Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

କିମସ୍‌ରେ ଯୋଗଦେଲେ ଡାକ୍ତର ବିଧୁକଲ୍ୟାଣ ମହାନ୍ତି ଓ ଡାକ୍ତର ହେମନ୍ତ କୁମାର କର

ଭୁବନେଶ୍ୱର: ବିଶିଷ୍ଟ କର୍କଟ ରୋଗ ବିଶେଷଜ୍ଞ ଡାକ୍ତର ବିଧୁ କଲ୍ୟାଣ ମହାନ୍ତି ଓ ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର ହେମନ୍ତ କୁମାର କର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‍ ମେଡିକାଲ୍‍ ସାଇନସେସ୍ (କିମସ୍‌)ରେ ଯୋଗ ଦେଇଛନ୍ତି । ଡାକ୍ତର ମହାନ୍ତି କିମ୍ସସ କ୍ୟାନ୍ସଗର ସେଣ୍ଟରର ନିର୍ଦ୍ଦେଶକ ତଥା…

ପର୍ଯ୍ୟଟକଙ୍କ ପାଇଁ ଅକ୍ଟୋବରରେ ଖୋଲିପାରେ ନନ୍ଦନକାନନ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଏବେ ଖୋଲିବନି ନନ୍ଦନକାନନ । ଗୋଟିଏ ପଟେ କରୋନା ସଂକ୍ରମଣ ଭୟ ଓ ଅନ୍ୟ ପକ୍ଷରେ ବର୍ଷା ଦିନ ଥିବାରୁ ବର୍ତ୍ତମାନ ନନ୍ଦନକାନନ ଖୋଲିବା ସମ୍ଭାବନା ନାହିଁ ବୋଲି ସୂଚନା ଦେଇଛନ୍ତି ନନ୍ଦନକାନନ କର୍ତ୍ତୃପକ୍ଷ । ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିଲେ ଏହା…

ଆଜିଠୁ ପୁଣି ଚାଲିଲା ‘ମୋ ବସ୍‌’

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱର ଓ କଟକରେ ମୋ ବସ୍ ସେବା ଆରମ୍ଭ ହୋଇଛି । ସକାଳ ୭ଟାରୁ ମୋ ବସ୍ ଚଳାଚଳ ଆରମ୍ଭ ହୋଇଥିବା ବେଳେ ମୋଟ ୮ଟି ରୁଟରେ ନନ୍ ଏସି ବସ୍ ଚାଲୁଛି । ଏହି ରୁଟ୍‌ଗୁଡିକ ୧୧, ୧୬, ୧୮, ୨୦, ୨୩, ୨୫, ୨୭ ଓ ୩୩ ନମ୍ବର । ଏହି ବସଗୁଡିକ ସୋମବାରରୁ ଶୁକ୍ରବାର ଚାଲିବ ।…

ଭୁବନେଶ୍ୱର କୋର୍ଟର କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର କୋର୍ଟର ସବ ଇନସ୍ପେକ୍ଟର(ସିଏସ୍‌ଆଇ) କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଗତକାଲି ରାତିରୁ ଆରମ୍ଭ ହୋଇଥିବା ବିଶୋଧନ କାମ ନ ସରିବା ଯାଏଁ କୋର୍ଟ କାର୍ଯ୍ୟକୁ ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜରୁରୀ ମାମଲାର ଶୁଣାଣି ଥିଲେ…

ଆସନ୍ତାକାଲିଠୁ ପୁଣି ଚାଲିବ ମୋ ବସ୍

ଭୁବନେଶ୍ୱର : ରାଜଧାନୀରେ ଆସନ୍ତାକାଲିଠୁ ପୁଣି ଗଡିବ ମୋ ବସ୍ । ଆଠଟି ରୁଟ୍‌ରେ ବସ ଚଳାଚଳ କରିବ ବୋଲି କ୍ରୁଟ୍ ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ରୁଟ୍‌ଗୁଡିକ ହେଉଛି ୧୧, ୧୬,୧୮, ୨୦,୨୩, ୨୫, ୨୭ ଓ ୩୩ ନମ୍ବର । ସକାଳ ୭ଟାରୁ…

ଭୁବନେଶ୍ୱର ରେଳ ଷ୍ଟେସନରୁ ୪୧୦ କିଲୋ ଗଞ୍ଜେଇ ଜବତ

ଭୁବନେଶ୍ୱର: ଚୋରା ଚାଲାଣ ବେଳେ ଭୁବନେଶ୍ୱରରୁ ଜବତ ହୋଇଚି ୪୧୦ କିଲୋଗ୍ରାମ ଗଞ୍ଜାଇ । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଜିଆରପି । ସେମାନେ ହେଲେ ସାଗର ପ୍ରଧାନ ଓ ସନ୍ତୋଷ ବାବୁ । ଦୁହିଁଙ୍କର ଘର ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳରେ । ଟ୍ରେନ ଯୋଗେ ଗଞ୍ଜେଇ ଚାଲାଣ ହେଉଥିଲା । ରେଳ…

ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ତୃତୀୟ ଦିନରେ ପଚରାଉଚୁରା ଜାରି ରଖିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ଗତ ତିନି ଦିନ ହେଲା ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆଜି ଟିମ୍ ଆଦିତ୍ୟ କରିଥିବା ଆଶ୍ରମରେ ପହଞ୍ଚି ଅନ୍ତେବାସୀମାନଙ୍କୁ ସାଢେ ତିନି ଘଣ୍ଟା ପଚରାଉଚୁରା କରିଛି । ଏହା ପରେ ଟିମ୍ ଆଦିତ୍ୟଙ୍କ ଘରକୁ ଯାଇଛି । ସେଠାରେ ପରିବାର…

କୋଭିଡ ନିୟମ ଭାଙ୍ଗୁଛନ୍ତି କି ? ସାବଧାନ.. ପୋଲିସ ନେଇପାରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଘରୁ ବାହାରିଲେ ମାସ୍କ ପିନ୍ଧୁନାହାନ୍ତି କି ? ହାଟ ହବଜାରକୁ ଗଲା ବେଳେ ସାମାଜିକ ଦୂରତ୍ୱ ନିୟମ ମାନୁଛନ୍ତି ତ ? ନ ହେଲେ କମିଶନରେଟ୍ ପୋଲିସ ନେଇ ପାରେ କାର୍ଯ୍ୟାନୁଷ୍ଠାନ । କମିଶନରେଟ୍ ପୋଲିସ ପକ୍ଷରୁ ଶନିବାର ଏକ ହ୍ୱାଟସ୍ ଅପ୍ ନମ୍ବର ଜାରି କରାଯାଇଛି । ଏହି…

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା, ଆଜି ପତ୍ନୀ ଓ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଆଜି ପତ୍ନୀ ବିଦ୍ୟାଶ୍ରୀ ଓ ଆଦିତ୍ୟଙ୍କ ପରିବାର ଲୋକଙ୍କୁ ଜେରା କରିବ କ୍ରାଇମବ୍ରାଞ୍ଚ । ମୃତ୍ୟୁକୁ ୨୪ ଦିନ ବିତିଯାଇଥିଲେ ସୁଦ୍ଧା ଏ ଯାଏଁ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରୁନାହିଁ । ଗତକାଲି ଏହି ଘଟଣାରେ…

ଚାଲିଗଲେ ଋତୁ, ଛାଡିଗଲେ ସ୍ମୃତି…

ଭୁୁବନେଶ୍ୱର: ସବୁଦିନେ ସମସ୍ତଙ୍କୁ ଖବର ଦେଉଥିବା ଲୋକ ଆଜି ନିଜେ ଖବର ପାଲଟିଛି । ଆଉ ନାହାନ୍ତି ଋତୁ ଟହଲ । ଗତକାଲି ଏହି ଖବର ଓଡିଶା ଗଣମାଧ୍ୟମ ସଂସ୍ଥାରେ ଖେଳାଇଦେଇଥିଲା ଶୋକର ଛାୟ । ଗଣମାଧ୍ୟମ ଜଗତର ଜଣେ ଅତ୍ୟନ୍ତ ଭଦ୍ର ଚରିତ୍ର ଆମକୁ ଛାଡି ଆରପାରିକୁ ଚାଲିଯାଇଛନ୍ତି । ଉଚ୍ଚ ରକ୍ତଚାପରେ…