Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଭାଇରାଲ୍ ପୋଷ୍ଟମୋର୍ଟମ୍‌; ଶିଶୁ ଶୋଇଥିଲା ଛାତି ଉପରେ, ମା’ ଥିଲା ଆରପାରିରେ !

ଭୁବନେଶ୍ୱର: ମାତ୍ର ଗୋଟିଏ ସପ୍ତାହ ପୂର୍ବରୁ ଏହି ଫଟୋ ଟିମ୍ ଭାଇରାଲ୍ ପୋଷ୍ଟମୋର୍ଟମ ହାତରେ ଲାଗିଥିଲା । ଆରମ୍ଭ ହୋଇଥିଲା ଛାନ୍‌ଭିନ୍ । ସାମ୍ନାକୁ ଆସିଥିଲା ଏକ ସୁପରିକଳ୍ପିତ ମିଥ୍ୟା ଗୁଜବର ହୃଦୟ ବିଦାରକ ଘଟଣା । ଭାଇରାଲ୍ ହୋଇଥିବା ଏହି ଫଟୋରେ ଜଣେ ମହିଳା କାଚ କିମ୍ବା ପଲିଥିନ୍ ସଦୃଶ…

ଲକ୍‌ଡାଉନ ଡାଏରୀ : ଅନ୍ତର୍ନିହିତ ଗୁଣ ବିକାଶ ପାଇଁ ଫ୍ୟାଶନ ଡିଜାଇନର ଦୀନେନ୍ଦ୍ର ସିଂଦେଓଙ୍କୁ ମିଳିଛି ସମୟ

ଭୁବନେଶ୍ୱର: କରୋନା ପାଇଁ ଦେଶରେ ଲକ୍‌ଡାଉନ ପରିସ୍ଥିିତି ସୃଷ୍ଟି ହୋଇଥିବାରୁ ସମସ୍ତେ ଏବେ ଘରେ ରହୁଛନ୍ତି । ଅଫିସର କାମ ହେଉଛି କିନ୍ତୁ ଘରେ ରହି କରିବାକୁ ପଡୁଛି । ସ୍କୁଲ ପକ୍ଷରୁ ଅନଲାଇନ ପାଠପଢା ହେଉଛି । ନିୟମିତ କରୁଥିବା କାମର ଧାରା ବଦଳାଇ ଦେଇଛି ଲକ୍ ଡାଉନ । ତେବେ ଘରେ ରହି କିଏ…

ମିଳିଲା ଉତ୍ତର କୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ସମ୍ଭାବ୍ୟ ଠିକଣା !

ଭୁବନେଶ୍ୱର‌: ଏବେ ବି ଉତ୍ତର କୋରିଆ କିମ ଜୋଙ୍ଗ ଉନ୍‌ଙ୍କ ନାଁରେ ବିଦେଶୀ ନେତା ଓ ଘରୋଇ କର୍ମଚାରୀଙ୍କୁ ଚିଠି ତଥା ଉପହାର ପଠାଉଛି । ସାରା ଦେଶରେ କିମ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ରହସ୍ୟ ଘନେଇବାରେ ଲାଗିଛି । ହେଲେ ମୁହଁ ବନ୍ଦ ରଖିଛି ଉତ୍ତର କୋରିଆ । ସତରେ କ'ଣ କୋମା କିମ୍ବା…

କରୋନା ମୁକାବିଲା ପାଇଁ ଓଡିଶାରେ ନିଲାମ୍ ହେବ ୨ ଲକ୍ଷ ପ୍ରାଚୀନ ମୁଦ୍ରା !

ଭୁବନେଶ୍ୱର: କରୋନା ଯୁଦ୍ଧରେ ସାମିଲ ହେଲେ ଓଡିଶାର ଜଣେ ପ୍ରଖ୍ୟାତ ମୁଦ୍ରା ବିଜ୍ଞାନବିତ୍ । ନିଜ କଲେକ୍ସନରେ ଥିବା ମୁଦ୍ରା ଗୁଡିକୁ ନିଲାମ୍ କରି ସେହି ଅର୍ଥକୁ ସେ କରୋନାଭାଇରସ୍ ବିରୋଧୀ ଲଢେଇରେ ବିନିଯୋଗ କରିବେ । ୮ ଲକ୍ଷ ମୁଦ୍ରାରୁ ସେ ୨ ଲକ୍ଷ ମୁଦ୍ରାକୁ ବିକ୍ରି କରିବାକୁ ନିଷ୍ପତ୍ତି…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: ଇନ୍ଦିରାଙ୍କ ଅନ୍ତ୍ୟେଷ୍ଟିରେ ନମାଜ ପଢିଥିଲେ ରାହୁଲ ଓ ରାଜୀବ ଗାନ୍ଧୀ !

ଭୁବନେଶ୍ୱର: ସୋନିଆ ଗାନ୍ଧୀ ଓ ଅର୍ଣ୍ଣବ ଗୋସ୍ୱାମୀଙ୍କ ତିକ୍ତତା ଏବେ ସୋସିଆଲ୍ ମିଡିଆରେ ଖୋରାକ୍ ଯୋଗାଇଛି । ଏକ ପୁରୁଣା ଫଟୋ ଏବେ ଭାଇରାଲ୍ ହୋଇଛି । ଯେଉଁଥିରେ ରାହୁଲ ଓ ସ୍ୱର୍ଗତଃ ରାଜୀବ ଗାନ୍ଧୀ ହାତଯୋଡି ଏକ କଫିନ୍ ପାଖରେ ଛିଡା ହୋଇଛନ୍ତି । ଏହି ଫଟୋରେ ସୋନିଆ ଗାନ୍ଧୀ ଓ ପି.ଭି…

ନକଲି ଆଇପିଏସ୍ ଅଫିସରଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ

ଭୁବନେଶ୍ୱର: ରାଜଧାନୀରୁ ନକଲି ମହିଳା ଆଇପିଏସ୍ ଅଫିସରଙ୍କୁ ଗିରଫ ହୋଇଛନ୍ତି । କମିଶନରେଟ ପୋଲିସ ତାଙ୍କୁ ଗିରଫ କରିଛି । ଏହି ନକଲି ଅଫିସରଙ୍କ ନାଁ ଶର୍ମିଷ୍ଠା ବେହେରା । ସେ ଜଣେ ମହିଳା କନେଷ୍ଟବଳଙ୍କ ଡ୍ୟୁଟି ପରିବର୍ତ୍ତନ ପାଇଁ ବାରମ୍ବାର ରିଜର୍ଭ ଅଫିସରଙ୍କୁ ଚାପ ପକାଉଥିବା ଅଭିଯୋଗ…

ଓଡିଶା ସମ୍ବାଦ, ଓଡିଶା ବାଇଟ୍ସର ଲକ୍‌-ଡାଉନ୍ ରେସିପି: ପଠାନ୍ତୁ ଭିଡିଓ ଜିତନ୍ତୁ ଡାଇମଣ୍ଡ ଲକେଟ୍ !

ଭୁବନେଶ୍ୱର: ଘର ବସି ବୋର୍ ହେଉଛନ୍ତି କି ? ତେବେ ଲକ୍‌-ଡାଉନରେ ନିଜକୁ ଆଉ ଲକ୍ କରିି ରଖନ୍ତୁନି । କାହିଁକିନା ଓଡିଶାର ଅଗ୍ରଣୀ ଡିଜିଟାଲ୍ ନ୍ୟୁଜ୍ ୱବସାଇଟ୍ ଓଡିଶା ସମ୍ବାଦ ଓ ଓଡିଶା ବାଇଟ୍ସ ନେଇ ଆସିଛି ସ୍ପେଶାଲ କୁକରି କମ୍ପିଟିସନ୍ ଶୋ’ ଲକ୍‌-ଡାଉନ୍ ରେସିପି । ପ୍ରତିଯୋଗୀତାରେ ଭାଗ ନେବା…

ଜଷ୍ଟିସ୍ ମହମ୍ମଦ ରଫିକ୍ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଗୁରୁବାର ଦିନ ଜଷ୍ଟିସ୍ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିଛନ୍ତି । ବର୍ତ୍ତମାନ ସେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି । କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ…

ଲକ୍ ଡାଉନରେ ଭୁବନେଶ୍ୱରରୁ ଭୂଟାନ ଫେରିଲେ ୨୬ ବିଦେଶୀ ପର୍ଯ୍ୟଟକ

ଭୁବନେଶ୍ୱର : କରୋନା ପାଇଁ ଓଡିଶା ସମେତ ସାରା ଦେଶରେ ଲକ୍ ଡାଉନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ବାହାରୁ ଆସିଥିବା ପର୍ଯ୍ୟଟକମାନେ ଫସି ରହିଛନ୍ତି । ଓଡିଶାରେ ଫସି ରହିଥିବା ଏହି ଭଳି ୨୬ ଜଣ ପର୍ପ୍ୟଟକ ଆଜି ସ୍ୱତନ୍ତ୍ର ବିମାନ ଯୋଗେ ଭୂଟାନ ଫେରିଛନ୍ତି । ଏମାନଙ୍କୁ ଭୂଟାନର ପାରୋ…

ରାଜଧାନୀରୁ ହଟିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର : ରାଜଧାନୀର ବମିଖାଲ, ସତ୍ୟନଗର ଓ ସୂର୍ଯ୍ୟନଗରରୁ କଣ୍ଟେନମେଣ୍ଟ ହଟାଯାଇଛି । ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା କରୋନା ପଜିଟିଭ ରୋଗୀ ସୁସ୍ଥ ହେବା ପରେ ଏହି ସବୁ ଅଂଚଳରୁ କଣ୍ଟେନମେଣ୍ଟକୁ ହଟାଯାଇଛି । ମାତ୍ର ଆଗାମୀ ସାତ ଦିନ ଯାଏଁ ଏହି ସବୁ ଅଂଚଳ ଉପରେ ନଜର ରହିବ ବୋଲି…