Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ମହାମାରୀ ତାଲାବନ୍ଦରେ ରାସ୍ତାକଡ଼ରେ ଜୀବିକା

ରାଜଧାନୀରେ ରାସ୍ତା କଡରେ ଖାଦ୍ୟ ବିକ୍ରି ବ୍ୟବସାୟ ଏକ ମାଧ୍ୟମ ବଞ୍ଚିବାର। ସାଧାରଣତଃ ଜଳଖିଆ ଖାଇବା ପାଇଁ ବହୁତ ଭିଡ ହୁଏ ଏଭଳି ଦୋକାନଗୁଡିକରେ । କିନ୍ତୁ କରୋନା ମାଡରେ ଆଜି ପରିସ୍ଥିତି ଭିନ୍ନ । ଆଉ ଗ୍ରାହକଙ୍କ ଭିଡ ଜମୁନି କି ଭଲ ଦି ପଇସା ରୋଜଗାର ହଉନି । ଫେଲୁ ମଉସା । ରାସ୍ତା…

ପୁଣି ତିନି ଶହ ପାର୍ କଲା ଖୋର୍ଦ୍ଧା ଜିଲ୍ଲାରେ ପଜିଟିଭ କେସ୍

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ବେକାବୁ କରୋନା । କାୟା ବିସ୍ତାର କରି ଚାଲିଛି । ଦ୍ୱିତୀୟ ଥର ଜିଲ୍ଲାରୁ ପୁଣି ବାହାରିଛନ୍ତି ତିନି ଶହରୁ ଅଧିକ ନୂଆ ଆକ୍ରାନ୍ତ । ଗତ ୨୪ ଘଣ୍ଟାରେ ଭୂତାଣୁ ସଂକ୍ରମିତ ହୋଇଛନ୍ତି ୩୧୨ ଜଣ । ପୂର୍ବରୁ ଗତ ୨୩ ତାରିଖରେ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।…

ବସ୍ତି ଅପେକ୍ଷା ଭୁବନେଶ୍ୱରରେ ଅଣବସ୍ତିରେ କରୋନା ସଂକ୍ରମଣ ଅଧିକ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରମ ନିଗମ ଅଞ୍ଚଳରେ ୧ ହଜାର ୮୨୮ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ଅଧିକ ସଂକ୍ରମିତ ରହିଛନ୍ତି । ଏହି ସୂଚନା ଦେଇଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱର ବସ୍ତି ଅଞ୍ଚଳରୁ ଚିହ୍ନଟ…

ଭୁବନେଶ୍ୱରରେ ଦିନକୁ ୧୪ ଶହ କୋଭିଡ୍ ଟେଷ୍ଟ, ଅତିରିକ୍ତ ୧୫ଶହ ବେଡ୍ ବୃଦ୍ଧି

ଭୁବନେଶ୍ୱର: ରାଜଧାନୀରେ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି କୋଭିଡ୍ ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର । ଭୁବନେଶ୍ୱରରେ ଦିନକୁ ୧୪ ଶହ ନମୁନା ପରୀକ୍ଷା କରାଯିବ । ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଦାୟିତ୍ୱରେ ଥିବା କରୋନା ପର‌୍ୟ୍ୟବେକ୍ଷକ ଅନୁ ଗର୍ଗ ।…

ଭୁବନେଶ୍ୱରରୁ ୧୧୧ କରୋନା ସଂକ୍ରମିତ ଚିହ୍ନଟ, ୪୯ ଲୋକାଲ୍ କେସ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ୧୧୧ ଜଣ ନୂଆ କରୋନା ଆକ୍ରାନ୍ତ । ସେମାନଙ୍କ ଭିତରେ ୬୨ ଜଣ କ୍ୱାରେଣ୍ଟାଇନରୁ ଓ ଲୋକାଲ୍ କେସ ସଂଖ୍ୟା ୪୯ । Update on newly detected & cured #COVID19 cases in the last 24 hrs…

ବାହାଘରକୁ ୫ ମାସ ବିତିନି, ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଭୁବନେଶ୍ୱର: ସ୍ତ୍ରୀ ହନ୍ତା ସ୍ୱାମୀ । ବାହାଘରକୁ ୫ ମାସ ପୂରିନି । ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ହତ୍ୟା କରିଛି ଜଣେ ପତି । ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି ଭୁବନେଶ୍ୱର ଏୟାର ଫିଲ୍ଡ ଥାନା ଅନ୍ତର୍ଗତ କାର୍ଗିଲ ବସ୍ତିରେ । ଘର ଭିତରୁ ଉଦ୍ଧାର ହୋଇଛି ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ।…

ରାଜଧାନୀରେ ସାମ୍ବାଦିକଙ୍କର ହେଲା କୋଭିଡ ୧୯ ଆଣ୍ଟିଜେନ ଟେଷ୍ଟ

ଭୁବନେଶ୍ୱର: ପ୍ରତିଦିନ ଖବର ସଂଗ୍ରହ କରିବା ପାଇଁ ସାମ୍ବାଦିକମାନେ ଫିଲ୍ଡ ଯିବାକୁ ବାଧ୍ୟ ହୋଇଥାନ୍ତି । କରୋନା ସଂକ୍ରମଣ ଭୟରେ ସମସ୍ତଙ୍କୁ ଦରକାର ନ ଥିଲେ ବାହାରକୁ ନ ଯିବା ପାଇଁ ସତର୍କ କରୁଛନ୍ତି ସରକାର । କିନ୍ତୁ ଖବର ସଂଗ୍ରହ ପାଇଁ ସେ ବାହାରକୁ ଯିବାକୁ ବାଧ୍ୟ । ତେଣୁ ପ୍ରତିଟି ସମୟରେ…

ରାଜଧାନୀରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର: ଦିନ ଦ୍ୱିପ୍ରହରରେ ରାଜଧାନୀର ବାପୁଜୀ ନଗରରେ ବୁଲିଲା ଖଣ୍ଡାକାତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି । ସୂଚନା ଅନୁଯାୟୀ,…

ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜିଆରପିର ଜେରା

ଭୁବନେଶ୍ୱର: ଦିନ ବିତିବା ସହ ଯୁବ ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ବଢୁଛି ସସପେନ୍ସ । ତନାଘନା ଜାରି ରଖିଛି ଜିଆରପି । ଏହି ମାମଲାରେ ଆଦିତ୍ୟଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କୁ ଜେରା କରାଯାଇଛି । ଗତକାଲି ଆଦିତ୍ୟଙ୍କ ଘରକୁ ପୋଲିସର ଏକ ଟିମ୍ ଯାଇଥିଲା । ଆଦିତ୍ୟଙ୍କ ପତ୍ନୀ…

ରାଜଧାନୀର ୟୁନିଟ୍‌-୪ ମାଛ ମାର୍କେଟକୁ ସିଲ୍ କଲା ବିଏମ୍‌ସି

ଭୁବନେଶ୍ୱର: ୟୁନିଟ୍ ୪ ମାଛ ମାର୍କେଟର ସାତ ଜଣ ମାଛ ଦୋକାନୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ବିଏମସି ପକ୍ଷରୁ ମାର୍କେଟକୁ ସିଲ୍ କରାଯାଇଛି । ଅନ୍ୟ ମାଛ ବେପାରୀମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ କୁହାଯାଇଛି । ଏଥି ସହ ବଜାରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ମଧ୍ୟ ସିଲ୍…