Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ରାଜ୍ୟର ୧୦ଟି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଲା; ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ

ଭୁବନେଶ୍ୱର: ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ ସେଲସିୟସ୍ ରେକର୍ଡ଼ କରାଯାଇଛି । ସାରା ରାଜ୍ୟରେ ପ୍ରଚଣ୍ଡ ଖରା ସାଙ୍ଗକୁ ଅସହ୍ୟ ଗରମରେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇ ପଡ଼ିଛନ୍ତି । ଓଡ଼ିଶାର ୧୦ଟି ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ପାରଦ ରହିଥିବାର ରେକର୍ଡ଼…

ଦୁବାଇରୁ ଭୁବନେଶ୍ୱର ଫେରିଲେ ୧୫୦ ପ୍ରବାସୀ ଓଡିଆ

ଭୁବନେଶ୍ୱର : ଦୁବାଇରେ ଫସି ରହିଥିବା ୧୫୦ଜଣ ଓଡିଆଙ୍କୁ ନେଇ ପ୍ରଥମ ବିମାନ ଗୁରୁବାର ରାତି ପ୍ରାୟ ୯ଟାରେ ଭୁବନେଶ୍ୱରରେ ପହଞ୍ଚିଛି । ଯାତ୍ରୀମାନେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଓହ୍ଲାଇବା ପରେ ସେମାନଙ୍କର ସ୍କ୍ରିନିଂ କରାଯାଇଥିଲା । ଲକ୍ ଡାଉନ ଘୋଷଣା ପରେ ବିମାନ…

ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି । ସେ ଜଣେ ମହାନ ଗାନ୍ଧିବାଦୀ ଭାବେ ସର୍ବଦା ସ୍ମରଣୀୟ ରହିବେ ବୋଲି ଉଲ୍ଲେଖ କରି ଟ୍ୱିଟ୍ କରିଛନ୍ତି ନବୀନ । ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ…

ପରଲୋକରେ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକ

ଭୁବନେଶ୍ୱର : ସ୍ୱାଧୀନତା ସଂଗ୍ରାମୀ ତଥା ରାଜ୍ୟସଭା ସଦସ୍ୟ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୯ ବର୍ଷ ହୋଇଥିଲା । ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ଆଜି ସନ୍ଧ୍ୟାରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ । ତାଙ୍କୁ ତୁରନ୍ତ…

ଦୁବାଇରୁ ପ୍ରବାସୀଙ୍କୁ ନେଇ ଆଜି ଭୁବନେଶ୍ୱର ଆସିବ ସ୍ୱତନ୍ତ୍ର ବିମାନ

ଭୁବନେଶ୍ୱର : ଦୁବାଇରୁ ପ୍ରବାସୀ ଶ୍ରମିକଙ୍କୁ ନେଇ ଏକ ସ୍ୱତନ୍ତ୍ର ବିମାନ ଭୁବନେଶ୍ୱର ଆସୁଛି । ରାତି ପ୍ରାୟ ୯ଟାରେ ଏହା ଭୁବନେଶ୍ୱରରେ ପହଞ୍ଚିବ । ଏ ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି । ବିମାନରେ ୧୫୧ ଜଣ ଯାତ୍ରୀ ଆସୁଛନ୍ତି । ବିମାନ ଅବତରଣ ପରେ ୨୦ ଜଣ…

‘ରୁଚି’ ପକ୍ଷରୁ ହଜାରେ ପରିବାରଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଭୁବନେଶ୍ୱର: କରୋନା ବିପର୍ଯ୍ୟୟରେ ପ୍ରଭାବିତ ପୁରୀ ଓ ଭୁବନେଶ୍ୱରର ଅନେକ ସହରତଳି ବସ୍ତିରେ ବସବାସ କରୁଥିବା ଅସହାୟ ଓ ବିପନ୍ନ ଲୋକମାନଙ୍କୁ ରୁଚି ମସଲା ଉଦ୍ୟୋଗ ପକ୍ଷରୁ ଶୁଖିଲା ଖାଦ୍ୟ ପ୍ୟାକେଟ ବଣ୍ଟନ କରାଯାଇଛି । ଭୁବନେଶ୍ୱରର ହାଇଟେକ୍ ବସ୍ତି, କିନ୍ଦିରିଆ ବସ୍ତି, ପାଣ୍ଡରା, ଭୋଇ…

କୋଭିଡ ପରୀକ୍ଷା ନିମନ୍ତେ ସମ ରାଜ୍ୟର ପ୍ରଥମ ଘରୋଇ ମେଡିକାଲ କଲେଜ ଭାବେ ମନୋନୀତ

ଭୁବନେଶ୍ୱର: ଆଇଏମଏସ ଓ ସମ ହସ୍ପିଟାଲ ସହ ଯୋଡି ହୋଇଯାଇଛି ଆଉ ଏକ ବଡ ସଫଳତା । ଓଡ଼ିଶାରେ କୋଭିଡ  ପରୀକ୍ଷା ନିମନ୍ତେ ଇଣ୍ଡିଆନ୍ କାଉନସିଲ୍ ଫର୍ ମେଡିକାଲ ରିସର୍ଚ୍ଚ ସମ୍ କୁ ମନୋନୀତ କରିଛି। ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ୧୦୦୦ ଶଯ୍ୟା ବିଶିଷ୍ଟ ଏହି…

ପ୍ରସ୍ତୁତ ହେଉଛି ଭୁବନେଶ୍ୱର; ଆସନ୍ତା ଫେବୃଆରୀରେ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ !

ନୂଆଦିଲ୍ଲୀ/ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେବ ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ୱକପ । ୨୦୨୧ ଫେବୃଆରୀ ୧୭ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଏହି ଫୁଟବଲ୍ ମହାକୁମ୍ଭ ଆୟୋଜିତ ହେବା ନେଇ ଅଖିଳ ଭାରତୀୟ ଫୁଟବଲ୍ ମହାସଂଘ (ଏଆଇଏଫଏଫ) ଏବଂ ଲୋକାଲ୍ ଅର୍ଗାନାଇଜିଂ କମିଟି (ଏଲଓସି)…

ଲକ୍ ଡାଉନ ଡାଏରୀ: କ୍ଷୁଦ୍ର ଚଳଚ୍ଚିତ୍ର ନିର୍ମାଣ ସାଙ୍ଗକୁ ସ୍କେଚ୍ କରୁଛନ୍ତି ଅଭିନେତା ପାର୍ଥ 

ଭୁବନେଶ୍ୱର: ଦେଶବ୍ୟାପୀ ଲକ୍ ଡାଇଉନ ଯେତେବଳେ ସମସ୍ତଙ୍କୁ ଘରେ ରହିବାକୁ ବାଧ୍ୟ କରିଛି । ଏବେ ତୃତୀୟ ପର୍ଯ୍ୟାୟ ଲକ୍ ଡାଉନ ଶେଷ ହେବାକୁ ଯାଉଛି । ତେବେ ଏହି ଲକ୍ ଡାଉନ ସମୟରେ ଲୋକେ ଘରେ ରହିବା ସହିତ ନିଜକୁ ସୃଜନଶୀଳ କାମରେ ନିୟୋଜିତ କରୁଛନ୍ତି । ଏହି ସମୟରେ କିଏ କେମିତି କାଟୁଛନ୍ତି ସମୟ…

ରେଲୱେ ଟ୍ରାକରେ ନ’ଚାଲିବାକୁ ପୂର୍ବତଟ ରେଳପଥର ଅନୁରୋଧ

ଭୁବନେଶ୍ୱର: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ଫଳରେ ସାରା ଦେଶରେ ଲକ୍‌ଡ଼ାଉନ୍ ଚାଲିଥିବା ବେଳେ ସମସ୍ତ ଯାତ୍ରୀବାହୀ ଟ୍ରେନକୁ ବାତିଲ୍ କରାଯାଇଛି କିନ୍ତୁ ଦେଶର ବିଭିନ୍ନ ପ୍ରାନ୍ତକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରିବାକୁ ନିରବଚ୍ଛିନ୍ନ ଭାବେ ସମସ୍ତ ରେଳ ଟ୍ରାକ୍ ଉପରେ ମାଲବାହୀ ଓ ପାର୍ସଲ୍…