାଇବର କମ୍ପ୍ଲେକ୍ସ । ପୋଲିସ ଡିଜି ଅଭୟ ଏହାର ଉଦଘାଟନ କରିଛନ୍ତି । ଏଠାରେ ସାଇବର କ୍ରାଇମର ତଦନ୍ତ ପାଇଁ ପ୍ରଶିକ୍ଷଣ ଦିଆଯିବ । ଦୁଇ ଶହ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଏଠାରେ ଟ୍ରେନିଂ ଦିଆଯିବ । ଦିନକୁ ଦିନ ସାଇବର କ୍ରାଇମ ବଢୁଛି । ଏହାର…

ଏକାମ୍ର କ୍ଷେତ୍ର ଉନ୍ନତିମୂଳକ କାର୍ଯ୍ୟର ତଦାରଖ କଲେ ଫାଇଭ ଟି ସଚିବ

ଭୁବନେଶ୍ୱର: ଶ୍ରୀକ୍ଷେତ୍ରରେ ପରେ ଫୋକସରେ ଏକାମ୍ର କ୍ଷେତ୍ର । ଆଜି ଭୋରରୁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ପହଞ୍ଚିଥିଲେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ୍ । ଏକାମ୍ର କ୍ଷେତ୍ରରେ ଉନ୍ନତିମୂଳକ କାମର ତଦାରଖ କରିଥିଲେ । ଆସନ୍ତା ମହାଶିବରାତ୍ରି ପୂର୍ବରୁ ଲିଙ୍ଗରାଜ ମନ୍ଦିରରୁ ରାସ୍ତା…

ରେଳ ଟ୍ରାକରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଟିଆ ରେଳ ଷ୍ଟେସନ ଟ୍ରାକରୁ ଗୁରୁବାର ଦିନ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯଶଇଛି । ଜିଆରପି ପୋଲିସ ମୃତଦେହକୁ ଉଦ୍ଧାର କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ସୂଚନା ମିଳିଛି । ପ୍ରାପ୍ତ ସୂଚନା ଅନୁଯାୟୀ, ବ୍ୟବଚ୍ଛେଦ ପାଇଁ…

ବରମୁଣ୍ଡା ଓଭରବ୍ରିଜ ନିକଟରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ବରମୁଣ୍ଡ ଓଭରବ୍ରିଜ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହକୁ ଦେଖି ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକ । ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ପୋଷ୍ଟମର୍ଟମ ପାଇଁ ପଠାଇଛି । ତାଙ୍କ ଦେହରେ କ୍ଷତ ଚିହ୍ନ ରହିଛି । ମୃତକଙ୍କ…

ପ୍ରଶାସନର ତଥ୍ୟ; ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୧୮୩ ପଜିଟିଭ, ସେଥିରୁ ଭୁବନେଶ୍ୱରରୁ ୧୮୨ ଜଣ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ପ୍ରଶାସନର ଅଜବ ତଥ୍ୟ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେଇଛି । ପ୍ରଶାସନର କରୋନା ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରୁ ୧୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ହେଲେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ…

ଭୁବନେଶ୍ୱରରେ ୧୮୯ କରୋନା ଆକ୍ରାନ୍ତ; ସେଥିରୁ ୧୪୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ୨୮,୨୯୯ କରୋନା ପଜିଟିଭ ମାମଲା ରହିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର…

[ଭିଡିଓ] ବିଧାୟକ ବାହିନୀପତି ସାଜିଲେ କଳାକାର

ଭୁବନେଶ୍ୱର: ରାଜନେତାଙ୍କର କେତେ ରୂପ । ତେବେ ଏଠି କାହାକୁ ଆକ୍ଷେପ କରାଯାଇନି, ବରଂ ଓଡିଶାର ଜଣେ ବିଧାୟକଙ୍କ ଅନ୍ୟତମ ପ୍ରତିଭା ବିଷୟରେ ଉଲ୍ଲେଖ ହୋଇଛି । କୋରାପୁଟ, ଜୟପୁରର ବିଧାୟକ ତାରା ପ୍ରସାଦ ବାହିନୀପତି ଅନେକ ଥର ଗୀତ ଗାଇ ଚର୍ଚ୍ଚାକୁ ଆସିଥିଲେ । ହେଲେ ଏଥର ସେ କଳାକାର ସାଜି ଏକ ଭଜନ…