Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

୪୦ ଡିଗ୍ରୀ ଉପରେ ରହିବ ଏହି ସବୁ ଜିଲ୍ଲା, ୧୧ ତାରିଖ ଯାଏଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର: ରାଜ୍ୟରେ ଅନୁଭୂତ ହେଉଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଆଜିକୁ ମିଶାଇ ଆସନ୍ତା ୩ ଦିନ ପାରଦ ଉପରମୁହାଁ ରହିବ । ପଶ୍ଚିମ ଓଡ଼ିଶା ସମେତ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ ଡିଗ୍ରୀରୁ ଉପରେ ରହିବ ତାପମାତ୍ରା । ଫଳରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ କଲବଲ କରିବ ତାତି ଓ ଗୁଳୁଗୁଳି ।…

ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌ଙ୍କ ପରଲୋକ

ବରଗଡ଼: ପରଲୋକରେ ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ମହମ୍ମଦ ରଫିକ୍‌ । ଶୁକ୍ରବାର ସକାଳ ପ୍ରାୟ ୬ଟା ୩୦ମି ସମୟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ହେଲା ରକ୍ତ ଶର୍କରା ଜନିତ…

ଜୁନ୍ ୬ରୁ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘, ପ୍ରଦର୍ଶିତ ହେବ ୯ଟି ଭାଷାର କ୍ଲାସିକ ଚଳଚ୍ଚିତ୍ର

ଭୁବନେଶ୍ୱର: ‘ଭୁବନେଶ୍ୱର ଫିଲ୍ମ ସର୍କଲ’ ପକ୍ଷରୁ ଆୟୋଜିତ ହେବାକୁ ଥିବା ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ ର ଦ୍ୱିତୀୟ ସଂସ୍କରଣ । ଜୁନ୍ ୬ରୁ ୯ ତାରିଖ ଯାଏଁ ଭୁବନେଶ୍ୱର ଜୟଦେବ ଭବନରେ ଏହା ଆୟୋଜିତ ହେବ । ଦ୍ୱିତୀୟ ସଂସ୍କରଣରେ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର ପ୍ରଦର୍ଶିତ କରାଯିବ ।…

ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ ଭାବେ ବିଶ୍ୱଜିତ ମହାନ୍ତିଙ୍କ ଶପଥପାଠ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ (ଲିଗାଲ) ଶ୍ରୀ ବିଶ୍ୱଜିତ ମହାନ୍ତିଙ୍କ ଶପଥ ଗ୍ରହଣ । ଆଜି ପୂର୍ବାହ୍ନରେ ଶୈଳଶ୍ରୀ ବିହାର ସ୍ଥିତ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ କାର୍ଯ୍ୟାଳୟରେ ବିଶ୍ୱଜିତ ମହାନ୍ତି ସଦସ୍ୟ ରୂପେ ପଦ ଓ ଗୋପାନୀୟତାର ଶପଥ ଗ୍ରହଣ କରିଛନ୍ତି । ଓଡ଼ିଶା…

ରାଜ୍ୟ ସରକାର ଚଳିତ ବର୍ଷ ୭.୫ କୋଟି ବୃକ୍ଷ ରୋପଣ କରିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ…

ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ ରଖିଛି ରାୟଗଡା ପୋଲିସ । ରାୟଗଡା ରେଳ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା ବେଳେ ପୋଲିସ ଉଠାଇ ନେଇଛି ।…

ରାଜ୍ୟରେ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୪ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବାବେଳେ,…

ରାଜସ୍ୱ ସେବାରେ ପରିବର୍ତ୍ତନଶୀଳ ବଦଳ ଆଣିବାର ସମୟ ଆସିଛି: ମନ୍ତ୍ରୀ

ଭୁବନେଶ୍ବର: ବୁଧବାର ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀ ସମ୍ମିଳନୀରେ ଯୋଗଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ‘ନାଗରିକ ପ୍ରଥମ’ ସେବା, ଭୂମିହୀନତା ସମସ୍ୟାର ସମାଧାନ ଏବଂ ‘ଓଡ଼ିଶା ଭିଜନ ୨୦୩୬-୨୦୪୭’ ଦଲିଲକୁ ଗୁରୁତ୍ୱ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବା ଉପରେ ଜୋର ଦେଇଥିଲେ । ସେ ରାଜସ୍ୱ…

ଆସନ୍ତାକାଲିଠୁ ଡେଙ୍ଗୁ ପ୍ରତିହତ ପାଇଁ ବିଏମସି ପାଳିବ ଡ୍ରାଏ ଡେ

ଭୁବନେଶ୍ବର: ଆସନ୍ତାକାଲିଠୁ ଡେଙ୍ଗୁ ପ୍ରତିହତ ପାଇଁ ବିଏମସି ପାଳିବ ଡ୍ରାଏ ଡେ । ରାଜଧାନୀର ସମସ୍ତ ୱାର୍ଡରେ ଡ୍ରାଏ ଡେ ପାଳନ ନେଇ କର୍ପୋରେଟରଙ୍କୁ ପ୍ରଶିକ୍ଷଣ ଦିଆଯାଇଛି । ଡେଙ୍ଗୁ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ଅଧିକ ସଂଖ୍ୟକ ଷ୍ଟାଫ ନିୟୋଜିତ କରାଯାଇଛି । ବିଏମସିର ୭୦ କର୍ମଚାରୀ…

ସବୁ ଟ୍ରାଫିକ୍‌ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ

ଭୁବନେଶ୍ୱର: ରାଜଧାନୀର ସବୁ ଟ୍ରାଫିକ୍‌ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ । ଏଭଳି ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, ବର୍ତ୍ତମାନ ସମୟରେ ଅମ୍ଳଜାନ କମିକମି ଯାଉଛି । ତୁଳସୀ ଗଛ ଅମ୍ଳଜାନ ଦେଉଥିବାରୁ ଏହାକୁ ଯେତେ…