Latest Odisha News

BREAKING NEWS

Browsing Category

ଭୁବନେଶ୍ୱର

Bhubaneswar

ଗୋଟିଏ ଦିନରେ ୧୫ କରୋନା ପଜିଟିଭ ଚିହ୍ନଟ ପରେ ବମିଖାଲ ଅଂଚଳ ସିଲ୍

ଭୁବନେଶ୍ୱର : ରାଜଧାନୀର ବମିଖାଲ ଅଂଚଳରେ ରବିବାର ୧୫ ନୂଆ କରୋନା ପଜିଟିଭ ରୋଗୀ ଚିହ୍ନଟ ହେବା ପରେ ସମଗ୍ର ଅଂଚଳ ସିଲ୍ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କ୍ଲଷ୍ଟର ନିୟନ୍ତ୍ରଣ ବ୍ୟବସ୍ଥା ଆରମ୍ଭ କରାଯିବା ସହିତ ଘରକୁ ଘର ସର୍ଭେ ଆରମ୍ଭ କରାଯାଇଛି । ସମସ୍ତ ସନ୍ଦିଗ୍ଧ ଏବଂ…

ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଆଦୌ ବରଦାସ୍ତ କରାଯିବ ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀରେ ରବିବାର ୧୮ ନୂଆ କରୋନା ପଜିଟିଭ ଚିହ୍ନଟ ହେବା ପରେ ଲୋକମାନଙ୍କୁ ଭୟଭୀତ ନ ହୋଇ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି । ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନକୁ ଆଦୌ ବରଦାସ୍ତ କରାଯିବ ନାହିଁ ଏବଂ ଏଥି ପାଇଁ…

କୋଭିଡ୍‌-୧୯ ଲକ୍‌ଡାଉନ୍‌: ଚଢାଦରରେ ହୋମ୍ ଡେଲିଭରି କରୁଥିବା ସଂସ୍ଥାକୁ ଧରିବ ବିଏମସି

ଭୁବନେଶ୍ୱର: ଏବେ ସାରା ରାଜ୍ୟରେ ଲକ୍‌ଡାଉନ୍ ଚାଲିଥିବା ବେଳେ କିଛି ହୋମ୍ ଡେଲିଭରି ସଂସ୍ଥା ଗୁଡ଼ିକ ବଜାର ଦରଠାରୁ ଅଧିକ ଚଢା ଦରରେ ସାମଗ୍ରୀ ବିକ୍ରି କରୁଥିବାର ଅଭିଯୋଗ ଆସୁଛି । ଏହି ଅସାଧୁ ହୋମ ଡେଲିଭରି ସଂସ୍ଥାଗୁଡ଼ିକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ (ବିଏମସି) ଧରିବା ସହିତ…

ସୂର୍ଯ୍ୟନଗର କୋଭିଡ୧୯ ପଜିଟିଭଙ୍କ ମିଳିଲା କୋଲକାତା ଲିଙ୍କ

ଭୁବନେଶ୍ୱର : ରାଜଧାନୀର ସୂର୍ଯ୍ୟନଗରରେ ଚିହ୍ନଟ ହୋଇଥିବା କରୋନା ପଜିଟିଭ ରୋଗୀଙ୍କ ଝିଅ କିଛି ଦିନ ତଳେ କୋଲକାତାରୁ ଫେରିଥିବା ସୂଚନା ମିଳିଛି । ସେଠାରେ ସେ ଚାରିଦିନ ରହି ଫେରିଥିଲେ ଏବଂ ସମ୍ଭବତଃ ସେହିଠାରୁ ହିଁ ସଂକ୍ରମଣ ହୋଇଥିବା ଶନିବାର କହିଛନ୍ତି ବିଏମସି କମିଶନର ପ୍ରେମଚନ୍ଦ୍ର…

ସଟ୍ ଡାଉନ ବେଳେ ଜାଣନ୍ତୁ ଭୁବନେଶ୍ୱର ଓ କଟକରେ କେଉଁ କେଉଁ ଔଷଧ ଦୋକାନ ଖୋଲାରହିବ

ଭୁବନେଶ୍ୱର: ଭୁବନେଶ୍ୱର, କଟକ ଓ ଭଦ୍ରକରେ ଶୁକ୍ରବାର ରାତି ୮ଟାରୁ ଆରମ୍ଭ ହୋଇ ୪୮ ଘଣ୍ଟିଆ ସମ୍ପୂର୍ଣ୍ଣ ସଟ୍ ଡାଉନ ପାଳନ ହେଉଛି । ଏହା ରବିବାର ରାତି ୮ଟାରେ ଶେଷ ହେବ । ଏହି ସମୟରେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ…

ଗୋଟିଏ ଦିନରେ ଓଡିଶାରେ ୧୫ ନୂଆ କରୋନା ପଜିଟିଭ ଚିହ୍ନଟ, ମୋଟ ସଂଖ୍ୟା ୨୦ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାଂଘାତିକ ଭାବେ ବୃଦ୍ଧି ପାଇ ୨୦ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶୁକ୍ରବାର ଗୋଟିଏ ଦିନରେ ୧୫ ଜଣ ନୂଆ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୧୦ ଜଣ ଭୁବନେଶ୍ୱରରୁ ହୋଇଥିବା ବେଳେ…

ଘରେ ରୁହନ୍ତୁ, କରୋନା ସଂକ୍ରମଣ ରୋକିବାରେ ସହଯୋଗ କରନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ଲାଗି ଓଡ଼ିଶାରେ ଏବେ ଲକ୍‌ଡାଉନ୍ ଜାରି ରହିଛି । ରାଜ୍ୟବାସୀ ଏହି ଲକ୍‌ଡାଉନକୁ ମାନି ସରକାରଙ୍କୁ ସହଯୋଗ କରୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି । #Odisha Government has announced complete shut…

ଭୁବନେଶ୍ୱରରେ ଆଉ ତିନି କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀର ବମିଖାଲ ଅଂଚଳରେ ତିନି ଜଣ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେବା ସହିତ ଓଡିଶାରେ କରୋନା ପଜିଟିଭଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟରରେ ଏହି ସୂଚନା ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଚିହ୍ନଟ…

ଲକ୍‌ଡାଉନ୍ ବେଳେ ଜୀବଜନ୍ତୁଙ୍କୁ ଖାଦ୍ୟ ପ୍ରଦାନ: ‘ପେଟା’ ପକ୍ଷରୁ ସମ୍ମାନିତ ହେବେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କରୋନା ଭୂତାଣୁ ସଂକ୍ରମଣ ଲାଗି ଚାଲିଥିବା ଲକ୍‌ଡାଉନ ସମୟରେ ପଶୁମାନଙ୍କୁ ଖାଦ୍ୟ ଯୋଗାଇଦେବା ଲାଗି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ ୫୪ ଲକ୍ଷ ଟଙ୍କା ଅନୁମୋଦନ କରିଥିଲେ । ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ଏହି ମହାନତା ଲାଗି ପିପୁଲ୍ ଫର ଦି ଏଥିକାଲ୍ ଟ୍ରିଟମେଣ୍ଟ୍ ଅଫ…

ଭୁବନେଶ୍ୱର ତଥା ଉପକଣ୍ଠ ୧୮ଟି ଗାଁରେ ବଳବତ୍ତର ରହିବ ସଟ୍ ଡାଉନ

ଭୁବନେଶ୍ୱର: ରାଜ୍ୟରେ ଛଅ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ପରେ ତିନିଟି ସହରକୁ ୪୮ ଘଣ୍ଟା ତଥା ଦୁଇ ଦିନ ପାଇଁ ସଟ୍‌ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ସହରଗୁଡିକ ହେଲା ଭୁବନେଶ୍ୱର, କଟକ ଓ ଭଦ୍ରକ । ଏହି ତିନି ସହରରେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକଟି…